Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଦ୍ୟାଳୟ ରେ ୮୭ ତମ ଶିବ ଜୟନ୍ତୀ ସମାରୋହ ପାଳିତ

43 0

ହରଭଙ୍ଗା : ( ଚିତ୍ତରଞ୍ଜନ ସିଂ) ଆଜି ଶନିବାର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପୁରୁଣାକଟକ ଶାଖା ରେ 87 ତମ ଶିବଜୟନ୍ତୀ ମହାସମାରୋହରେ ପାଳିତ ହୋଇ ଯାଇଛି | ଅନୁଷ୍ଠାନର ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ରେ ହରଭଙ୍ଗା ବ୍ଲକ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ସ୍ୱପ୍ନିତା ନାୟକ ଓ ପୁରୁଣାକଟକ ଗ୍ରାମପଂଚାୟତ ର ସରପଞ୍ଚ ଶ୍ରୀଯୁକ୍ତ ଅଶୋକ କୁମାର ସେଠି ଅଂଶଗ୍ରହଣ କରିଥିଲେ |ଉକ୍ତ କାର୍ଯ୍ୟକ୍ରମ ରେ ସ୍ଥାନୀୟ ବ୍ରହ୍ମକୁମାରୀ ସଂଚାଳିକା ବି. କେ.ଟୁନି ଭଉଣୀ ଓ ସହ ସଂଚାଳିକା ବି. କେ. ସସ୍ମିତା ଭଉଣୀ ଙ୍କ କରକୋମଳରେ ଦୀପ ପ୍ରଜ୍ବଳନ କରାଯାଇଥିଲା | ବି. କେ. ଟୁନି ଭଉଣୀ ମନର ଶାନ୍ତି ଓ ଶିବରାତ୍ରି ର ଆଧ୍ୟାତ୍ମିକ ରହସ୍ୟ ଉପରେ ଆଲୋକପାତ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟାରେ ବ୍ରହ୍ମକୁମାର ଓ ବ୍ରାହ୍ମକୁମାରୀ ଭାଇଭଉଣୀ, ଯୋଗଦେଇଥିବା ବେଳେ ବି. କେ ପ୍ରଶାନ୍ତ ଓ ବି. କେ. ଜନାର୍ଦନ ସହଯୋଗ କରିଥିଲେ |

Related Post

ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା

Posted by - November 5, 2019 0
ଯାଜପୁର : (ଆନନ୍ଦ ଚନ୍ଦ୍ର ସାହୁ)ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ପ୍ରଦାନ,କର୍ମୀଙ୍କୁ ସର୍ବନିମ୍ନ ୧୮ ହଜାର ଟଙ୍କା ଦରମା,ସହାୟିକା ମାନଙ୍କୁ ୯ ହଜାର ଟଙ୍କା ପ୍ରଦାନ,ସୁପରଭାଇଜର ପଦବୀ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅଭିଭାବକ ଓ ଶିକ୍ଷକ ସଂଘର ବୈଠକ ଅନୁଷ୍ଠିତ

Posted by - January 25, 2023 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ସଦର ବ୍ଲକ ତେତେଲେଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଭିଭାବକ ଓ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଅଛି l ଏଥିରେ ଅଭିଭାବକ ମାନସ କୁମାର…

ହରଭଙ୍ଗା ବ୍ଳକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ

Posted by - July 12, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ହରଭଙ୍ଗା ବ୍ଳକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି।…

ଜଳ ଶକ୍ତି ଅଭିଯାନ ନୋଡାଲ ଅଧିକାରୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

Posted by - July 13, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ବର୍ଣ୍ଣପୁର ଜିଲ୍ଲାକୁ ଜଳ ଶକ୍ତି ଅଭିଯାନ ର କେନ୍ଦ୍ର ନୋଡାଲ ଅଧିକାରୀ ତଥା ନିର୍ଦେଶକ ବନ୍ଦର ଓ ଜାହାଜ ଚଳାଚଳ, ଜଳ ମାର୍ଗ ଶ୍ରୀଯୁକ୍ତ…

ସାରସ୍ୱତ କଲୋନୀ ରେ ଶିବ ରାଧାକୃଷ୍ଣ ଏବଂ ସତ୍ଯ ସାଇଂକର ମନ୍ଦିର ବିଗ୍ରହ ପ୍ରତିଷ୍ଠା

Posted by - December 8, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ) ସତ୍ଯ ସାଇ ସେବା ସଂଗଠନର ମୁଖ୍ଯ ମନ୍ଦିର ଭୁତାପଡା ଛକରେ ରହିଥିବା ବେଲେ ସମ୍ବଲପୁର ର ସାରସ୍ୱତ କଲୋନୀ ରେ ଦ୍ବିତୀୟ ମନ୍ଦିର ପ୍ରତିଷ୍ଠା…