ଯାଜପୁର:ନାବାଳିକାଙ୍କୁ ଗଣଦୁଷ୍କର୍ମ: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର,କୋରେଇ ଥାନା କଡମା ଗ୍ରାମ ନିକଟରେ ହେଉଥିବା ଏକ ମେଳା ଦେଖିବାକୁ ଯାଇଥିଲେ ସେହି ଗ୍ରାମର ଜନୈକ ୧୬ ବର୍ଷୀୟା ନାବାଳିକା । ତେବେ ଫେରିଵା ବାଟରେ କଡମା ଗ୍ରାମର ଜଣେ ଯୁବକ ଓ ରାଉତପଡା ଗ୍ରାମର ଜଣେ ଯୁବକ ତାଙ୍କୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଖବର

140 0

Related Post