ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ପ୍ରେସ ଦିବସ ପାଳିତ 

51 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଯାଜପୁର ଜିଲାପାଳ ଚକ୍ରୱର୍ତି ସିଂ ରାଠୋର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଗଣତନ୍ତ୍ର ରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି । ଯାଜପୁରରେ ପ୍ରଶାସନ ସହିତ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ମଧ୍ୟରେ ଭଲ ସମନ୍ୱୟ ରହିଛି ।

ଆଗାମୀ ଦିନରେ ଭଲ ସଂପର୍କ ରହିବ ବୋଲି ଜିଲାପାଳ ମତଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଳିକ ,ଦୁଃଖବନ୍ଧୁ ନାୟକ ,ଡିଆରଡିଏ ପ୍ରକଳ୍ପ ନିର୍ଦ୍ଧେଶକ ଅଶୋକ ବେହୁରିଆ ପ୍ରମୁଖ ଯୋଗ ଦେଇ ସାମ୍ବାଦିକ ମାନଙ୍କ ଭୂମିକା ସଂପର୍କରେ ଆଲୋଚନା କରିଥିଲେ । ଏଥିରେ ଜିଲାର ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ ।

Related Post

ଫୋନି ପ୍ରଭାବିତଙ୍କୁ ମାଗଣାରେ କିରୋସିନ୍‌ ଯୋଗାଇବ ଅଏଲ ଇଣ୍ଡିଆ

Posted by - May 13, 2019 710
ଭୁବନେଶ୍ବର:ବାତ୍ୟା ବିପନ୍ନଙ୍କୁ ୧୦ଲକ୍ଷ ଲିଟର କିରୋସିନ୍ ଯୋଗାଇ ଦେବାକୁ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ଟ୍ଟନାୟକ। ତେବେ କିରୋସିନ ବଦଳରେ…

ଯାଜପୁର ଜିଲ୍ଲା ରାଛି ପୁର ରେ ଶିକ୍ଷୟତ୍ରୀ ଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୁତ୍ତ।ଘଟଣା ସ୍ଥଳରେ ଶିକ୍ଷୟତ୍ରୀ ମୃତ।ସାଙ୍ଗରେ ଥିବା ଜଣେ ଗୁରୁତର

Posted by - July 9, 2020 0
ଦୁର୍ବୃତ୍ତଙ୍କ ଆକ୍ରମଣରେ ଆଉ ଜଣେ ଶିକ୍ଷୟତ୍ରୀଙ୍କ ମୃତ୍ୟୁ ଘଟିଛି । ଘଟଣାଟି ଗୁରୁବାଦର ଦିନ ଦ୍ୱିପହରରେ ଯାଜପୁରର ରାଛିପୁର ଛକ ନିକଟରେ ଘଟିଛି ।ଯାଜପୁର ରୋଡ୍ ଥାନା…

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ ପ୍ରଣବ ପ୍ରକାଶ ଦାସ.. କାହିଁକି ଜାଣନ୍ତୁ

Posted by - June 7, 2020 0
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକରେ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ମିଳିଛି। ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ…

ବୌଦ୍ଧ ନିର୍ବାଚନ ମଣ୍ଡଳୀ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ

Posted by - August 21, 2021 0
ବୌଦ୍ଧ,:( ଚିତ୍ତରଂଜନସିଂ)ବୌଦ୍ଧ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପରିସରସ୍ଥ ପଞ୍ଚାୟତ ଭବନଠାରେ ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କାର୍ଯ୍ୟକୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…