Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସାମ୍ବାଦିକ ସମ୍ମିଳନି,ଜିଲ୍ଲା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା

15 0

ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଓକିଲ ସଂଘ ସଭା ଗୃହରେ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସଭାପତି ଶ୍ରୀ ସଞ୍ଜୟ କୁମାର ବେହେରାଙ୍କ ସଭାପତିତ୍ବରେ ଏକ ସାମ୍ବାଦିକ ସମ୍ମିଳନୀ ଅନଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ଟିଟିଲାଗଡବାସୀଙ୍କ ସହ ଛଳନା କରିବା ସହ ଜିଲ୍ଲା ଘୋଷଣା ନ କରିବା ଅତି ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିବା ସହ ଗୁରୁବାର ୨୪ ତାରିଖ ଦିନ ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ଯାଏଁ ବାର ଘଣ୍ଟିଆ ବନ୍ଦ ଡାକରା ଦେବାକୁ ଘୋଷଣା କରିବାକୁ ନିଷ୍ପତି ନିଆଯାଇଛି,

ଏହି ଡାକରାରେ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ସମସ୍ତ ସରକାରି କାର୍ଯ୍ୟାଳୟ, ଗାଡ଼ି ଚଳାଚଳ, ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରାଯିବ ବୋଲି ସଭାପତି ଶ୍ରୀ ସଞ୍ଜୟ କୁମାର ବେହେରା କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ସଭାପତିଙ୍କ ସହ ହରି ନାରାୟଣ ବହିଦାର, ଘିନୁ ଆଡଯୁଆଡ, ବିରେନ୍ଦ୍ର ବାଗ, ଈଶ୍ୱର ଚାନ୍ଦ ଜୈନ, ପ୍ରକାଶ ସରାଫ ପ୍ରମୁଖ ଉପସ୍ଥିତ ଥିଲେ।

Related Post

ପୁରୀ ମଙ୍ଗୁମଠ ଭଙ୍ଗା ନେଇ ଭୁଲ ବୁଝାମଣା ଥିଲା, ତାହା ଏବେ ଦୂର ହୋଇଛି:ପଞ୍ଜାବ ବିଧାୟକ ସିମରଜିତ୍‌ ସିଂହ

Posted by - December 23, 2019 495
ଭୁବନେଶ୍ୱର: ପୁରୀରେ ମଙ୍ଗୁ ମଠ ଭଙ୍ଗାଯିବା ପ୍ରସଙ୍ଗରେ ଆଜି ଶିଖ୍‌ମାନଙ୍କର ଏକ ପ୍ରତିନିଧି ଦଳ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ପୂର୍ତ୍ତ ସଚିବ ତଥା ଶ୍ରୀମନ୍ଦିର…

ଟିଟିଲାଗଡ ସରକାରି ଡ଼ାକ୍ତରଖାନାରେ ଡ଼ାକ୍ତର ଏବଂ ଷ୍ଟାଫ କାର୍ଯ୍ୟ କରୁଛନ୍ତି ଚାପରେ ,ଅନ୍ୟପଟେ ଖାଲି ଥିବା ପଦବି ପୂରଣ ଦାବିରେ ୧୯ ତାରିଖରୁ ଧାରଣାରେ ବସିବେ ଆପ କାର୍ଯ୍ୟକର୍ତ୍ତା

Posted by - September 18, 2022 0
ଟିଟିଲାଗଡ : (ସଞ୍ଜୟ କୁମାର ନାୟକ)  ଟିଟିଲାଗଡ ସରକାରୀ ଡାକ୍ତରଖାନା ହେଉଛି ସହର, ଆଖପାଖ ଅଞ୍ଚଳ, ପଡୋଶୀ ଜିଲ୍ଳାର ରୋଗୀଙ୍କ ପାଇଁ ପ୍ରଥମ ଚିକିତ୍ସା କେନ୍ଦ୍ର, ଏଠାରେ…

ରଥଯାତ୍ରା ପାଇଁ କଣ କଣ ସର୍ତ ରଖିଲେ ସୁପ୍ରିମକୋର୍ଟ ଜାଣନ୍ତୁ

Posted by - June 22, 2020 516
ପୁରୀ:ସୁପ୍ରିମ୍‌ କୋର୍ଟ ଜଗନ୍ନାଥ ଧାମ ପୁରୀରେ କଡ଼ା କଟକଣା ଭିତରେ ଭକ୍ତଶୂନ୍ୟ ରଥଯାତ୍ରାର ଆୟୋଜନ କରିବା ପାଇଁ ଓଡ଼ିଶା ରାଜ୍ୟ ସରକାରଙ୍କୁ ଅନୁମତି ଦେଇଛନ୍ତି। ଏଥିସହ ନିଜର…

ଗାଁ ମନ୍ଦିର ଜାଗାକୁ ଜବରଦଖଲ କରି ଘର ତିଆରି କରିବା ଘଟଣାକୁ ନେଇ ବିବାଦ

Posted by - May 25, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଗାଁ ମନ୍ଦୀର ଜାଗାକୁ ଜବରଦଖଲ କରି ଘର ତିଆରି କରିବା ଘଟଣାକୁ ନେଇ ଦେଖାଦେଇଛି ବିବାଦ । ଯାଜପୁର ବିଝାରପୁର ବ୍ଲକ…

ମମିତା ମେହେର ହତ୍ୟାକାଣ୍ଡ ଡିଆଇଜି ପ୍ରେସମିଟ

Posted by - November 13, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ରାଜ୍ୟର ବହୁଚର୍ଚ୍ଚିତ ମମିତା ମେହେର ହତ୍ଯାକାଣ୍ଡରେ କୋର୍ଟକୁ ଏଫଆଇଆର କପି ପ୍ରଦାନ କରିବାରେ ବିଳମ୍ବ କରିନି ପୋଲିସ | ଏନେଇ ଆଜି ପୋଲିସ ଉପରେ ହେଉଥିବା…