Breaking News
2:23 pmରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି 2:22 pmଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ, ୩ ଦିନ ଯାଏଁ ଛେଚିବ, 2:21 pmସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍ 2:20 pm୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ 2:19 pmହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳସ୍ତର ଛୁଇଁଲା ୬୩୦ ଫୁଟ। ଅପରାହ୍ନ ୩ଟା ସୁଦ୍ଧା ୭ଟି ଗେଟ୍ ଦେଇ ହୀରାକୁଦରୁ ଜଳ ନିଷ୍କାସନ ଜାରି

ଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

213 0

Related Post