Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

କୋକସରାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

88 0

ଭବାନୀପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲା କୋକସରା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଜୟ କୁମାର ନନ୍ଦ, ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ବି ଡି ଓ ଉତ୍ତମ ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related Post

ବଳରାମ ଯୋଜନାର କାର୍ଯ୍ୟକାରିତା ଉପରେ ସମୀକ୍ଷା ବୈଠକ

Posted by - June 5, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା )ଆଜି ବେଲଗୁଣ୍ଠା ବ୍ଲକ୍ ର ୧୪  ଗୋଟି ସେବା ସମବାୟ ସମିତିର ସମ୍ପାଦକ ମାନଙ୍କୁ ନେଇ ରାଜୀବଗାନ୍ଧୀ ସେବାକେନ୍ଦ୍ର ଠାରେ ରାଜ୍ୟ ସରକାରଙ୍କର…

ବୌଦ୍ଧ ସଂଗ୍ରହାଳୟ ର କାର୍ଯ୍ୟ ତଦାରଖ କଲେ ଜିଲ୍ଲାପାଳ

Posted by - January 7, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ବୌଦ୍ଧ ସଂଗ୍ରହାଳୟ ରେ ପହଂଚି ବିନା ଗାଇଡ଼ ରେ ପର୍ଯ୍ୟଟକ କିପରି ସଂଗୃହିତ ସାମଗ୍ରୀ ବିଷୟରେ ଜାଣିବେ…

ବୌଦ୍ଧ ଜିଲ୍ଲା ରେ ଶାନ୍ତି ଶୃଙ୍ଖଳା ସହିତ ସେବାସମବାୟ ସମିତି ର ପ୍ରଥମ ପର୍ଯ୍ୟାୟ ନିର୍ବାଚନ

Posted by - June 20, 2022 0
ବୌଦ୍ଧ :(ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲାରେ ସମବାୟ ନିର୍ବାଚନ ଶାନ୍ତି ଶୃଙ୍ଖଳାରେ ଜାରିରହିଛି । ଜିଲ୍ଲାର ତିନୋଟି ବ୍ଲକରେ ସମବାୟ ସମିତିର ନିର୍ଦ୍ଦେଶକ ପଦ ପାଇଁ…

କୁମ୍ଭୀର ବଂଶ ବୃଦ୍ଧି ପାଈଁ ସାତକୋଶିଆ ରେ ଛଡ଼ାଗଲା ୪ଟି ଘଡିଆଳ କୁମ୍ଭୀର

Posted by - December 4, 2021 0
ବୌଦ୍ଧ(ଚିତ୍ତ ରଂଜନ ସିଂ)ମହାନଦୀ ର ସାତକୋଶିଆ ଗଣ୍ଡ ରେ ଘଡ଼ିଆଳ ବଂଶବୃଦ୍ଧି ଯୋଜନା କୁ ପୁଣି ଜୋରଦାର କରିଛି ବନବିଭାଗ । ଘଡ଼ିଆଳ କୁମ୍ଭୀର ଙ୍କ ବଂଶବୃଦ୍ଧି…

ମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ର ଶିଳାନ୍ୟାସ

Posted by - January 6, 2022 0
ମୁନିଗୁଡା:(ରାମାକାନ୍ତ ପୋଢାଳ)ଅନୁସୂଚିତ ଜାତି ଜନଜାତି ତଥା ପଛୁଆ ବର୍ଗ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାୟଗଡା ଜିଲ୍ଲା ମୁନିଗୁଡା…