Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ରାଜ୍ୟ ସ୍ତରୀୟ ସଂସ୍କୃତିକ ପ୍ରତିଯୋଗିତା ଉଦଯାପିତ 

79 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର କଲେଜରୋଡ଼ରେ ଥିବା ଶ୍ରୀ ଜଗନ୍ନାଥ କଳା ମଣ୍ଡପରେ ରାଜ୍ୟ ସ୍ତରୀୟ ସଂସ୍କୃତିକ ପ୍ରତିଯୋଗିତା ଉଦଯାପିତ ହୋଇ ଯାଇଛି। ତପନ ସାହୁଙ୍କ ଅଧ୍ୟକ୍ଷତାରେ ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ ଯୋଗ ଦେଇଥିଲେ।

ମୁଖ୍ୟବକ୍ତା ଭାବେ ବରିଷ୍ଠ ଶିକ୍ଷାବିତ ରାଧାରମଣ ଦାସସମ୍ମାନିତ ଅତିଥି ଭାବେ ସୂଚନା ଲୋକସମ୍ପର୍କ ଅଧିକାରୀ ସରୋଜ ମହାପାତ୍ର,ସଂଗୀତଜ୍ଞ ଗୋପାଳ ସାମନ୍ତରାୟଆଇନଜୀବୀ ଶ୍ରୀଧର ନାୟକ ପ୍ରମୁଖ ଯୋଗଦେଇ ଓଡ଼ିଶାର କଳା ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ଯୁବ ପୀଢ଼ିଙ୍କୁ ଆହ୍ଵାନ ଦେଇଥିଲେ।

ଏହି ରାଜ୍ୟସ୍ତରୀୟ ସଂସ୍କୃତିକ ପ୍ରତିଯୋଗିତା ରେ ବିଭିନ୍ନ ଜିଲ୍ଲାରୁ ଅଂଶଗ୍ରହଣ କରି ଓଡିଶୀ,ଭକ୍ତି ସଂଗୀତତବଲା ସମେତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Related Post

ଓଡ଼ିଶାର ପ୍ରଖ୍ୟାତ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଦେହାନ୍ତ

Posted by - November 30, 2019 0
ଭୁବନେଶ୍ୱର: ଓଡ଼ିଶାର ପ୍ରଖ୍ୟାତ ତବଲା ବାଦକ ରାଧାକାନ୍ତ ନନ୍ଦ। ତାଙ୍କ ତବଲାର ତାଳରେ ଝୁମୁଥିଲେ ଦର୍ଶକ। ତବଲା ଉପରେ ତାଙ୍କର ଅଦ୍‌ଭୁତ ଅଙ୍ଗୁଳି ଚାଳନା ଯିଏ ଦେଖୁଥିଲା, ପ୍ରଶଂସାରେ…

କଳାକାର ଭତ୍ତା ପାଇଁ ଚୟନ ପ୍ରକ୍ରିୟା ୧୬ ରୁ ,କଳାପ୍ରଦର୍ଶନର ପ୍ରମାଣ ଦେବାକୁ ପଡିବ

Posted by - December 13, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ବୌଦ୍ଧଜିଲ୍ଲା ରେ ଶହ ଶହ କଳାକାର ଭତ୍ତା ପାଇବାରୁ ବଞ୍ଚିତ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଜିଲ୍ଲା ର ତିନୋଟି…

ମ୍ବଲପୁରୀ ଫୋକ୍ ମ୍ୟୁଜିକ ଭିଡିଓ ଶୁଭମୁକ୍ତି

Posted by - October 2, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ସମ୍ବଲପୁରୀ ଲୋକ ଗୀତ ଉପରେ ଆଧାରିତ ନୂତନ ସମ୍ବଲପୁରୀ ମ୍ୟୁଜିକ ଭିଡିଓ ଏ ଲବ୍ ଆଜି ଉଦଘାଟିତ ହୋଇଯାଇଛି । ମାଁ ସମଲେଶ୍ବରୀ ଙ୍କ ମନ୍ଦିର…

ଓଡିଆ ସିନେମା ଜଗତ ର ହାସ୍ୟ ଅଭିନେତା ସଲିଲ ମିତ୍ର ଙ୍କ ବିୟୋଗ

Posted by - June 4, 2019 0
ଭୁବନେଶ୍ୱର: ଓଡ଼ିଆ ହାସ୍ୟ ଅଭିନେତା ସଲିଲ୍ ମିତ୍ରଙ୍କ ପରଲୋକରେ ଓଡ଼ିଆ ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି। ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ଅନ୍ୱେଷଣ ଥିଏଟର ଗ୍ରୁପ ପକ୍ଷରୁ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

Posted by - January 25, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଅନ୍ୱେଷଣ ଥିଏଟର ଗ୍ରୁପ ପକ୍ଷରୁ ପଥପ୍ରାନ୍ତ ନାଟକ ମାଧ୍ୟମରେ ଯାଜପୁର ସହରରେ କୋରନା ସମ୍ପର୍କରେ ଲୋକଙ୍କୁ…