Breaking News
11:30 pmରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ ଟ୍ୟାପ’କୁ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ୨୦୧୯ ନୋବେଲ ବିଜେତା ମାଇକେଲ କ୍ରେମ ଙ୍କ ପ୍ରଶଂସା 11:26 pmହକି ବିଶ୍ବକପ୍‌ ପୋଜିସନ୍‌ ମ୍ୟାଚ୍‌: ରାଉରକେଲାରେ ଭାରତ ୫-୨ରେ ଦକ୍ଷିଣ ଆଫ୍ରିକାକୁ ହରାଇଲା 11:24 pmନୂଆପଡ଼ା: ନୂଆପଡ଼ା ଜିଲ୍ଲା ତରବୋଡ଼ ଫାଣ୍ଡି ଦଲ୍ଲିପଡ଼ା ଠାରେ ଆଜି ବାଇକରେ ଲିଫ୍ଟ ଦେବାରେ ବିଲମ୍ବ କରିବା ସହ ସାମାନ୍ୟ କଥାକୁ ନେଇ ଯୁବକଙ୍କୁ ଗୁଳିମାଡ଼; ଗୁରୁତର ଅବସ୍ଥାରେ ଡାକ୍ତରଖାରେ ଭର୍ତ୍ତି, ଅଭିଯୁକ୍ତ ଅଟକ 11:23 pmଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆଗାମୀ ୩ ମାସରେ ସଂପୂର୍ଣ୍ଣ ହେବ: ମୁଖ୍ୟ ଶାସନ ସଚିବ 11:18 pmପିଏଚଡି କରିଥିବା କରିଥିବା ସରକାରୀ କଲେଜ ଅଧ୍ୟାପକଙ୍କୁ ପ୍ରଦାନ କରାଯାଇଥିବା ତିନୋଟି ଆଡଭାନ୍ସ ଇନକ୍ରିମେଣ୍ଟକୁ ପ୍ରତ୍ୟାହାର ପ୍ରସଙ୍ଗରେ ଉଚ୍ଚଶିକ୍ଷା ବିଭାଗକୁ ଝଟକା ,ଜାନୁଆରି ୭ର ଏପରି ନିର୍ଦ୍ଦେଶ ଆଇନ ଅନୁସାରେ ଗ୍ରହଣୀୟ ନୁହେଁ:-ହାଇକୋର୍ଟ

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

60 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ସ୍ଵାମୀ ବିବେକାନନ୍ଦ ଙ୍କ ପବିତ୍ର ଜନ୍ମ ଜୟନ୍ତୀ ଅବସରରେ ବିରଜା କଲ୍ୟାଣ ମଣ୍ଡପରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ  ସ୍ଵାମୀ ଦେବେଶା ନନ୍ଦ ଜି ମହାରାଜ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଯାଜପୁର ମୁନିସିପାଲିଟିର ପୂର୍ବତନ ପୌରପାଳ ଭବପ୍ରସାଦ ଦାସ ସମେତ କାଉଁସିଲର ମାନେ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଶିବିରରେ  ସ୍ଥାନୀୟ ସ୍ୱେଚ୍ଛାସେବୀପାଂଉଣ୍ଡେସନର ସଦସ୍ୟ ମାନେ ଯୋଗ ଦେଇ ରକ୍ତଦାନ କରିଥିଲେ । ଏହି ଶିବିରରେ ମୋଟ ୫0 ରୁ ଉର୍ଦ୍ଧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।

Related Post

ବରୀରେ ୧୭୩ ସ୍ବାବ୍‌ ସଂଗ୍ରହ

Posted by - May 12, 2020 0
ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ ପୋଥାଳଙ୍କ…

ଓଡ଼ିଶାରେ ଚିନ୍ତା ବଢ଼ାଇଲା କରୋନା:ରାଜ୍ୟରେ ଦୈନିକ ସଂକ୍ରମଣ ୭ ହଜାର ପାର

Posted by - January 11, 2022 0
ଭୁବନେଶ୍ୱର:( ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ସମଗ୍ର ଓଡ଼ିଶାର ୩୦ ଟି ଯାକ ଜିଲ୍ଲାରେ କରୋନା ତାର କାୟା ବିସ୍ତାର କରିଚାଲିଥିବା ବେଳେ ୨୪ ଘଣ୍ଟାରେ…

ଧିରେ ଧିରେ ବୃଦ୍ଧି ହେଉଛି ବୌଦ୍ଧ ଜିଲ୍ଲାରେ କରୋନା ଗ୍ରାଫ

Posted by - January 12, 2022 0
ବୌଦ୍ଧ :ବୌଦ୍ଧ ଜିଲ୍ଲାରେ ଧିରେ ଧିରେ ତୃତୀୟ ଲହର କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି!ଜିଲ୍ଲା ସୂଚନା ଅନୁଯାଇ ଆଜି ବୌଦ୍ଧ ଜିଲ୍ଲା ବୌଦ୍ଧ ବ୍ଲକ…

ଅଶୋକ ଦାସ ପାଂଉଣ୍ଡେସନ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ 

Posted by - May 29, 2022 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ଖଣ୍ଡରା ପଂଚାୟତ କାର୍ଯ୍ୟାଳୟ ପରିସରରେ ଅଶୋକ ଦାସ ପାଂଉଣ୍ଡେସନ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି…