Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସାମ୍ବାଦିକ ସମ୍ମିଳନି,ଜିଲ୍ଲା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା

86 0

ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଓକିଲ ସଂଘ ସଭା ଗୃହରେ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସଭାପତି ଶ୍ରୀ ସଞ୍ଜୟ କୁମାର ବେହେରାଙ୍କ ସଭାପତିତ୍ବରେ ଏକ ସାମ୍ବାଦିକ ସମ୍ମିଳନୀ ଅନଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ଟିଟିଲାଗଡବାସୀଙ୍କ ସହ ଛଳନା କରିବା ସହ ଜିଲ୍ଲା ଘୋଷଣା ନ କରିବା ଅତି ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିବା ସହ ଗୁରୁବାର ୨୪ ତାରିଖ ଦିନ ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ଯାଏଁ ବାର ଘଣ୍ଟିଆ ବନ୍ଦ ଡାକରା ଦେବାକୁ ଘୋଷଣା କରିବାକୁ ନିଷ୍ପତି ନିଆଯାଇଛି,

ଏହି ଡାକରାରେ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ସମସ୍ତ ସରକାରି କାର୍ଯ୍ୟାଳୟ, ଗାଡ଼ି ଚଳାଚଳ, ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରାଯିବ ବୋଲି ସଭାପତି ଶ୍ରୀ ସଞ୍ଜୟ କୁମାର ବେହେରା କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ସଭାପତିଙ୍କ ସହ ହରି ନାରାୟଣ ବହିଦାର, ଘିନୁ ଆଡଯୁଆଡ, ବିରେନ୍ଦ୍ର ବାଗ, ଈଶ୍ୱର ଚାନ୍ଦ ଜୈନ, ପ୍ରକାଶ ସରାଫ ପ୍ରମୁଖ ଉପସ୍ଥିତ ଥିଲେ।

Related Post

ନିର୍ମାଣାଧିନ ନୂତନ ବସଷ୍ଟାଣ୍ଡ ର ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ, ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବେ କି?

Posted by - June 20, 2022 0
ଭବାନିପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଲାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନିପାଟଣା ସହରର ନୁତନ ଭାବେ ନିର୍ମାଣ କରାଯାଉଥିବା ବସଷ୍ଟାଣ୍ଡ ର ନିର୍ମାଣ କାର୍ଯ୍ୟ କୁ…

କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କ ହତ୍ୟା ମାମଲା,ସତ ଓଗାଳିଲା ଅଭିଯୁକ୍ତ ରଞ୍ଜନ

Posted by - March 31, 2022 0
ଭୁବନେଶ୍ବର:କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କ ହତ୍ୟା ମାମଲାର ଅନ୍ୟତମ ଅଭିଯୁକ୍ତ ରାଜ୍ ଓରଫ ରଂଜନ ନାୟକ ସତ ଓଗାଳିଥିବା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ପ୍ରେସ ରିଲିଜ୍ ଜରିଆରେ ସୂଚନା…

ଯାଜପୁର : ବିସ୍ଫୋରଣ ର ଉତ୍ତପ୍ତ ଲୁହା ପଡ଼ି ୫ଜଣ ଶ୍ରମିକ ଗୁରୁତର

Posted by - December 26, 2018 2
ଯାଜପୁର ଉତ୍ତପ୍ତ ଲୁହା ପଡ଼ି ୫ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଯାଜପୁର ଜିଲ୍ଲା କଳିଙ୍ଗ ନଗର ମୈଥାନ ଇସ୍ପାତ କାରଖାନାରେ।କଳିଙ୍ଗନଗରସ୍ଥିତ…

ନବୀନଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଲେ ଯୋଗେଶ

Posted by - February 7, 2019 1,281
ପୂର୍ବତନ କଂଗ୍ରେସ ବିଧାୟକ ଯାେଗଶସିଂ ଆଜି ବିେଜଡିରେ ଯୋଗଦେଇଛନ୍ତି। ଭୁବନେଶ୍ବରରେ ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାେର ଅନୁଷ୍ଠିତ ମିଶ୍ରଣ ପର୍ବରେ…

ଜୁନ ୧୭ ଯାଏଁ ବଢ଼ିଲା ଲକଡାଉନ, ସପ୍ତାହାନ୍ତ ସଟଡାଉନ ବି ଜାରି ରହିବ

Posted by - May 30, 2021 0
ଭୁବନେଶ୍ୱର: ପୁଣି ଲକଡାଉନ ବଢ଼ାଇଲେ ରାଜ୍ୟ ସରକାର କରୋନା ସ୍ଥିତି ଦେଖି ରାଜ୍ୟ ସରକାରଙ୍କ ପକ୍ଷରୁ ପୁଣି ତାଲାବନ୍ଦ ଅବଧିକୁ ବୃଦ୍ଧି କରାଯାଇଛି। ଜୁନ ୧ରେ ତାଲାବନ୍ଦ ଅବଧି…