Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ମହାସମାରୋହର ସହ ଉଦଯାପିତ

73 0

ଭବାନୀପାଟଣା : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲା ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ୩୬ ତମ ବାର୍ଷିକ କ୍ରୀଡା ମହୋତ୍ସବ ମହା ସମାରୋହର ସହ ଉଦଯାପିତ ହୋଇଯାଇଛି।ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା ଯୋଗ ଦେଇ ଥିବା ବେଳେ, ବିଜେପି ରାଜ୍ଯ କାର୍ଯ୍ଯକାରିଣୀ ସଦସ୍ଯ ରମେଶ ମାଝୀ, ସାଂସଦ ପ୍ରତିନିଧି ବିଜୟ ଦିଶାରୀ, ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ସଭାପତି ସୁବାସ ଚନ୍ଦ୍ର ମୁଣ୍ଡ, ସମ୍ପାଦକ ଦିବାକର ପଟ୍ଟନାୟକ, ପ୍ରଧାନ ଆଚାର୍ଯ୍ଯ ବିଶ୍ଵଜୀବନ ମୁଣ୍ଡ ଉପସ୍ଥିତ ଥିଲେ।

ଉଦଯାପନୀ ଉତ୍ସବର ମୁଖ୍ୟ ଅତିଥି ଭାବେ ସାମ୍ବାଦିକ ଶେଷଦେବ ବେହେରା, ସମ୍ମାନିତ ଅତିଥି ଭାବେ ସମାଜସେବୀ ପ୍ରଦ୍ୟୁମ୍ନ କୁମାର ପଣ୍ଡା, ସମ୍ପାଦକ ଦିବାକର ପଟ୍ଟନାୟକ, ସହ ସମ୍ପାଦକ ସିଦ୍ଧାର୍ଥ ମିଶ୍ର, ସୀମାଞ୍ଚଳ ଦୁର୍ଗା, ପ୍ରଧାନ ଆଚାର୍ଯ୍ୟ ବିଶ୍ଵ ଜୀବନ ପାଢି ଙ୍କ ସମେତ ପୁରାତନ ଛାତ୍ର ଛାତ୍ରୀ ଓ ଅଭିଭାବକ ମାନେ ଉପସ୍ଥିତ ଥିଲେ। ମହିଳା ମାନଙ୍କ ପାଇଁ ଚୌକି ବସା ଓ ହାଣ୍ଡି ପିଟା ଆକର୍ଷଣୀୟ ହୋଇଥିଲା। କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଆଚାର୍ଯ୍ଯ ସୁଧାକର ପଣ୍ଡା ଅତି ସୁନ୍ଦର ଭାବରେ ମଞ୍ଚ ପରିଚାଳନା କରିଥିଲେ।

Related Post

ଓଡିଶା ପୋଲିସ ମହାନିର୍ଦ୍ଦେଶକ ଙ୍କ ନୂଆପଡା ଜିଲ୍ଲା ଗସ୍ତ

Posted by - November 7, 2021 0
ନୂଆପଡା:(ମେଘନାଦ ନାଏକ)ଆଜି DGP ଅଭୟ ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗ୍ରସ୍ତରେ ଆସି ଜିଲ୍ଲାର ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କରିଛନ୍ତି । DGP ଅଭୟ ହେଲିକପ୍ଟର ଯୋଗେ…

ଦେସିଲ ଗ୍ରାମରେ ସ୍ଵାମୀ ବିବେକାନନ୍ଦ ଯୁବକ ସଂଘ ତରଫରୁ ୮ମ ଦୁର୍ଗାପୂଜା ଆୟୋଜିତ

Posted by - October 8, 2022 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ) ଟିଟିଲାଗଡ଼ ସହରର ବିଭିନ୍ନ ପୂଜା ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହୋଇଥିବା ବେଳେ ଟିଟିଲାଗଡ଼ ନିକଟସ୍ଥ ଦେସିଲ୍ ଗ୍ରାମରେ ଆୟୋଜିତ ହୋଇଥିବା ଦୁର୍ଗା…

ଖରଭୂଇଁରେ କ୍ରସର କ୍ବାରୀ ବିରୋଧି ଗଣଧାରଣା ପହଞ୍ଚିଲା ତୃତୀୟ ଦିନରେ

Posted by - November 3, 2022 0
ବୌଦ୍ଧ : (ଚିତ୍ତ ରଞ୍ଜନ ସିଂହ) ହରଭଙ୍ଗା ତହସିଲ ଅନ୍ତର୍ଗତ ଖରଭୂଇଁ ଠାରେ ପଥର କ୍ବାରୀ ଓ କ୍ରସର ବିରୋଧରେ ଗଣଧାରଣା ଆଜି ଚତୁର୍ଥ ଦିନରେ ପହଞ୍ଚିଥିବା…

ଯାଜପୁର କଳିଙ୍ଗନଗର ମୈଥାନ ଇସ୍ପାତ କାରଖାନାରେ ପୁଣି ଶ୍ରମିକ ଅଶାନ୍ତି

Posted by - December 4, 2019 414
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର କଳିଙ୍ଗନଗର ମୈଥାନ ଇସ୍ପାତ କାରଖାନାରେ ପୁଣି ଶ୍ରମିକ ଅଶାନ୍ତି । ଶ୍ରମିକ ମାନଙ୍କ ବକେୟା ପାଉଣା ପ୍ରଦାନ କରିବା ଦାବୀରେ ଗଣଧାରଣା ଦେଇଛନ୍ତି…

ଭବାନୀପାଟଣାରେ ଖବରକାଗଜ ବିତରକମାନଙ୍କୁ ପରିଚୟ ପତ୍ର ପ୍ରଦାନ

Posted by - May 5, 2022 0
ଭବାନୀପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ ଙ୍କ ଅଧ୍ୟକ୍ଷତାରେ ଖବରକାଗଜ ବିତରକମାନଙ୍କୁ…