Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

Related Post

କୋରନା ନକଟକଣା ଭିତରେ ଖୋଲିଲା ନନ୍ଦନକାନନ,ଡେରାସ ଡ୍ୟାମ ଓ ଡମପଡା ଅଭୟାରଣ୍ୟ।

Posted by - August 4, 2021 0
ଉତ୍ତର ଭୁବନେଶ୍ୱର:(ସନ୍ତୋଷ ରାଉତ)କୋରନା କଟକଣା ଭିତରେ ଆଜିଠୁ ପଯ୍ୟଟକଙ୍କ ଲାଗି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଖୋଲିଛି ।ପଯ୍ୟଟକ ଓ କର୍ମଚାରୀ ସମସ୍ତଙ୍କ…

ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Posted by - August 30, 2022 0
ସୋନପୁର:(ଅଜିତ କୁମାର ପୁଜାହାରି)ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ…

ଧର୍ମଗଡ଼ ଓକିଲ ସଂଘ ନିର୍ବାଚନ ପ୍ରସନ୍ନ ଅଗସ୍ତି ସଭାପତି ସାଧାରଣ ସମ୍ପାଦକ ବିଶ୍ଵ ଜିତ ମୁଣ୍ଡ

Posted by - March 26, 2023 0
ଧର୍ମଗଡ଼ : (ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଓକିଲ ସଂଘ ନୂତନ କର୍ମ କର୍ତ୍ତା ନିର୍ବାଚନ ଆଜି ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ୧୦…

ଜବରଦଖଲ ମୁକ୍ତ କରିବାକୁ ଦାବୀ କରିଛନ୍ତି ବିଜେପି ନେତା ପ୍ରସନ୍ନ ସାମଲ

Posted by - February 16, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧିନ କୋପଣ୍ଡ ମୌଜାର ଏକର ଏକର ମଠ ସଂପତିକୁ ଜବରଦଖଲ କରାଯାଇଥିବା ଅଭିଯୋଗ ହୋଇଛି ମଠ ମହନ୍ତ ନାଲୁ ଦାସ ଏବଂ ଗୁରୁ ରାମ ସ୍ୱରୁପ ଦାଶଙ୍କ ନାଁରେ ରହିଥିବା ବେଳେ ସୋମନଙ୍କର କୌଣସି ଉତରାଧିକାରୀ ନଥିବାରୁ ଏହା ଜବରଦଖଲକାରୀଙ୍କ କବଜା କୁ ଚାଲିଯାଇଛି ,ନିୟମ ମୁତାବକ ଏହି ଜମିର ମାଲିକାନା ସରକାରଙ୍କ ଖାତାକୁ ଯିବା କଥା କିନ୍ତୁ ପ୍ରଶାସନିକ ଅବହେଳା ଯୋଗୁଁ ଏହାକୁ ଜବରଦଖଲ ହେବାର ଲାଗିଛି । ଏ ଦିଗରେ ପ୍ରଶାସନ ପଦକ୍ଷେପ ନେଇ ତୁରନ୍ତ ଏହାକୁ ଜବରଦଖଲ ମୁକ୍ତ କରି ସେଠାରେ ଉନ୍ନୟନମୂଳକ ପଦକ୍ଷେପ ନେବାକୁ ଦାବୀ କରିଛନ୍ତି ବିଜେପି ନେତା ପ୍ରସନ୍ନ ସାମଲ । ସେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ତୁରନ୍ତ ଉକ୍ତ ଜମିକୁ ନିଜ ହେପାଜତକୁ ନେବାକୁ ଦାବୀ କରିଛନ୍ତି ।