କର୍ଲାମୁଣ୍ଡା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

32 0

ଭବାନୀପାଟଣା : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କର୍ଲାମୁଣ୍ଡା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ , ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବି ଡି ଓ ସୁଚରିତା ମୁଗ୍ରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୦୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related Post

ଚାରି ଦଫା ନେଇ ତହସିଲ ଅଫିସ ଘେରିଲେ ପାଣ -ଗଣ୍ଡା ବିକାଶ ପରିଷଦ ର ଶହ ଶହ ପୁରୁଷ ମହିଳା

Posted by - June 10, 2022 0
ବୌଦ୍ଧ :(ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ର ୨୨ଗୋଟି ପଂଚାୟତ ର ପlଣ -ଗଣ୍ଡା ବିକାଶ ପରିଷଦ ବୌଦ୍ଧ ର ସଭାପତି ବଟକୃଷ୍ଣ…

ବିଦ୍ୟୁତ୍ ଆଘାତ ରେ ଯୁବକ ମୃତ୍ୟୁ

Posted by - October 30, 2021 0
ଶୋନପୂର୍:(ଅଜିତ କୁମାର ପୂଝାରୀ)ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୁକିଆ ଗ୍ରାମର ଜଣେ ବ୍ୟକ୍ତିଙ୍କ ସୋନପୁର ଝୁପୁଡିପଡ଼ାରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି ।ମୃତକ ଜଣକ ହେଲେ ବାବୁଲୁ…

ବିଶିଷ୍ଟ ଶିକ୍ଷାବିତ୍ ତଥା ସମାଜସେବୀ ଅକ୍ଷୟ ନନ୍ଦଙ୍କ ପରଲୋକ

Posted by - August 8, 2022 0
ଭବାନୀପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ର ବିଶିଷ୍ଟ ଶିକ୍ଷାବିତ୍ ତଥା ଲଢ଼ୁଆ ସମାଜସେବୀ ଅକ୍ଷୟ ନନ୍ଦ ଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ…

ଗାନ୍ଧୀ ଜୟନ୍ତୀ ଅବସରରେ ସାମୁହିକ ସଫେଇ କାର୍ଯ୍ୟକ୍ରମ

Posted by - October 3, 2021 0
ହରଭଙ୍ଗା:(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅଫିସ ପରିସରରେ ଆଜି ଅଜାଡିକି ଅମୃତ ମହୋତ୍ସବ ଉପଲକ୍ଷେ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ସାମୁହିକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି!ଉକ୍ତ…

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀଙ୍କୁ ଅଗ୍ନି ନିରାପତା ତାଲିମ କାର୍ଯ୍ୟକ୍ରମ

Posted by - May 20, 2022 0
ବୌଦ୍ଧ:(ଚିତ୍ତରଂଜନସିଂ)ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନିକାଣ୍ଡ ସମୟରେ ନିଆଁକୁ ଆୟତ କରିବା ଓ ନିଜେ ସୁରକ୍ଷିତ ରହିବା ସହିତ…