Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

କୋକସରାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

25 0

ଭବାନୀପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲା କୋକସରା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଜୟ କୁମାର ନନ୍ଦ, ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ବି ଡି ଓ ଉତ୍ତମ ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related Post

କରୋନା ମୁକାବିଲା ପାଇଁ ହାତ ବଢ଼ାଇଲେ ବିଭିନ୍ନ ବର୍ଗ,କୁନିଝିଅର ବଡ଼ ସହାୟତା

Posted by - April 16, 2020 0
ଭୁବନେଶ୍ୱର: ତା ୧୬/୪ : କରୋନା ବିରୁଦ୍ଧରେ ଲଢ଼େଇ ପାଇଁ ବିଭିନ୍ନ ଉପାୟରେ ଲୋକ ନିଜକୁ ପ୍ରସ୍ତୁତ କରୁଛନ୍ତି । ଏପରିକି ଛୋଟ ଛୋଟ ପିଲାମାନେ ମଧ୍ୟ…

ଦୁର୍ଗମ ଅଞ୍ଚଳରେ ଶୁଖିଲା ଖାଦ୍ୟ ବଣ୍ଟନ

Posted by - June 9, 2021 0
ହରଭଙ୍ଗା(ଚିତ୍ତ ରଞ୍ଜନସିଂ)ହରଭଙ୍ଗା ବ୍ଲକ୍ ଦୁର୍ଗମ ତଳଗାଁ ପଞ୍ଚାୟତର ଅସହାୟ ଲୋକଙ୍କୁ ଅଜି ବୌଦ୍ଧ ଜିଲ୍ଲା ରେଡ୍ କ୍ରସ ପଖ୍ୟରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।ବୌଦ୍ଧ ରେଡ କ୍ରସର…

ପାଇଲିପଡ଼ା ସ୍ୱାସ୍ଥ୍ୟକେନ୍ଦ୍ରରେ ଯୋଗ ଶିକ୍ଷା

Posted by - May 12, 2022 0
ବେଲଗୁଣ୍ଠା:(ସୁଶ।ନ୍ତ କୁମାର ବେହେରା) ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ୪୮ନମ୍ବର ଜୋନ ଜିଲ୍ଲାପରିଷଦ ତଥା ଜନାରୋଗ୍ୟ କଲ୍ୟାଣ ସମିତିର ଅଧ୍ୟକ୍ଷ ସୁଧୀର କୁମାର ଜେନାଙ୍କ…

ବସ୍ତି ବାସିନ୍ଦା ମହିଳାଙ୍କ ଥାନା ଘେରାଉ

Posted by - May 5, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ସୁବର୍ଣ୍ଣପୁର ସହରର ବସ୍ତିବାସିନ୍ଦା ସୁରକ୍ଷା ମଂଚ ପକ୍ଷରୁ ଜଣେ ଗରୀବ ମହିଳାଙ୍କ ନ୍ୟାୟ ପ୍ରଦାନ ଦାବିରେ ମହିଳା ମାନେ ଥାନା ଘେରାଉ କରିଛନ୍ତି ।…

ଅବସରପ୍ରାପ୍ତ ଶିକ୍ଷକଙ୍କ ଶ୍ରଦ୍ଧାଞ୍ଜଳି ସଭା

Posted by - June 24, 2021 0
ବରୀ:(ସ୍ନେହାଂଶୁ ଶେଖର ମହାନ୍ତି)ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ନବଭାରତୀ ବିଦ୍ୟାଭବନର ପ୍ରାକ୍ତନ ଶିକ୍ଷକ ସ୍ବର୍ଗତ କୈଳାଶ ଚନ୍ଦ୍ର ସାହୁଙ୍କ ର ଏକାଦଶ ଉପଲକ୍ଷେ କୋଭିଡ ନିୟମ…