Breaking News
6:08 pmକଟକ ସବ୍‌ରେଜିଷ୍ଟ୍ରେର କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟଣା: ଅବକାରୀ ବିଭାଗକୁ ରିପୋର୍ଟ ମାଗିଲେ ଜିଲ୍ଲାପାଳ 6:07 pmଗୃହ ବିଭାଗରୁ ଇସ୍ତଫା ଦିଅନ୍ତୁ ମୁଖ୍ୟମନ୍ତ୍ରୀ,ନବଙ୍କୁ ହତ୍ୟା ପଛରେ ଟପ ଲେଭେଲରେ ଥିବା ଲୋକଙ୍କ ସମ୍ପୃକ୍ତି ଥିବା ସନ୍ଦେହ : କଂଗ୍ରେସ, 6:06 pmନବ ଦାସଙ୍କୁ ହତ୍ୟା ଘଟଣା: ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଦେବୀ ମିଶ୍ର 3:38 pmଯାଜପୁର:ନାବାଳିକାଙ୍କୁ ଗଣଦୁଷ୍କର୍ମ: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର,କୋରେଇ ଥାନା କଡମା ଗ୍ରାମ ନିକଟରେ ହେଉଥିବା ଏକ ମେଳା ଦେଖିବାକୁ ଯାଇଥିଲେ ସେହି ଗ୍ରାମର ଜନୈକ ୧୬ ବର୍ଷୀୟା ନାବାଳିକା । ତେବେ ଫେରିଵା ବାଟରେ କଡମା ଗ୍ରାମର ଜଣେ ଯୁବକ ଓ ରାଉତପଡା ଗ୍ରାମର ଜଣେ ଯୁବକ ତାଙ୍କୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଖବର 3:36 pmନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ନେଇ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ (ଆଇଆଇସି) ଏତଲା ଦେଇଥିବା ଜଣାଯାଇଛି। କେସ୍ ନଂ-୩୪ରେ ଆଇପିସିର ଧାରା ୩୦୭ ଓ ଆର୍ମସ୍ ଆକ୍ଟ (୨୭) ୧ ରେ ମାମଲା ରୁଜୁ ହୋଇଥିବା ସୂଚନା

ପଞ୍ଚମ Woko Odisha ଚମ୍ପିୟାନସିପରେ ସଫଳତା 

60 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ପଞ୍ଚମ Woko Odisha ଚମ୍ପିୟାନସିପରେ ସଫଳତା ପାଇଥିବା ଯାଜପୁର ଖେଳାଳିଙ୍କୁ ଯାଜପୁର କିକ ବକ୍ସିଂ ଆସୋସିଏସନ ପକ୍ଷରୁ ସମ୍ବର୍ଦ୍ଧନା। ଆଜି ଆୟୋଜିତ ହୋଇଥିବା ସ୍ୱତନ୍ତ୍ର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯାଜପୁର ସ୍ପୋର୍ଟ କିକ ବକ୍ସିଂ ଆସୋସିଏସନ ର ସମ୍ପାଦକ ରଞ୍ଜନ ସୁତାର ଯୋଗ ଦେଇ ଖେଳାଳି ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହି ଚମ୍ପିୟାନସିପ ରେ ପ୍ରଥମ ଥର ପାଇଁ ଯାଜପୁର ର ୧୧ଜଣ ଖେଳାଳି ଭାଗ ନେଇଥିବା ବେଳେ ମୋଟ ୨୦ଟି ମେଡାଲ ଅର୍ଜନ କରିଛନ୍ତି।

Related Post

ମା ବସ୍ତ୍ରେନ ଫୁଟବଳ ଟୁର୍ଣ୍ଣା ମ୍ୟାଣ୍ଟ ଉଦଯାପିତ,ଜୁରାବନ୍ଧ ବିଜୟୀ

Posted by - December 26, 2021 0
ବଙ୍ଗୋମୁଣ୍ଡା:(ଅଭିମନ୍ୟୁ ବହିଦାର) ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ଗ୍ରାମ ପଞ୍ଚାୟତରେ ବଲାଙ୍ଗୀର ଜିଲ୍ଲା ନେହେରୁ ଯୁବକେନ୍ଦ୍ର ଓ ଜୁରାବନ୍ଧ କପିଲେଶ୍ବର ଯୁବକ ସଂଘ ଏବଂ ଇଲେଭେନ ଷ୍ଟାର ମିଳିତ…

ମା ବସ୍ତ୍ରେନ ଫୁଟବଳ ଟୁର୍ଣ୍ଣା ମେଣ୍ଟ,ଚତୁର୍ଥ ଦିବସଖେଳରେ ଜୁରାବନ୍ଧ ବିଜୟୀ

Posted by - December 24, 2021 0
ବଙ୍ଗୋମୁଣ୍ଡା :(ଅଭିମନ୍ୟୁ ବହିଦାର) ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ଗ୍ରାମ ପଞ୍ଚାୟତରେ ବଲାଙ୍ଗୀର ଜିଲ୍ଲା ନେହେରୁ ଯୁବକେନ୍ଦ୍ର ଓ ଜୁରାବନ୍ଧ କପିଲେଶ୍ବର ଯୁବକ ସଂଘ ଏବଂ ଇଲେଭେନ ଷ୍ଟାର…

କାନାଡ଼ାକୁ ୫-୧ ଗୋଲରେ ହରାଇ କ୍ୱାର୍ଟର ଫାଇନାଲରେ ଭାରତ

Posted by - December 8, 2018 0
ଭୁବନେଶ୍ୱର : ବିଶ୍ୱକପ୍‌ ପୁରୁଷ ହକିର କ୍ୱାର୍ଟର ଫାଇନାଲରେ ଭାରତ କାନାଡ଼ାକୁ ୫-୧ ଗୋଲରେ ହରାଇ ପୁଲ୍‌- ସି’ର ଟପ୍‌ରେ ରହି ସିଧା କ୍ୱାର୍ଟର ଫାଇନାଲରେ ଜାଗା…

ଦୂତୀ ଙ୍କୁ ମିଳିଲା ଅଲିମ୍ପିକ ଟିକେଟ

Posted by - June 30, 2021 0
ଭୁବନେଶ୍ୱର:ଓଡ଼ିଶା ପାଇଁ ଖୁସି ଖବର। ଦୌଡ଼ ରାଣୀ ଦୂତୀ ଚାନ୍ଦଙ୍କୁ ମିଳିଛି ଅଲମ୍ପିକ ଟିକେଟ୍‌। ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଦୂତୀ। ୱାର୍ଲଡ ରାଙ୍କିଙ୍ଗ…

ଅଲ୍ ଓଡ଼ିଶା ଅଶୋକ ଦାସ ମେମୋରିଆଲ୍ କବାଡ଼ି ଟୁର୍ଣ୍ଣାମେଂଟ ଉଦ୍‌ଘାଟିତ

Posted by - January 28, 2023 0
ଯାଜପୁର:ଯାଜପୁର ବ୍ଳକ୍ ଭୁବନେଶ୍ୱରପୁର ପଂଚାୟତସ୍ଥ ଉତ୍କଳ ଯୁବ ପରିଷଦ କବାଡ଼ି ପଡ଼ିଆରେ ଚତୁର୍ଥ ଅଲ୍ ଓଡ଼ିଶା ଅଶୋକ ଦାସ ମେମୋରିଆଲ୍ ପୁରୁଷ ଓ ମହିଳା କବାଡ଼ି ଟୁର୍ଣ୍ଣାମେଂଟ ଉଦ୍‌ଘାଟିତ ହୋଇଯାଇଛି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥିଭାବେ ଯାଜପୁର ପୌର ପୂର୍ବତନ ପୌରାଧ୍ୟକ୍ଷ ଭବ ପ୍ରସାଦ ଦାସ, ଯାଜପୁର ବ୍ଳକ୍ ଅଧ୍ୟକ୍ଷା ସ୍ୱର୍ଣ୍ଣଲତା ପରିଡ଼ାଙ୍କ ସହ ଯାଜପୁର ଜିଲ୍ଲାର ସମସ୍ତ ବ୍ଳକ୍‌ର ପଂଚାୟତ ସମିତି ଅଧ୍ୟକ୍ଷ ଓ ଅଧ୍ୟକ୍ଷା ପ୍ରମୁଖ ଏହି କବାଡ଼ି ଟୁର୍ଣ୍ଣାମେଂଟକୁ ଉଦ୍‌ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେଡ଼ି ନେତା ତୁଷାରକାନ୍ତ ପରିଡ଼ା, ସରପଂଚ ମନଦୀପା ରାୟ, ୩୦ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ସୁନୀତା ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ଏହି ରାଜ୍ୟସ୍ତରୀୟ ଦିବାରାତ୍ର କବାଡ଼ି ଟୁର୍ଣ୍ଣାମେଂଟରେ କିଟ୍‌, କଟକ, ଜଗତ୍‌ସିଂହପୁର, ଅନୁଗୁଳ ଆଦି ଅଂଚଳର ୮ଗୋଟି ପୁରୁଷ ଦଳ ଓ ୮ଗୋଟି ମହିଳା ଦଳ ଯୋଗ ଦେଇଛନ୍ତି । ଆସନ୍ତା ୨୯ତାରିଖରେ ଟୁର୍ଣ୍ଣାମେଂଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ।