Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ଏବିଭିପି ଦ୍ଵାରା ନର୍ଲାରେ ଋତୁମତି ଅଭିଯାନ ଅନୁଷ୍ଠିତ

99 0

ନର୍ଲା:(ଅମିୟ କୁମାର ଦାସ)କଳାହାଣ୍ଡି ଜିଲ୍ଲା ନର୍ଲାବ୍ଲକ୍ ଅଧିନ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ, ନର୍ଲା ଠାରେ ମଙ୍ଗଳବାର ଦିନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କଳାହାଣ୍ଡି ପକ୍ଷରୁ ଝାନ୍ସୀ ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀ ଅବସରରେଋତୁମତି ଅଭିଯାନ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀ ଅର୍ଚ୍ଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ଝିଅମାନଙ୍କ ଋତୁସ୍ରାବ ସମ୍ବନ୍ଧରେ ଏକ ସଚେତନତା ସଭା ଅନୁଷ୍ଠିତହୋଇଥିଲା,ଏଥିରେ ସାନିଟାରୀ ନାପକିନ୍ ପେଡ୍ ବଣ୍ଟନ କରିବା ସହ ଋତୁସ୍ରାବ ସମୟରେ ବ୍ୟବହାର କରିବା ବାବଦରେ ଅବଗତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ନର୍ଲା ବିଡିଓଶ୍ରୀମତୀ ବାସନ୍ତୀ ସେଠୀ, ମାଣ୍ଡେଲ୍ ଆରୋଗ୍ୟ କେନ୍ଦ୍ର ଅଧିକାରୀ ସୁନନ୍ଦା କୁମ୍ଭାର, ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକର୍ତ୍ତା ନିକିତା ସାହୁ ଓ ମିନୁ ରଣା ପ୍ରମୁଖ ଉପସ୍ଥିତ ରହି ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

Related Post

ରାସ୍ତାକଡ଼ ଦେକାନିଙ୍କୁ ଉଚ୍ଛେଦ ସହ ଭେଣ୍ଡିଁଙ୍ଗ ଜୋନରେ ୧୧ ଜଣ ଙ୍କୁ ଥଇଥାନ

Posted by - November 21, 2021 0
ଟିଟିଲାଗଡ: ଟିଟିଲାଗଡ ସହରରେ ଦିନକୁ ଦିନ ଜନସଂଖ୍ୟା ବୃଦ୍ଧି ତଥା ଅହେତୁକ ଯାନ ବାହାନ ବୃଦ୍ଧି ଏବଂ ମୁଖ୍ୟତଃ ରାସ୍ତା କଡର ଜବର୍ ଦଖଲ ଯୋଗୁଁ ଦିନ…

ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସାଧାରଣ ବୈଠକ

Posted by - June 6, 2022 0
ମୁନିଗୁଡା:(ରାମାକାନ୍ତ ପୋଡାଲ) ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଶିବପଦର ପଞ୍ଚାୟତ ହାଟଦହିଖାଲ ଗ୍ରାମ ଶିବ ମନ୍ଦିର ପରିସରରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଏକ ସାଧାରଣ ବୈଠକ…

ବୌଦ୍ଧ ଜିଲ୍ଲା ୧୩ ଜଣ ବିଦାୟୀ ସାମୟିକ କେନ୍ଦୁପତ୍ର କର୍ମଚାରୀ ଙ୍କୁ ୧୨.୪୫ ଲକ୍ଷ ଭବିଷ୍ୟନିଧି ପ୍ରଦାନ କଲେ ପି ସି ସି ଏଫ

Posted by - April 20, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ଓଡିଶା ପ୍ରଧାନ ମୁଖ୍ୟ ବନ ସଂରକ୍ଷକ,କେନ୍ଦୁପତ୍ର (ପି ସି ସି ଏଫ) ଶୁଶୀଳ କୁମାର ପୋପଲି ଆଜି ବୌଦ୍ଧ ଜିଲ୍ଲା ର ୧୩…

ଭୁବନେଶ୍ୱର ଏକ ନମ୍ବର ହାଟ ବାହାରେ ବାଇକ୍‌ ପାର୍କିଂ ମନା

Posted by - January 20, 2020 0
ଭୁବନେଶ୍ୱର  : ଭୁବନେଶ୍ୱର ଏକ ନମ୍ବର ହାଟ ବାହାରେ ବାଇକ୍‌ ପାର୍କିଂ ମନା। ବାଇକ୍‌ ପାର୍କିଂ କଲେ ଅଡୁଆରେ ପଡିବେ ଗାଡ଼ି ମାଲିକ। କେବଳ ସିଙ୍ଗଲ୍ ଲେନ୍‌ରେ…

ବରୀରେ ସି.ଏସ୍‌.ସି. ଦିବସ ପାଳନ

Posted by - July 16, 2020 3
ବରୀ:(ସ୍ନେହଂଶୁ ଶେଖର ମହାନ୍ତି )ବରୀ ବ୍ଲକର ବାଲିଆପାଳ ଛକ ସ୍ଥିତ ଜନ ସେବା କେନ୍ଦ୍ର ରେ ଆଜି ସି.ଏସ୍‌.ସି. ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଭଅଁରା…