ଗରିବ କଲ୍ୟାଣ ଅନ୍ନ ଯୋଜନା କେନ୍ଦ୍ର ସରକାରଙ୍କ ନିଷ୍ପତି ଉପରେ ବିଜେଡି କର୍ମୀଙ୍କ ବ୍ଲକ ସ୍ତରୀୟ ଗଣଧାରଣା

41 0

ହରଭଙ୍ଗା : (ଚିତ୍ତ ରଞ୍ଜନ ସିଂ) ପ୍ରଧାନ ମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ରେ ରାଜ୍ୟ ର ଗରିବ ପରିବାର ଙ୍କୁ ମୁଣ୍ଡ ପିଛା ୫ କେଜି ଚାଉଳ ଯୋଗାଣ ରୁ ବଞ୍ଚିତ କରିଥିବା କେନ୍ଦ୍ର ସରକାର ନିଷ୍ପତି ବିରୁଦ୍ଧରେ ଆଜି ସାରା ରାଜ୍ୟରେ ବିଜେଡି କର୍ମୀ ମାନେ ପ୍ରତି ବ୍ଲକ ଅଫିସ ସାମ୍ନାରେ ଗଣ ଧାରଣା ଦେଇଥିବା ଦେଖିବାକୁ ମିଳିଛି । କେନ୍ଦ୍ର ସରକାର ଙ୍କ ଏହି ନିଷ୍ପତି ବିରୁଦ୍ଧରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବିଜେଡି କର୍ମୀ ମlନେ ବ୍ଲକ ଅଫିସ ସାମ୍ନା ରେ ଏକତ୍ରିତ ହୋଇ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ ସହିତ ବିଜେଡି ଝଣ୍ଡା ଧରି ନାରାବାଜି ଦେଇ ଧାରଣା ସ୍ଥଳରେ ଧାରଣାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ପରେ ସମସ୍ତ କର୍ମୀ ବ୍ଲକ ଅଫିସ ଭିତର କୁ ଯାଇ ମାନ୍ୟବର ରାଷ୍ଟ୍ରପତି ଙ୍କ ଉଦେଶ୍ୟରେ ଏକ ସ୍ମାରକୀ ଦାବିପତ୍ର ବିଡ଼ିଓ ସ୍ୱପ୍ନିତା ନାୟକ ଙ୍କୁ ପ୍ରଦାନ କରିଥିଲେ !ଏହି ଗଣ ଧାରଣା ହରଭଙ୍ଗା ବ୍ଲକ ବିଜେଡି ସଭାପତି ତଥା ବାଣିଭୂଷଣ ପୁର ପଂଚାୟତ ସରପଞ୍ଚ -ଶ୍ରୀବନ୍ତ ମେହେର, ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ -ସୁବୋଧ ପ୍ରଧାନ,8ନଂ ଜୋନ ଜିଲ୍ଲାପରିଷଦ ପ୍ରତିନିଧି -ସୁଶାନ୍ତ ପ୍ରଧାନ, ଙ୍କ ସହିତ ବ୍ଲକ ର ବିଭିନ୍ନ ସରପଞ୍ଚ ପ୍ରତିନିଧି ଓ ସରପଞ୍ଚ ତଥା ଅଶୋକ ସେଠି, ଅଜିତ ପ୍ରଧାନ, ନିହାର ଘୋଷ, ଶୁଭେନ୍ଦୁ ଯୋଶୀ, ନିକୁଞ୍ଜ ବେହେରା, ପୂର୍ବ ତନ ସରପଞ୍ଚ ସଂଜୀବ ଦେହୁରୀ ଓ ବିଜେଡି ବରିଷ୍ଠ ନେତା ରବିନାରାୟଣ ପ୍ରଧାନ ଙ୍କ ସମେତ ବିଭିନ୍ନ ପଂଚାୟତ ରୁ କର୍ମୀ ମାନେ ଉପସ୍ଥିତ ରହିଥିଲେ ।

Related Post

ଆରମ୍ଭ ହୋଇଛି ମାଟ୍ରିକ ପରିକ୍ଷା,ହାଇସ୍କୁଲ କର୍ତୁପକ୍ଷ ଙ୍କ ଅବହେଳା ଯୋଗୁଁ ଦୁଇ ଛାତ୍ର ପରିକ୍ଷା ଦେବାରୁ ବଂଚିତ

Posted by - February 19, 2020 0
ଯାଜପୁର:19/02(ଆନନ୍ଦ ଚନ୍ଦ୍ର ସାହୁ)ଆଜି ଠାରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ ପରିକ୍ଷା । ଏଥିପାଇଁ ପ୍ରତ୍ୟେକ ଛାତ୍ର ଛାତ୍ରୀ ଉତ୍କଣ୍ଠାର ସହିତ ପରିକ୍ଷା ଦେଉଥିବା ବେଳେ…

ଭିଜନ କ୍ଲିନ ସୋନପୁର ସମୀକ୍ଷା ବୈଠକ

Posted by - September 7, 2022 0
ସୋନପୁର :(ଅଜିତ କୁମାର ପୂଜାହାରୀ)  ଭିଜନ କ୍ଲିନ ସୋନପୁର ପରିପ୍ରେକ୍ଷୀରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନ ରେ ଜିଲ୍ଲାପାଳ ସୁବର୍ଣ୍ଣପୁର…

ପବିତ୍ର ମକର ସଂକ୍ରାନ୍ତିରେ ବାବା ବରୁଣେଶ୍ୱରଙ୍କ ପୀଠ ହୋଇ ଉଠିଛି ଚଳଚଂଚଳ

Posted by - January 15, 2020 3
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ଏଥିପାଇଁ ଯାଜପୁର ଜିଲା ବିଂଝାରପୁର ବ୍ଲକ ଅରେଇ ଠାରେ ଥିବା ବାବା ବରୁଣେଶ୍ୱରଙ୍କ ପୀଠ ହୋଇ…

ଗ୍ରାମବାସୀଙ୍କ ଦ୍ବାରା ଉଦ୍ଧାର ହରିଣର ମୃତ୍ୟୁ

Posted by - April 7, 2020 1,052
କେନ୍ଦୁଝର: (ସୀତାରାମ ଦୀକ୍ଷିତ)କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଜଙ୍ଘିରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମସିଣାବିଲା ଗ୍ରାମର ଲୋକମାନେ ଏକ ହରିଣକୁ ଉଦ୍ଧାର କରିଛନ୍ତି । ଖବର ଅନୁଯାୟୀ …

ସୋନପୁର ସହରରେ ଜବର୍ ଦଖଲ ଉଚ୍ଛେଦ

Posted by - September 9, 2022 0
ସୋନପୁର :(ଅଜିତ କୁମାର ପୂଜାହାରୀ) ସୋନପୁର ସହରର ନଳିନୀଛକ ୫୭ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଅତ୍ୟାଧୁନିକ ମାର୍କେଟ କମ୍ପେକ୍ସ ନିର୍ମାଣ ସକାଶେ ପ୍ରଶାସନ ତରଫରୁ ଜବରଦଖଲ ଉଚ୍ଛେଦ…