Breaking News
11:54 pmପୋଲିସ ଅତ୍ୟାଚାରରେ ଆତ୍ମହତ୍ୟା ଘଟଣା ପଡିଲା ମହଙ୍ଗା। ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ। ବଦଳିଲେ ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଧିକାରିଣୀ ରୀନାରାଣୀ ସାହୁ। ସୂଚନା ଦେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ ଭିନିତ ଅଗ୍ରୱାଲ 12:19 pmଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ କିରାଣୀ ଦେବାଶିଷ ପଣ୍ଡା 7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ

କ୍ୟାଣ୍ଡେଲ ଶୋଭାଯାତ୍ରା 

173 0

ଯାଜପୁର:ଯାଜପୁର ବ୍ଲକ ବିଚିତ୍ରପୁର ପଂଚାୟତ ଅନ୍ତର୍ଗତ ଉପେନ୍ଦ୍ର କୁମାର ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଚନ୍ଦ୍ର ଶେଖର ବାରିକ (୬୨)ଙ୍କ ପରଲୋକରେ ସ୍କୁଲର ପୁରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ବାଣପୁର ଅଂଚଳରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଛି 

ଏହି  ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ସ୍କୁଲ ପରିସର ରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା  ଏହି କାର୍ଯ୍ୟକ୍ରମରେ ସ୍କୁଲର ଶିକ୍ଷକ ଚିତରଂଜନନାୟକକେଦାର କୁମାର ନାଥକଳ୍ପନା ବେହେରାଜୋତ୍ସାରାଣୀ ସାମଲପ୍ରମୁଖ ସାମିଲ ହୋଇ ସ୍ୱର୍ଗତ ଶିକ୍ଷକଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ

Related Post

ଜଙ୍ଗଲି କୁଟୁରା ମାଂସ ଭାଗ ବଣ୍ଟା ବେଳେ ବନବିଭାଗ ର ଚଢ଼ାଉ,୪ ଜଣ ଅଟକ ପୋଲିଥିନ ରେ ଭରା ମାଂସ ଜବତ

Posted by - March 16, 2022 0
ପାଟଣାଗଡ଼: (ତାପସ ରଞ୍ଜନ ବେହେରା) ପାଟଣାଗଡ ଉପଖଣ୍ଡ ଲାଠୋର ବନବିଭାଗ ପକ୍ଷରୁ ଝଲିଆଲିଟି ଗ୍ରାମରେ ଜଙ୍ଗଲି କୁଟୁରା ମାରି ମାଂସ ଭାଗବଣ୍ଟା କରୁଥିବା ସମୟରେ ଚଢ଼ାଉ କରି…

ଯାଜପୁର ରେ ଜାତୀୟ ପ୍ରେସ ଦିବସ

Posted by - November 16, 2020 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଆଜି ଜାତୀୟ ପ୍ରେସ ଦିବସ। ଏହି ଅବସରରେ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଭିଡ଼ିଓ କନ୍ଫରେନସ ମାଧ୍ୟମରେ ସାମ୍ବାଦିକ ମାନଙ୍କ ସହିତ…

ଭବାନୀପାଟଣା ରେ ଭାରତରତ୍ନ ଡ଼. ବି. ଆର୍. ଆମ୍ବେଦକର ଙ୍କ ୬୬ତମ ପରି ନିର୍ବାଣ ଦିବସ ପାଳିତ

Posted by - December 7, 2021 0
କଳାହାଣ୍ଡି: :(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)ଆଜାଦି କା ଅମୃତ ମହୋତ୍ସବ ଅବସରରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ଅଧିକାରୀତା ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଭବାନୀ…

AIDYO ପକ୍ଷରୁ ଯାଜପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

Posted by - December 31, 2021 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ସାରା ଦେଶରେ ମୋବାଇଲ ଗ୍ରାହକ ଙ୍କ ସମସ୍ୟା ପ୍ରତିବାଦରେ AIDYO ପକ୍ଷରୁ ଯାଜପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଟେଲିକମ…

ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

Posted by - April 16, 2022 0
ସୋନପୁର : (ଅଜିତ କୁମାର ପୂଝlରୀ)ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ଙ୍କ…