Breaking News
2:51 pmପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳାଫଳ //ଚଳିତ ବର୍ଷ ୯୦.୫୫% ଛାତ୍ରଛାତ୍ରୀ ମାଟ୍ରିକ୍‌ ପାସ୍‌ କରିଥିବା ବେଳେ ଏଥର ମଧ୍ୟ ଛାତ୍ରଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ 2:49 pmଅଭିନେତ୍ରୀ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର // ପୁରୁଷ ବନ୍ଧୁ ସନ୍ତୋଷଙ୍କ ମୃତଦେହ ଉଦ୍ଧାର କଲା ପୁଲିସ // ରାଉରକେଲାର ବାସନ୍ତୀ କଲୋନି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି 7:17 amବିଧାନସଭାରେ ବିଜୁଳି ତାତି: ସରକାରଙ୍କୁ ଘେରିଲେ ବିରୋଧୀ, ବଳକା ରାଜ୍ୟରେ ବିଜୁଳି ଦର ଅଧିକ କାହିଁକି ବୋଲି ପ୍ରଶ୍ନ୍, ବିଜୁଳି କ୍ଷେତ୍ରରେ ମହାଦୁର୍ନୀତି ହୋଇଛି, ସଂସ୍କାର ସଫଳ ହୋଇଛି: ଶାସକ ସଭ୍ୟ 7:05 amରାଗିଂକୁ ନେଇ ବିଧାନସଭାରେ ବିଧାୟକ କମ୍ପିଲେ, ସିବିଆଇ ତଦନ୍ତ ସହ କଠୋର ଆଇନ ଦାବି ବିଜେବି ଛାତ୍ରୀ ଆତ୍ମହତ୍ୟା ନେଇ ଉଦ୍‌ବେଗ, ହୋହଲ୍ଲା ଯୋଗୁ ପ୍ରଶ୍ନକାଳ ହୋଇପାରିଲାନି 7:04 amଭୁବନେଶ୍ବର: ୬ ତାରିଖ ଦିନ ଗୋଟାଏ ବେଳେ ମାଟ୍ରିକ୍ ରେଜଲ୍ଟ ବାହାରିବ, ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀଙ୍କ ସୂଚନା

ବସ ଓଲଟି ୨୮ ଆହତ। ସମସ୍ତ ଆହତଙ୍କୁ ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି। ଡ୍ରାଇଭର ସହ ଜେଆଇଟିଏମ ଛାତ୍ର ଗୁରୁତର। ଉଭୟଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର। ଭୁବନେଶ୍ୱର ଠାରୁ ପାରଳାଖେମୁଣ୍ଡି ଆସୁଥିବା ସମୟରେ ମାର୍ଲବା ଘାଟିରେ ଓଲଟି ପଡିଲା ଇସ୍ପାତ ବସ।

1170 48

Related Post

There are 48 comments

  1. Pingback: 3engrossing

Leave a comment

Your email address will not be published.