Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ବାର୍ଷିକ ଉତ୍ସବରେ କୁନି କୁନି ବୈଜ୍ଞାନିକଙ୍କ ନୂତନ ଆବିଷ୍କାର ୧୩ ସ୍କୁଲରୁ ୨୬ ପ୍ରୋଜେକ୍ଟ ପ୍ରଦର୍ଶନ

71 0

ରାୟଗଡା :(ରମାକାନ୍ତ ପୋଢାଳ )ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ୍ ଉପାନ୍ତ ଅଞ୍ଚଳ ଲକ୍ଷ୍ମୀପୁର ପଞ୍ଚାୟତ ବେରୁଗୁଡା ଉକ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। କୁନି କୁନି ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ କୁମାର ମିଶ୍ରଙ୍କ ଆପ୍ରାଣ ଚେଷ୍ଟା ଛାତ୍ର ଛାତ୍ରୀ ମାନଙ୍କ ଲୁକ୍କାୟିତ ପ୍ରତିଭା କୁ ଲୋକଲୋଚନକୁ ଆସି ପାରିଛି। ପ୍ରଧାନ ଶିକ୍ଷକ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ବିଦ୍ୟାଳୟର ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭି. ଭାସ୍କର ରାଓ, ସ୍ଥାନୀୟ ସରପଞ୍ଚ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ।।

ପ୍ରଥମେ ଛାତ୍ର ଛାତ୍ରଙ୍କ ଦ୍ୱାରା ସ୍ଵାଗତ ସଙ୍ଗୀତ ନୃତ୍ୟ ମାଧ୍ୟମରେ ପରିବେଷଣ କରି ପୁଷ୍ପ ଗୁଛ ଦେଇ ଅତିଥି ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ବିଦ୍ୟାଳୟର ବାର୍ଷିକ ଉତ୍ସବରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ତଥା କୁନି କୁନି ଛାତ୍ର ଛାତ୍ରୀ ମାନେ ନୃତ୍ୟ ଗୀତ ପରିବେଷଣ କରିବା ସହପୁରୁଣା ପାଣି ପ୍ରଧାନ ଶିକ୍ଷକ ପିଲା ମାନଙ୍କୁ ଉତ୍ସାହିତ କରିବା ପାଇଁ ବିଭିନ୍ନ ପ୍ରକାର ଜାଦୁଗରି ଦେଖାଇଥିଲେ।

ଏହି ବାର୍ଷିକ ଉତ୍ସବରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିଜ୍ଞାନ ମେଳାର ଆୟୋଜନ କରାଯାଇଥିବା ବେଳେ ୧୩ ସ୍କୁଲ ରୁ ୨୬ ପ୍ରୋଜେକ୍ଟ ଆଣି ଏହି ମେଳାରେ ବିଭିନ୍ନ ପ୍ରକଳ୍ପ ପଦର୍ଶନ କରିଥିଲେ।।ଏହି ବିଜ୍ଞାନ ମେଳା ମାଧ୍ୟମରେ କୁନି ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରି ସେମାନଙ୍କ ପ୍ରକଳ୍ପ କୁ ବାସ୍ତବ ରୂପାୟନ କରିବା ସହ ଭବିଷ୍ୟତରେ ସମାଜ ପାଇଁ ନୂତନ ଆବିଷ୍କାର କରିବା ନିମନ୍ତେ ଅତିଥି ମାନେ ଉତ୍ସାହିତ କରିଥିଲେ।

Related Post

ବାରିକ ମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଯାଜପୁର ଜିଲ୍ଲାପାଳ ଙ୍କୁ ଦାବି ପତ୍ର

Posted by - June 8, 2020 0
ଯାଜପୁର;(ଆନନ୍ଦ ଚନ୍ଦ୍ର ସାହୁ )କୋରୋନା ପାଇଁ ସବୁ ଆଡେ ଲକ ଡାଉନ ଜାରି ରହିଥିବା ବେଳେ ସେଲନ ଗୁଡିକୁ ଖୋଲିବା ପାଇଁ ଅଦ୍ୟାବଧି ଅନୁମତି ମିଳିନାହିଁ। ଫଳରେ…

ଲକ୍ଷ୍ମୀ ନାଳରେ ଭାସି ଜଣେ ମୃତ, ଦୁଇଦିନ ପରେବୁଦାମୁଳୁ ମୃତ ଶରୀର ଉଦ୍ଧାର

Posted by - September 21, 2022 0
ବୌଦ୍ଧ: (ଚିତ୍ତରଞ୍ଜନ ସିଂ )ବୋୖଦ୍ଧ ଜ଼ୀଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ଥାନା ଅନ୍ତର୍ଗତ ଲକ୍ଷ୍ମୀ ନାଳ ପାଣିରେ ଭାସି ଯାଇ ଜଣେ ଯୁବକ ମୃତ ହୋଇଥିବା…

କୁମାର ପୂର୍ଣ୍ଣିମା ଅବସରରେ ବାପୁଜୀ ପାଠାଗାର ଜନ୍ମୋତ୍ସବ ଓ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

Posted by - October 10, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ସିଂହପୁରରେ କୁମାର ପୂର୍ଣ୍ଣିମା ଅବସରରେ ବାପୁଜୀ ପାଠାଗାର ଜନ୍ମୋତ୍ସବ ଓ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ…

ଆସନ୍ତା ୨୯ ତାରିଖ ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା ବିରଜା ଙ୍କ ମନ୍ଦିର

Posted by - December 26, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )କୋରୋନା କଟକଣା ମଧ୍ୟରେ ଆସନ୍ତା 29 ତାରିଖ ରୁ ଖୋଲିବ ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ଙ୍କ ମନ୍ଦିର। ଏ…