ନବରଙ୍ଗପୁର RCD ହାଇ ସ୍କୁଲ ରେ ଜାତୀୟ ବାଳିକା ଦିବସ ପାଳିତ

70 0

ନବରଙ୍ଗପୁର:(ବେଣୁ ଗୋପାଳ ରାଓ)ନବରଙ୍ଗପୁର ରାଜା ଚୈତନ୍ୟ ଦେବ ହାଇ ସ୍କୁଲରେ ଜାତୀୟ ବାଳିକା ଦିବସ ପାଳନ ହେଇଯାଇଛି ! ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ କୁମାର ନାଗ ଯୋଗଦାନ କରିଥିଲେ ଏବଂ ସମ୍ମାନିତ ଅତିଥି ଭାବେ ନବରଙ୍ଗପୁର ବି ଇ ଓ ରମେଶ ରାୟ ଶ୍ରୀ,ହାଇସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ସୁପ୍ରିୟା ନାୟକ ଯୋଗଦେଇ ଶୁଭ ଉଦଘାଟନ କରିବା ସହ ଛାତ୍ରୀ ମାନଂକୁ ଉତ୍ସାହିତ କରିଥିଲେ !

ପରେ ଛାତ୍ରୀ ମାନଙ୍କ ମଧ୍ୟ୍ୟରେ ଚିତ୍ର, ଗୀତ,ଖେଳ,ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେଇଥିଲା ! ମୁଖ୍ୟ ଅତିଥି ଙ୍କ ଦ୍ୱାରା ଛାତ୍ରୀ ମାନଂକୁ ପୁରସ୍କାର ପ୍ରଦାନ କରାଯାଇଥିଲା ! ଏହି ଜାତୀୟ ବାଳିକା ଦିବସ ରେ ବହୁ ସ୍କୁଲ ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ ! ପରେ ସଂକୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା !

 

Related Post

ଗୁଣି ଗାରେଡ଼ି ବିରୋଧରେ ସଚେତନତା ଶିବିର

Posted by - June 23, 2022 0
ବେଲଗୁଣ୍ଠା:( ସୁଶାନ୍ତ କୁମାର ବେହେରା )ଗାଙ୍ଗପୁର ଥାନା ଆମ ପୋଲିସ୍ ସମିତି ବେଲଗୁଣ୍ଠା ବ୍ଳକ୍ ବାଡବୋରସିଂ ସ୍ଥିତ ସୁଚନା କେନ୍ଦ୍ରରେ ଗୁଣି ଗାରେଡ଼ି ବିରୁଦ୍ଧରେ ଏକ ସଚେତନତା…

ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ କଂସାରିଗୁଡା କୋଡ଼ିଙ୍ଗା ମାଳି ସୁରକ୍ଷା ମଞ୍ଚ

Posted by - September 17, 2022 0
ରାୟଗଡା : (ଅଞ୍ଜନ କୁମାର ନାଏକ) ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ କଂସାରିଗୁଡା ଠାରେ ଅବସ୍ଥିତ ହେବାକୁ ଥିବା ବକ୍ସାଇଟ କାରଖାନା ସରକାରଙ୍କ ପ୍ରତିଶୃତି କ୍ରମେ…

ଯାଜପୁର ରେ କୋରୋନା ସ୍ଥିତି ସମୀକ୍ଷା କଲେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ପି କେ ମେହେର୍ଦ୍ଦା

Posted by - April 24, 2020 621
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ରେ କୋରୋନା ସ୍ଥିତି ର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ତଥା ରାଜ୍ୟପାଳ ଙ୍କ ସଚିବ ପି କେ ମେହେର୍ଦ୍ଦା। ସେ…

ରାସ୍ତା ଉପରେ ନର୍ଦ୍ଦମା ପାଣି, ଦୁର୍ଗନ୍ଧ ରେ ଅତିଷ୍ଠ କେବିଡି ବାସୀ

Posted by - November 5, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)ଗ୍ରାମ ସହରକୁ ସ୍ଵଚ୍ଛ ଓ ନିର୍ମଳ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନାମାନ ପ୍ରସ୍ତୁତ କରି ବହୁ କୋଟି ଟଙ୍କା…

ବିଜୁଳି କର୍ମଚାରୀଙ୍କୁ ବହିଷ୍କାର ପ୍ରତିବାଦରେ ଗଣଧାରଣା

Posted by - August 12, 2021 0
ହରଭଙ୍ଗା :(ଚିତ୍ତ ରଞ୍ଜନ ସିଁ )ବୌଦ୍ଧ. ତା ୧୦ ଅଗଷ୍ଟ ବୌଦ୍ଧ ଟିପିଏସଓଡିଏଲ ଡିଭିଜନର ଦୀର୍ଘବର୍ଷ ଧରି କାର୍ଯ୍ୟରତ ଶ୍ରମିକମାନଙ୍କ ମଧ୍ୟରୁ୦୫ଜଣଙ୍କୁ ବିନା ନୋଟିସରେ ଅଗଷ୍ଟ ପହିଲାରୁ…