Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ .. ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡିଶା ଗସ୍ତ.. ବିମାନ ବନ୍ଦରରେ ମହାମହିମଙ୍କୁ କରାଗଲା ଭବ୍ୟ ସ୍ୱାଗତ.. ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସବିବଙ୍କ ସହ ପୁଲିସ ଡିଜି ମଧ୍ୟ ଉପସ୍ଥିତ

14 0

Related Post