Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ବିଜେଡି ନେତାଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କଲେ ଯୁବକ: ସୁଶାନ୍ତ ସିଂହ କହିଲେ, ଭୟ ନାହିଁ,ପିଙ୍କୁ କାମ୍ପା ନାମକ ଉକ୍ତ ଯୁବକ ‌ଫେସବୁକରେ ଲେଖିଛନ୍ତି, ଗୁଳିର ଜବାବ ଗୁଳିରେ ଦିଆଯିବ। ‌ଅପେକ୍ଷା କର ସୁଶାନ୍ତ ସିଂହ, କେତେ ସୁବ୍ରତ ସିଂହ ରଖିଛ ବୋଲି ବି ଲେଖିଛନ୍ତି

59 0

Related Post

ବିଶ୍ଵ ବଜାରରେ ଯୋଡ଼ି ହେବ ମିଶନ ଶକ୍ତି:ଇ ମାର୍କେଟିଂ,ଅନ ଲାଇନ ପୋର୍ଟାଲ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Posted by - December 26, 2021 0
ଭୁବନେଶ୍ବର :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ନାରୀ ଶସକ୍ତି କରଣ ଓ ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସରକାର ବ୍ୟାପକ ବ୍ୟବସ୍ଥା କରୁଥିବା ବେଳେ…