Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଟିଉସନ ଯାଇ ଘରକୁ ପେଂରିଲେନି ନବମ ଶ୍ରେୀଣୀ ଛାତ୍ରୀ

567 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଟିଉସନ ଯାଇ ଘରକୁ ପେଂରିଲେନି ନବମ ଶ୍ରେୀଣୀ ଛାତ୍ରୀ । ନାବାଳିକାଙ୍କୁ ଅପହରଣ କରି ନେଇ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଯାଜପୁର ଜିଲା ମଂଗଳପୁର ଥାନା ଅହିୟାସ ଅଂଚଳରୁ ଆସିଛି ଏପରି ଅଭିଯୋଗ । ଗତ ଶନିବାର ଦିନ ନାବାଳିକା ଜଣକ ଟିଉସନ ଯାଇ ଆଉ ଘରକୁ ପେଂରିନଥିଲେ । ପରେ ନାବାଳିକଙ୍କର ଦୁର୍ଘଟଣା ଘଟିଥିବା ପରିବାର ଲୋକେ ଜାଣିବାକୁ ପାଇଥିଲେ । ଦୁର୍ଘଟଣା ପରେ ପ୍ରଥମେ ଧାମନଗର ଡାକ୍ତରଖାନା ଏବଂ ପରେ ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନା ସହିତ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ ନାବାଳିକାଙ୍କର ଗତକାଲି ତାଙ୍କର ମୃତ୍ୟୁ ହୋଇଛି ।

ଏହି ଘଟଣା ପଛରେ ଧାମନଗର ଅଂଚଳର କେତେକ ଦୁବୃତଙ୍କ ସଂପୃକ୍ତି ଥିବା ଅଭିଯୋଗ ହୋଇଛି । ଦୁବୃତ ମାନେ ନାବାଳିକାଙ୍କୁ ଅପହରଣ କରି ନେଇ ପେଂରାର ହେଉଥିବା ସମୟରେ ବାଟରେ ସେମାନଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିଲା । ପରେ ନାବାଳିକାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ତେବେ ଏହି ଘଟଣାରେ ପୋଲିସର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Related Post

କରୋନା ସଚେତନତାର ଏକବିଂଶଶତୋତ୍ତର ଦିବସୀୟ କାର୍ଯ୍ୟକ୍ରମ

Posted by - July 20, 2020 1,974
କେନ୍ଦ୍ରାପଡା:ସମଗ୍ର ବିଶ୍ଵକୁ ମହାମାରୀ କରୋନାମୁକ୍ତ କରିବା ପାଇଁ ସଚେତନତାର ଆବଶ୍ୟକତାକୁ ଉପଲବ୍ଧିକରି ନିରସ୍ତ୍ର ସୈନିକ ଭାବେ ଲଢ଼ୁଛି ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ବାବଲପୁରସ୍ଥିତ ଦେଶର…

ହରଭଙ୍ଗା ମଣ୍ଡଳ (09ନଂ ଜୋନ )ର ବିଜେପି କାର୍ଯ୍ୟକାରିଣୀ ବୈଠକ

Posted by - September 8, 2021 0
ବୌଦ୍ଧ:୭/୯ ( ଚିତ ରଂଜନ ସିଂ) ବୌଦ୍ଧ ଜିଲ୍ଲା ହରଭଙ୍ଗା ମଣ୍ଡଳ ସଭାପତି ତପନ ଡାଙ୍ଗ ଙ୍କ ଅଧକ୍ଷତlରେ ବିଜେପି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି!ଜିଲ୍ଲା ସାଧାରଣ…

ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କୁ ସ୍ୱାଗତ କଲେ ପୁରାତନ ଛାତ୍ର ସଂଗଠନ

Posted by - August 5, 2021 0
ବେଲଗୁଣ୍ଠା: (ସୁଶାନ୍ତ କୁମାର ବେହେରା)ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନୂତନ ଅଧ୍ୟକ୍ଷା ଭାବେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧ୍ୟାପକ ବି…

ସାମ୍ପୋଜ ହାଇସ୍କୁଲରେ ହିନ୍ଦୀ ପଖୱାଡା ଅବସରରେ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ

Posted by - September 29, 2021 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ତରଫରୁ ହିନ୍ଦୀ ପଖୱାଡା ଉପଲକ୍ଷେ ହରଭଙ୍ଗା ବ୍ଲକ ସମ୍ପୋଚ ସରକାରୀ ଉନ୍ନୀତ ଉଚ୍ଚବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ…

Leave a comment

Your email address will not be published.