Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ନବନିର୍ମାଣ କୃଷକ ସଂଗଠନର ଗଣଧାରଣା 

69 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ବିଂଝାରପୁର ତହସିଲ କାର୍ଯ୍ୟଳୟ ସମ୍ମୁଖରେ ନବନିର୍ମାଣ କୃଷକ ସଂଗଠନର ଗଣଧାରଣା ଚାଷୀଙ୍କୁ ଅବିଳମ୍ବେ ଫସଲ କ୍ଷୟ କ୍ଷତି ସହାୟତା ରାଶି ପ୍ରଦାନ ଦାବିରେ ନବ ନିର୍ମାଣ କୃଷକ ସଂଗଠନ ବିଂଝାରପୁର ଶାଖା ପକ୍ଷରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା l

ପୂର୍ବରୁ ଏହି ଦାବି ନେଇ ବାରମ୍ବାର ନବ ନିର୍ମାଣ ସଂଗଠନ ପକ୍ଷରୁ ଦାବି କରାଯାଇ ଆସୁଥିଲେ ହେଁ ଏ ପର୍ଯ୍ୟନ୍ତ କୌଣସି କ୍ଷତିପୂରଣ ମିଳିପାରିନାହିଁ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି।

Related Post

ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ରଥ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

Posted by - June 8, 2021 0
ହରଭଙ୍ଗା:(ଚିତ୍ତ ରଞ୍ଜନ ସିଂ)ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ସ୍ଥିତ ଠିଡିକାଯୋର ଠାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ। ରଥ ମହୋତ୍ସବ କମିଟି ସଭାପତି…

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ଧର୍ମଗଡ ଠାରେ ଆଲୋଚନା ଚକ୍ର

Posted by - September 14, 2022 0
ଧର୍ମଗଡ଼ : (ହେମନ୍ତ କୁମାର ମାଝୀ)କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ଧର୍ମଗତ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ଆଜି’ ଅବିଭକ୍ତ କଳାହାଣ୍ଡିର ଐତିହ୍ୟ ସଂସ୍କୃତି ର ସୁରକ୍ଷା ଏବଂ…

ଦ୍ୱିତିୟ ପର୍ଯ୍ୟାୟ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର

Posted by - November 18, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଯାଜପୁର ପୌରପାଳିକା ପକ୍ଷରୁ ଦ୍ୱିତିୟ ପର୍ଯ୍ୟାୟ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ପୌରପାଳିକାର କାର‌୍ୟ୍ୟ ନିର୍ବାହୀ ଅଧିକାରୀ ଅଜୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ପରିମଳ ବିଶେଷଜ୍ଞ ଦେବାଶୀଷ ଭୂୟାଂ ଯୋଗ ଦେଇ ସହରକୁ କିପରି ସ୍ୱଚ୍ଛ ରଖାଯିବ ସେ ନେଇ ପରାମର୍ଶ ଦେଇଥିଲେ । ଧିରେ ଧିରେ ସହରରେ ପରିମଳ ବ୍ୟବସ୍ଥା ସୁଧୁରୁଥିବା ବେଳେ ଆଗକୁ ଏହା ରାଜ୍ୟର ୧ନଂ ସ୍ୱଚ୍ଛ ପୌରପାଳିକା କରିବାକୁ ସମସ୍ତେ ଉଦ୍ୟମ କରିବା ଆବଶ୍ୟକ ବୋଲି କାର‌୍ୟ୍ୟନିର୍ବାହୀ ଅଧିକାରୀ କହିଥିଲେ । ଆଗାମୀ ଦିନରେ ଏହିପରି ପ୍ରଶିକ୍ଷଣ ଶିବିର ଓ୍ୟାର୍ଡ ସ୍ତରୀୟ କରାଯିବ ବୋଲି ଅତିରିକ୍ତ ଜିଲାପାଳ ସୂଚନା ଦେଇଥିଲେ । ଏହି ପ୍ରଶିକ୍ଷଣ ଶିବିରରେ ପୌରପାଳିକା କର୍ମଚାରୀ ସମେତ ୧୫୦ରୁ ଉର୍ଦ୍ଧ ସଫେଇ କର୍ମଚାରୀ ଉପସ୍ଥିତ ଥିଲେ ।

ବୀର ବିର୍ସାମୁଣ୍ଡା ଙ୍କ ୧୨୨ ତମ ପୁନ୍ୟତିଥି

Posted by - June 9, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ମହାନ ସ୍ୱା ଧିନତା ସଂଗ୍ରାମୀ ଧରତି ଆବା ବୀର ବିର୍ସା ମୁଣ୍ଡା ଙ୍କ ୧୨୨ ତମ ପୁନ୍ୟତିଥି ଦିବସ ପାଲନ କରାଯାଇଥିଲା । ସମ୍ବଲପୁର ଜିଲ୍ଲା…

ଛତ୍ରଙ୍ଗ ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ ବୈଠକ

Posted by - July 24, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ଛତ୍ରଙ୍ଗ ସ୍ଥିତ ନାରାୟଣ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବିଜୟ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ମୋ ସ୍କୁଲ…