Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ଦନ୍ତାବନ୍ଧ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

45 0

ବୌଦ୍ଧ : (ଚିତ୍ତ ରଞ୍ଜନ ସିଂ)  ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଅନ୍ତର୍ଗତ ଟିକିରାପଡା ଦନ୍ତାବନ୍ଧ ପାଖରେ ଥିବା ଏକ ଗଛ ଉପରୁ ଝୁଲନ୍ତା ଅବସ୍ଥାରେ ଗୋଟିଏ ମୃତଦେହ ଉଦ୍ଧାର ହୋଇଛି । ପ୍ରାପ୍ତ ସୂଚନା ମତେ ଗୁରୁବାର ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ବାଉଁଶୁଣୀ ପଞ୍ଚାୟତ ଗଡ଼ଭିତର ଗ୍ରାମର ଅରବିନ୍ଦ ବଡମାଳି (୨୫) ଟିକିରାପଡା ଦନ୍ତାବନ୍ଧ ନିକଟରେ ଥିବା ଏକ ଗଛରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଦେଖି ସ୍ଥାନୀୟ ଲୋକେ ବାଉଁଶୁଣୀ ପୋଲିସକୁ ଖବର ଦେଇଥିଲେ।

ସୂଚନା ପାଇବା ପରେ   ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ଉଦ୍ଧାର କରିବା ପରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଛି ।ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିନଥିବା ବେଳେ ତଦନ୍ତ ପରେ ତାହା ସ୍ପଷ୍ଟ ହୋଇ ପାରିବ ବୋଲି ବାଉଁଶୁଣି ଥାନା ଅଧିକାରୀ ଅରୁଣ କୁମାର ସିଂହ କହିଛନ୍ତି ।

Related Post

ଯାଜପୁର କଳିଙ୍ଗନଗର ମୈଥାନ ଇସ୍ପାତ କାରଖାନାରେ ପୁଣି ଶ୍ରମିକ ଅଶାନ୍ତି

Posted by - December 4, 2019 1,110
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର କଳିଙ୍ଗନଗର ମୈଥାନ ଇସ୍ପାତ କାରଖାନାରେ ପୁଣି ଶ୍ରମିକ ଅଶାନ୍ତି । ଶ୍ରମିକ ମାନଙ୍କ ବକେୟା ପାଉଣା ପ୍ରଦାନ କରିବା ଦାବୀରେ ଗଣଧାରଣା ଦେଇଛନ୍ତି…

ଆସନ୍ତା ୨୯ ତାରିଖ ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା ବିରଜା ଙ୍କ ମନ୍ଦିର

Posted by - December 26, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )କୋରୋନା କଟକଣା ମଧ୍ୟରେ ଆସନ୍ତା 29 ତାରିଖ ରୁ ଖୋଲିବ ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ଙ୍କ ମନ୍ଦିର। ଏ…

ବିଂଝାରପୁର ବ୍ଳକ ଅନ୍ତର୍ଗତ ସିଂହପୁର ଗାଁରେ ଅଗ୍ନିକାଣ୍ଡ

Posted by - July 27, 2020 0
ଯାଜପୁର ଟାଉନ:(ଆନନ୍ଦ ଚନ୍ଦ୍ର ସାହୁ ) ଯାଜପୁର ବିଂଝାରପୁର ବ୍ଳକ ଅନ୍ତର୍ଗତ ସିଂହପୁର ଗାଁରେ ଅଗ୍ନିକାଣ୍ଡ । ଗାଁର ପ୍ରମୋଦ ବେହେରାଙ୍କ ଘରେ ଇଲେକ୍ଟ୍ରି ସଟସର୍କିଟରୁ ନିଆଁ…

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଦାବିପତ୍ର ପ୍ରଦାନ

Posted by - December 7, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲାର ଗ୍ରାମ୍ୟ ଓ ସହରାଞ୍ଚଳ ଜଳ ଯୋଗାଣ କାର୍ଯ୍ୟରେ ନିୟୋଜିତ ଅସ୍ଥାୟୀ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଅତିରିକ୍ତ…

ବଡ଼ବିଲ: ୨୮ ପ୍ରବାସୀଙ୍କ ପଡୋଶୀ ରାଜ୍ୟ ଝାରଖଣ୍ଡ ପ୍ରଶାସନ ସହାୟତାରେ ଘର ବାହୁଡା।

Posted by - May 7, 2020 0
ବଡବିଲ:(ସୀତାରାମ ଦୀକ୍ଷିତ) କରୋନା ମହାମାରୀକୁ ନେଇ ସମଗ୍ର ବିଶ୍ଵ ଥରହର ହେଉଥିବା ବେଳେ ଆମ ଦେଶରେ ମଧ୍ୟ ଏହାର ପ୍ରକୋପ ବୃଦ୍ଧି ହେବାରେ ଲାଗିଛି ଏବଂ ଆମ…