Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଗିରଫ ହୋଇଥିବା ଖଗେଶ୍ବରକୁ ଇଡି ଆଉ ୫ ଦିନ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରିପାରେ ବୋଲି ସୂଚନା

87 0

Related Post

ଡାକୋଟା ଲୋକାର୍ପିତ: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଲେ ମୁଖ୍ୟମନ୍ତ୍ରୀ

Posted by - March 5, 2023 0
ବିଜୁ ବାବୁଙ୍କ ସାହାସ ଓ ଉଦ୍ଦାମତାକୁ ଦେଖିବ ଓଡ଼ିଶା, ଡାକୋଟାକୁ ଲୋକାର୍ପଣ ଭୁବନେଶ୍ବର:ଆଜି ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ…