Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

21 0

ସମ୍ବଲପୁର: (ରମାକାନ୍ତ ବିଶ୍ବାଳ) ଜିଲ୍ଲା ଓ ସେସନ କୋର୍ଟଙ୍କ କାର୍ଯ୍ୟାଳୟ ସମ୍ବଲପୁର ତରଫରୁ ସିଭିଲ କୋଟ ପରିସରରେ ଥିବା ଏଡିଆର ସେଣ୍ଟର ଠାରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିଶୁଦିବସ ପାଳନ ଉପଳକ୍ଷେ ଏହି ପ୍ରତିଯୋଗିତା ଅନୁଷ୍ଠିତ କରା ଯାଇଥିବା ବେଳେ ଏଥିରେ ଭାଗନେବା ପାଇଁ ଜିଲ୍ଲାର ବିଭିନ୍ନ ବ୍ଳକରୁ ବହୁ ପ୍ରତିଯୋଗି ଭାଗ ନେଇଥିଲେ । ଏହି ପ୍ରତିଯୋଗିତାରେ ଭାଗନେଲେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗି ମାନଙ୍କୁ ପରେ ପୁରସ୍କୃତ କରାଯିବ ।

Related Post

ବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା କଲେଜ ଛକ ନିକଟରେ ଦୁର୍ଘଟଣା

Posted by - August 9, 2022 0
ସୋନପୁର :(ଅଜିତ କୁମାର ପୂଜାହାରୀ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା କଲେଜ ଛକ ନିକଟରେ ଏକ ବ୍ରିଜ଼ା କାର ଭାରସାମ୍ୟ ହରାଇ ରାସ୍ତା କଡ ରେ…

ଭୈରବୀ ଡିଗ୍ରୀ କଲେଜରେ ଭୋଟର ସଚେତନତା ଓ ସମ୍ବିଧାନ ଦିବସ ପାଳିତ

Posted by - November 27, 2021 0
ବୌଦ୍ଧ(ଚିତ୍ତ ରଂଜନ ସିଂ)ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳରେ ଜାତୀୟ ସେବା ଯୋଜନା ଓ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ମିଳିତ ଅନୁକୁକୁଲ୍ୟରେ ଭୋଟର…

ଅଲ ଓଡିଶା ଇପିଂଏପଂ ପେଂନସନ ଭୋଗୀ ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ଦାବି

Posted by - November 17, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଅଲ ଓଡିଶା ଇପିଂଏପଂ ପେଂନସନ ଭୋଗୀ ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ଦାବୀରେ ଯାଜପୁର ଜିଲା ପ୍ରଶାସନକୁ ଏକ ଦାବୀ ପତ୍ର ପ୍ରଦାନ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ ,ତଦନ୍ତ ହେବ ନା ଚୁପ ବସିବ ଜଙ୍ଗଲ ବିଭାଗ ଏହା ଏକ ପ୍ରଶ୍ନବାଚୀ

Posted by - July 4, 2022 0
ବୌଦ୍ଧ :(ଚିତ୍ତ ରଂଜନ ସିଂ) କଣ୍ଟାମାଳ ବ୍ଲକ ଅନ୍ତର୍ଗତ ମନମୁଣ୍ଡା ରେଞ୍ଜ ନିକଟସ୍ଥ ରତାଖଣ୍ଡି ଜଙ୍ଗଲରେ ଗତକାଲି ରାତି ୧୦ଘଣ୍ଟା ସମୟରେ ଏକ ଭାଲୁ ମରିପଡ଼ିଥିବା ଦେଖି…

SC & ST ଜନସାଧାରଣଙ୍କ ପାଇଁ ବୈାଦ୍ଧ ଜିଲ୍ଲା ରେ ଆଇନ ସେବା ପ୍ରାଧିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Posted by - March 16, 2022 0
ବୌଦ୍ଧ :(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ର ଆଇନ ସେବା ପ୍ରାଧିକରଣ,ବୈାଦ୍ଧ ଦ୍ବାରା ଉଚ୍ଚ ପ୍ରାଥମିକବିଦ୍ୟାଳୟ,କମିରା,ମୁଣ୍ଡା ପଡା ପଞ୍ଚାୟତ ଠାରେ SC&ST ମାନଙ୍କ ସୁରକ୍ଷା ପାଇଁ ଥିବା ଆଇନମାନ ଉପରେ…