ଭବାନୀପାଟଣା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର

62 0

ଭବାନୀପାଟଣା:୬/୨(ନରେନ୍ଦ୍ର ନେଗୀଙ୍କ ସହ ଅର୍ଜୁନ ପଟ୍ଟନାୟକ)ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୧୫୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related Post

ଲାଞ୍ଜିଗଡ଼ ବ୍ଳକ ରେ ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

Posted by - May 9, 2022 0
ଭବାନୀପାଟଣା : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ଆଜି ସ୍ଥାନୀୟ ଲାଞ୍ଜିଗଡ଼ବ୍ଲକ ବିଶ୍ଵନାଥପୁର ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ ଗାଭାଲି ପରାଗ ହର୍ଷଦ୍…

ଟିଟିଲାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଦୁଇ ଦିବସୀୟ ସମ୍ଭାଗ ସ୍ତରୀୟ ସେବକ ସେବିକା ସମ୍ମିଳନୀ ଉଦଯାପିତ

Posted by - October 30, 2022 0
ଟିଟିଲାଗଡ଼ : (ସଞ୍ଜୟ କୁମାର ନାୟକ) ଶିକ୍ଷା ଯୋଗାଇବାରେ ଆଜି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଅନ୍ୟ ବିଦ୍ୟାଳୟ ଅପେକ୍ଷା ଭଲ ପ୍ରଦର୍ଶନ କରୁଛି। ଏଠାରେ କାର୍ଯ୍ୟରତ…

ଅହିଂସା ରଥ କୁ ସ୍ୱାଗତ ସମ୍ବର୍ଦ୍ଧନା

Posted by - September 21, 2022 0
ବିଷମ କଟକ :(ରାମାକାନ୍ତ ପୋଢଳ )ଅଗଷ୍ଟ ପନ୍ଦର ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳ ରେ ଉଦଘାଟନ କରାଯାଇଥିବା ବେଳେ ସାରା ରାଜ୍ୟରେ ଅହିଂସା ରଥ କୁ…

ବେଲଗୁଣ୍ଠାରେ ବିଜୁ ବାବୁଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ

Posted by - April 19, 2022 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ଅପ୍ରେଲ ୧୭ ତାରିଖ ଦିନ ଓଡ଼ିଶାର ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ  ବେଲଗୁଣ୍ଠ ସ୍ଥିତ…

ଜୁରାବନ୍ଧ ଗ୍ରାମରେ ଏସଡିପିଓ,ଲୋକଙ୍କ ସହ ବସି କଲେ ଆଲୋଚନା

Posted by - December 25, 2021 0
ବଙ୍ଗୋମୁଣ୍ଡା:( ଅଭିମନ୍ୟୁ ବହିଦାର)- ଆଜି ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ମାଓ ପ୍ରବଣ ଅଞ୍ଚଳ ଜୁରାବନ୍ଧ ଗ୍ରାମକୁ ଆସି କଣ୍ଟାବାଞ୍ଜି ଏସଡିପିଓ ଡ଼ଃ ହୃଷିକେଶ ମେହେର ଲୋକଙ୍କ…