Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ୧ମୃତ ୨ ଗୁରୁତର

206 0

ମୁନିଗୁଡା :(ରମାକାନ୍ତ ପୋଢଳ)ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା କନ୍ଧ ମଞ୍ଜୁରୁକୁପା ନିକଟ ରାଜ ରାସ୍ତାରେ ଘଟିଛି ମର୍ମଦୁନ୍ତ ସଡ଼କ ଦୁର୍ଘଟଣା। କୋଇଲା ବୋଝେଇ ଟ୍ରକ ଓ ଏକ ଆଇଚର ମଧ୍ୟରେ ମୁହାମୁହିଁ ଧକା ବେଳେ ମଝିରେ ଫସିଗଲ ବାଇକ।

ଘଟଣା ସ୍ଥଳରେ ବାଇକ ଆରୋହି ଙ୍କ ମୃତ୍ୟୁ ହୋଇ ଥିବା ବେଳେ ଦୁଇ ଜଣ ଗୁରୁତର ଅଛନ୍ତି। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ମୁନିଗୁଡ଼ା ମେଡ଼ିକାଲ କୁ ପଠାଇ ଛନ୍ତି। ଦୁଇ ଜଣଙ୍କର ପ୍ରାଥମିକ ଚିିକିତ୍ସା ଚାଲିଥିବା ବେଳେ ଅନ୍ୟ ଜଣଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିବା ଜଣା ପଡ଼ିଛି ମୃତକ ଜଣଙ୍କ ଭବାନୀ ପାଟଣା ସମ୍ଭୁନଗର ପଡ଼ାର ଅଜୟ ସାସ୍ମଲ୍ ବୋଲି ଜଣା ପଡିଛି

Related Post

ବରିଷ୍ଠ ନାଗରିକ ମାନଙ୍କ ତୀର୍ଥ ଯାତ୍ରା

Posted by - December 13, 2019 425
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ଏହି କାର୍ଯ୍ୟକ୍ରମରେ ଗୈାତମ ବୁଦ୍ଧ ସଂସ୍କୃତି ଭବନରୁ ଯାଜପୁର ଜିଲ୍ଳ୍ାର ତୀର୍ଥଯାତ୍ରୀ ମାନଙ୍କୁ ପ୍ରେରଣ କରାଯାଇଛି…

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ କୋଭିଡ ୧୯ ଫଣ୍ଡକୁ ଅର୍ଥ ଦାନ

Posted by - April 25, 2020 0
ବଡ଼ବିଲ:(ସୀତାରାମ ଦୀକ୍ଷିତ) ଆଦିବାସୀ ବିକାଶ ସମିତି ଜେନେରାଲ ବଡି କମିଟି ତରଫରୁ ୫୦,୦୦୦ ହଜାର ଟଙ୍କା ଚେକ ପ୍ରଦାନ ।ବୈଷୟିକ ମହାମାରୀ କରୋନାର ଭୟାବହତା ସାରା ବିଶ୍ବକୁ…

“ଗଡ଼ଜାତ ମହୋତ୍ସବ ର ଦ୍ଵିତୀୟ ଦିନରେ ଗୋପାଳନ ଓ କୃଷି କର୍ମଶାଳା”

Posted by - December 16, 2021 0
ବୌଦ୍ଧ:(ଚିତ୍ତରଂଜନସିଂ) ହରଭଙ୍ଗା ବ୍ଲକ ର ବୀରନରସିଂହପୁର ଠାରେ ପଞ୍ଚମ ଗଡ଼ଜାତ ଲୋକ ମହୋତ୍ସବ ର ଦ୍ଵିତୀୟ ଦିନରେ ବିଭିନ୍ନ ପଞ୍ଚାୟତ ର ଅନେକ ଗ୍ରାମରୁ ବହୁସଂଖ୍ୟକ ଗୋପାଳକ…

ଵିଜୁ ଏକ୍ସପ୍ରେସୱେ ର ନିମ୍ନ ମାନର କାମ କୁ ନେଇ ଏବେ ସୋସିଆଲ ମିଡ଼ିଆ ରେ ଘୁରି ବୁଲୁଛି

Posted by - February 22, 2023 0
ଧର୍ମଗଡ଼ : (ହେମନ୍ତ କୁମାର ମାଝୀ) କେନ୍ଦ୍ର ସରକାର ହୋଇ କି ରାଜ୍ୟ ସରକାର ଦିନ କୁ ଦିନ ଦୁର୍ଘଟଣା ଘଟୁ ଥିବା ରୁ କେମିତି ଦୁର୍ଘଟଣା…

ଭାରତ ରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମତିଥି ପାଳିତ

Posted by - August 21, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ)ଭାରତର ପୂର୍ବତନ ପ୍ରଧାନ ମନ୍ତ୍ରୀ ଯୁବ ମାନସ ର ପ୍ରତୀକ, ଭାରତ ରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମତିଥି କୁ ସାରା…