ଭୁବନେଶ୍ୱରରୁ ବାୟୁସେନା ହେଲିକପ୍ଟର ଯୋଗେ ପୁରୀ ଗସ୍ତ କରିବେ // ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ // ପରେ ଅପରାହ୍ନ ୩.୫୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ // ଭୁବନେଶ୍ୱରର ୬ଟି ଛକରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ // ତାହା ସହ ଅନେକ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି

29 0

Related Post