Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ଦ୍ୱିତୀୟ ରାଜ୍ୟ ସ୍ତରୀୟ ମାଁ ଭୈରବୀ ମହୋତ୍ସବ ର ଚତୁର୍ଥ ସନ୍ଧ୍ୟା

93 0

ବୌଦ୍ଧ :(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା ପୁରୁଣାକଟକ ମିନି ଷ୍ଟାଡିୟମ ଠାରେ ଚାଲିଥିବା ଦ୍ୱିତୀୟ ମାଁ ଭୈରବୀ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ର ଶୁକ୍ରବାର ଚତୁର୍ଥ ସନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି l ମହୋତ୍ସବ ର ଚତୁର୍ଥସନ୍ଧ୍ୟାରେ ମହୋତ୍ସବ କମିଟିର ଉପ ସଭାପତି ଅକ୍ରୁର ସେଠି ଙ୍କ ଅଧକ୍ଷlତରେ ମଂଚାସୀନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା !

ମହୋତ୍ସବ ଚତୁର୍ଥ ସନ୍ଧ୍ୟା ରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲା ପାଳ -ବବିତାରାଣୀ ଦଳବେହେରା, ସମ୍ମାନିତ ଅତିଥିଭାବେ ବିଡ଼ିଓ ହରଭଙ୍ଗା -ରବୀନ୍ଦ୍ର ନାଥ କହଁର, ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ -ସରୋଜ କୁମାର ପ୍ରଧାନ,ଓବିଶି ମୋର୍ଚା.ଯୁବ ସଂଗଠକ -ସୁବାସ ପ୍ରଧାନ, ଉପସ୍ଥିତ ରହିଥିବା ବେଳେ ମଞ୍ଚ ପରିଚାଳନା ରେ ପୂର୍ବତନ ଅଧକ୍ଷ ମନୋଜ କୁମାର ପାଠୀ, ଓ ଡିଗ୍ରୀ ମହାବିଦ୍ୟାଳୟ ଅଧକ୍ଷ ରମେଶ ଚନ୍ଦ୍ର ତାରେନିଆ ,l

ମନୋରଞ୍ଜନ କାର୍ଯ୍ୟକ୍ରମ ପାଇଁ ଲୋକ ନୃତ୍ୟ ଅନୁଷ୍ଠାନ ସମ୍ବଲପୁର,ଘୁଡୁକା ଘୁମୁରା ବଲାଙ୍ଗୀର,ଘୋଡା ନାଚ ମା ଚଇତାଳି କଲାପରିଷଦ ଖୋର୍ଦ୍ଧା,ଭୈରବୀ କନିଷ୍ଠ ମହା ବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସମ୍ବଲପୁରୀ ନୃତ୍ୟ,ସୁନାମ ଧନ୍ୟ କଣ୍ଠଶିଳ୍ପୀ ଙ୍କ ଦ୍ୱାରା ସୁନ୍ଦର ସଂଗୀତ ଓ ସ୍ଥାନୀୟ ଅଂଚଳ ର ତିଲେଶ୍ୱର ଶିଶୁ ମନ୍ଦିର,କସ୍ତୁରବା ଗାନ୍ଧୀ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ନୃତ୍ୟ ,ସାଂସ୍କୃତିକ ନାଚ ଗୀତ,ଅପେରା ଯାତ୍ରା, ପ୍ରଦର୍ଶିତ ହୋଇଥିଲା ! ସେହିପରି ଭୈରବୀ କନିଷ୍ଟ ମହାବିଦ୍ୟାଳୟ, ଓ ଡିଗ୍ରୀ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ମହୋତ୍ସବ ପଡିଆର ସୌନ୍ଦର୍ଯ୍ୟ କରଣ ପାଇଁ ସଫେଇ କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ l

Related Post

ବୌଦ୍ଧ ବ୍ଲକରେ କଳାକାର ମାନଙ୍କର ଚୟନ ପ୍ରକ୍ରିୟା

Posted by - December 18, 2021 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ରେ ଆବେଦନକାରି ଙ୍କ ସାମର୍ଥ୍ୟ ପରୀକ୍ଷା ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ପରିସର ରେ ଅଦ୍ୟ ତା.17.12.2021 ରିଖ ଦିନ…

ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

Posted by - October 22, 2022 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ)ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ ଶିଶୁ ମହୋତ୍ସବ ସୁରଭି 2022 କାର୍ଯ୍ୟକ୍ରମ ଶୁକ୍ରବାର ଦିନ ବିଜେପୁର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ…

ଅନ୍ୱେଷଣ ଥିଏଟର ଗ୍ରୁପ ପକ୍ଷରୁ ଛୋଟ ସିନେମା ‘ଫନି ‘ ର ରିଲିଜ

Posted by - April 11, 2022 0
ଯାଜପୁର :ଯାଜପୁର ର ଅଗ୍ରଣୀ ସାଂସ୍କୃତିକ ଓ ସ୍ୱଛାସେବୀ ଅନୁଷ୍ଠାନ ଅନ୍ୱେଷଣ ଥିଏଟର ଗ୍ରୁପ ପକ୍ଷରୁ ଛୋଟ ସିନେମା ‘ଫନି ‘ର ଉଦ୍ଘାଟନୀ ଉଛବ ସ୍ଥାନୀୟ ଜିଲ୍ଲା…

ଦ୍ୱିତୀୟ ମାଁ ଭୈରବୀ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ର ଦ୍ୱିତୀୟ ସନ୍ଧ୍ୟା

Posted by - November 23, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା ପୁରୁଣାକଟକ ମିନି ଷ୍ଟାଡିୟମ ଠାରେ ଚାଲିଥିବା ଦ୍ୱିତୀୟ ମାଁ ଭୈରବୀ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ର ଦ୍ୱିତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି…

ସପ୍ତମ ରାଜ୍ୟସ୍ତରୀୟ ପାଲା ମହୋତ୍ସବ ଉଦଯାପିତ

Posted by - October 18, 2022 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବିଂଝାରପୁର ବ୍ଲକ ଅରେଇ ଠାରେ ପୁଣ୍ୟ ଉତ୍କଳ ପକ୍ଷରୁ ଚାଲିଥିବା ସପ୍ତମ ରାଜ୍ୟସ୍ତରୀୟ ପାଲା ମହୋତ୍ସବ ଉଦଯାପିତ ହୋଇଯାଇଛି । ଏହି…