Breaking News
6:08 pmକଟକ ସବ୍‌ରେଜିଷ୍ଟ୍ରେର କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟଣା: ଅବକାରୀ ବିଭାଗକୁ ରିପୋର୍ଟ ମାଗିଲେ ଜିଲ୍ଲାପାଳ 6:07 pmଗୃହ ବିଭାଗରୁ ଇସ୍ତଫା ଦିଅନ୍ତୁ ମୁଖ୍ୟମନ୍ତ୍ରୀ,ନବଙ୍କୁ ହତ୍ୟା ପଛରେ ଟପ ଲେଭେଲରେ ଥିବା ଲୋକଙ୍କ ସମ୍ପୃକ୍ତି ଥିବା ସନ୍ଦେହ : କଂଗ୍ରେସ, 6:06 pmନବ ଦାସଙ୍କୁ ହତ୍ୟା ଘଟଣା: ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଦେବୀ ମିଶ୍ର 3:38 pmଯାଜପୁର:ନାବାଳିକାଙ୍କୁ ଗଣଦୁଷ୍କର୍ମ: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର,କୋରେଇ ଥାନା କଡମା ଗ୍ରାମ ନିକଟରେ ହେଉଥିବା ଏକ ମେଳା ଦେଖିବାକୁ ଯାଇଥିଲେ ସେହି ଗ୍ରାମର ଜନୈକ ୧୬ ବର୍ଷୀୟା ନାବାଳିକା । ତେବେ ଫେରିଵା ବାଟରେ କଡମା ଗ୍ରାମର ଜଣେ ଯୁବକ ଓ ରାଉତପଡା ଗ୍ରାମର ଜଣେ ଯୁବକ ତାଙ୍କୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଖବର 3:36 pmନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ନେଇ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ (ଆଇଆଇସି) ଏତଲା ଦେଇଥିବା ଜଣାଯାଇଛି। କେସ୍ ନଂ-୩୪ରେ ଆଇପିସିର ଧାରା ୩୦୭ ଓ ଆର୍ମସ୍ ଆକ୍ଟ (୨୭) ୧ ରେ ମାମଲା ରୁଜୁ ହୋଇଥିବା ସୂଚନା

ବରୁଣେଶ୍ୱର ମହୋତ୍ସବ ଉଦ୍‌ଘାଟିତ

100 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବିଂଝାରପୁର ବ୍ଳକ ଅରେଇରେ ବରୁଣେଶ୍ୱର ମହୋତ୍ସବ କମିଟି ପକ୍ଷରୁ ବରୁଣେଶ୍ୱର ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନୀ ଉତ୍ସବରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗ ଦେଇ ପଲିଶ୍ରୀ ମେଳାର ଉଦଘାଟନ କରିଥିଲେ।

ଜିଲ୍ଲାପରିଷଦ ସଭ୍ୟ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବଡଚଣା ବିଧାୟକ ଅମର ପ୍ରସାଦ ଶତପଥି ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ସାଂସଦ ଶର୍ମିଷ୍ଠା ସେଠୀସମ୍ମାନିତ ଅତିଥି ଭାବେ ବରୀ ବିଧାୟିକା ସୁନନ୍ଦା ଦାସ ପ୍ରମୁଖ ଯୋଗଦେଇ ବରୁଣେଶ୍ୱରଙ୍କ ମାହାତ୍ମ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ।

ଏହି ଅବସରରେ ବହୁ ପ୍ରତିଭାବାନ ବ୍ୟକ୍ତି ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧନା ଜ୍ଞାମ୍ପନ କରିଥିଲେ । ଏହି ମହୋତ୍ସବରେ ବିଞ୍ଝାରପୁର ର ଇତିହାସ ଓ ପରମ୍ପରାକୁ ନେଇ ପ୍ରସ୍ତୁତ ହୋଇଥିବା ଏକ କ୍ଷୁଦ୍ର ଚଳଚିତ୍ରକୁ ଅତିଥି ମାନେ ଲୋକାର୍ପଣ କରିଥିଲେ । ଶେଷରେ ରାଜ୍ୟର ବିଭିନ୍ନ ପ୍ରନ୍ତରୁ ଆସିଥିବା କଳାକାର ମାନଙ୍କ ଦ୍ୱରା ନୃତ୍ୟପାରମ୍ପାରିକ ବାଦ୍ୟରେ ମହୋତ୍ସବ ପ୍ରକମ୍ପିତ ହୋଇଥିଲା

Related Post

ଦ୍ରୌପଦୀ ମୁର୍ମୁ ହେଲେ ଦେଶର ୧୫ତମ ରାଷ୍ଟ୍ରପତି

Posted by - July 21, 2022 0
ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିଜୟୀ ହୋଇଛନ୍ତି। ତୃତୀୟ ପର୍ଯ୍ୟାୟ ଭୋଟ ଗଣତି ପରେ ଦ୍ରୌପଦୀଙ୍କ ଭୋଟ ମୂଲ୍ୟ ୫, ୭୭,…

ଏ.ଆଇ.ଏସ୍‌. ଏଫ୍‌. ପକ୍ଷରୁ ଦେଶବ୍ୟାପୀ ବେରୋଜଗାର ଦିବସ ପାଳିତ

Posted by - September 17, 2020 0
ଭୁବନେଶ୍ୱର, ତା ୧୭ା୯ : ଏ.ଆଇ.ଏସ୍‌.ଏଫ୍‌. ପକ୍ଷରୁ ଦେଶବ୍ୟାପୀ ବେରୋଜଗାର ଦିବସ ପାଳନ ଅବସରରେ ସମସ୍ତଙ୍କୁ ନିଃଶୁଳ୍କ ବିଜ୍ଞାନ ସମ୍ମତ ସାର୍ବଜନୀନ ଶିକ୍ଷା, ସମସ୍ତ କର୍ମକ୍ଷମକୁ କର୍ମନିଯୁକ୍ତି…