Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଗାଁରେ ରାତି କାଟିଲେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ

15356 7

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଗାଁରେ ରାତି କାଟିଲେ ବିଧାୟକ । ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଭୁଇଁପୁର ପଂଚାୟତ କତରାପୁର ଗାଁରେ ରାତ୍ରିଯାପନ କରିଛନ୍ତି । ଗତକାଲି ବିଧାୟକ ସଂଧ୍ୟାରେ ଗାଁରେ ପହଂଚି ଗ୍ରାମବାସୀଙ୍କ ସଂହିତ ଗାଁର ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ । ସରକାରୀ ଯୋଜନା ଗାଁରେ କେତେ ପହଂଚିଛି ଓ ଆଗକୁ କେଉଁ ସବୁ ଯୋଜନା ରହିଛି ସେ ସବୁ ନେଇ ମଧ୍ୟ ଆଲୋଚନା କରିଥିଲେ ।

ଏହାପରେ ଗାଁ ମହିଳାଙ୍କ ହାତ ତିଆରି ରୁଟି ତରକାରି ଓ ଭଜା ଖାଇ ଶୋଇଥିଲେ । ସକାଳୁ ଉଠି ସପେଂଇ କାମ ରେ ଲାଗିପଡିଥିଲେ । ଏଭଳି ରାତ୍ରିଯାପନ ପଂଳରେ ସାଧାରଣ ଲୋକଙ୍କ ନିକଟତର ହେବା ସହିତ ଲୋକଙ୍କ ସମସ୍ୟାର ସମାଧାନ ଶିଘ୍ର ହୋଇପାରିବ ବୋଲି ମତପ୍ରକାଶ ପାଇଛି ।

Related Post

ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ,୨ ମୃତ ୨ ଗୁରୁତର

Posted by - December 22, 2019 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ,୨ ମୃତ ୨ ଗୁରୁତର । ଯାଜପୁର ଜିଲା ପାଣିକୋଇଲି ଥାନା ୧୬ ନଂ…

ସରକାରୀ କର୍ମଚାରୀଙ୍କୁ ମୁଖ୍ୟ ଶାସନ ସଚିବଙ୍କ ସତର୍କ ବାଣୀ: ନିରପେକ୍ଷ ନ ରହିଲେ ଚାକିରି ଯିବ

Posted by - January 29, 2022 0
ଭୁବନେଶ୍ବର :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍ ଧରିଥିବା ବେଳେ ସରକାରୀ ଓ ସ୍ୱାୟତ୍ତ ଶାସନ ସଂସ୍ଥା ର କର୍ମଚାରୀ…

ବ୍ରଜରାଜନଗରରେ ବିଜେଡିର ବିଜୟ

Posted by - June 3, 2022 0
ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍ କରିଛି। ବଡ଼଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ୬୬ ହଜାର ୧୨୨ ଭୋଟରେ ବିଜୟ…

ଚିଟଫଣ୍ଡ ଟଙ୍କା ଫେରସ୍ତ ଦାବିରେ ଟିଟିଲାଗଡ଼ ତହସିଲ ସମ୍ମୁଖରେ ଜମାକାରୀଙ୍କ ଗଣ ସତ୍ୟାଗ୍ରହ

Posted by - February 13, 2022 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ)ବିଗତ ୧୨ ବର୍ଷ ହୋଇଗଲାଣି ଆଜି ଯାଏଁ ଚିଟ ଫଣ୍ଡ ଜମାକାରୀଙ୍କୁ ସରକାର ପ୍ରତିଶ୍ରୁତି ଦେବା ପରେ ମଧ୍ୟ ଜମା ଟଙ୍କା ଫେରସ୍ତ କରି…

ସୂଚନା ଓ ଲୋକ ସମ୍ପର୍କ ବିଭାଗ ର ଅତିରିକ୍ତ ନିର୍ଦ୍ଦେଶକ ହେଲେ ଚନ୍ଦ୍ରକାନ୍ତ ନାୟକ

Posted by - June 25, 2021 0
ଭୁବନେଶ୍ବର:(ବ୍ୟୁରୋ ରିପୋର୍ଟ)ସୂଚନା ଓ ଲୋକ ସମ୍ପର୍କ ବିଭାଗ ର, ଅତିରିକ୍ତ ନିର୍ଦ୍ଦେଶକ ଭାବେ, ଦାୟିତ୍ଵ ଗ୍ରହଣ କରିଛନ୍ତି, ଚନ୍ଦ୍ରକାନ୍ତ ନାୟକ । ସୂଚନା ରୁ ଜଣା ଯାଇଛି,…