Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ମନ୍ମଥ ଧଳ ମେମୋରିଆଲ୍ ଆନ୍ତଃରାଜ୍ୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

87 0

ଯାଜପୁର:ଉଦଯାପିତ ହେଲା ଯାଜପୁର ଜିଲ୍ଲା ଦଶରଥପୁର ବିରିପଟାରେ କିଟ ଓ ବିରିପଟା ଆଞ୍ଚଳିକ ପ୍ରଶିକ୍ଷଣ କେନ୍ଦ୍ର ପକ୍ଷରୁ ଆୟୋଜିତ ହୋଇଥିବା ମନ୍ମଥ ଧଳ ମେମୋରିଆଲ୍ ଆନ୍ତଃରାଜ୍ୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ। ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ଉଦଘାଟନ କରିଥିଲେ ।

ଏହି ଅବସରରେ ଭଳିବଲ ଫେଡରେସନର ସଭାପତି ତଥା କନ୍ଧମାଲ ସାଂସଦ ଡ଼ଃ ଅଚ୍ୟୁତ ସାମନ୍ତ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ଦୌଡ଼ରାଣୀ ଦୁତି ଚାନ୍ଦ ପ୍ରମୁଖ ଯୋଗ ଦେଇ ଗ୍ରାମାଞ୍ଚଳରେ ଏଭଳି ଆନ୍ତରାଜ୍ୟ ଟୁର୍ଣ୍ଣାମେଂଟ ଆୟୋଜନକୁ ପ୍ରଶଂସା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ବିଜୟ ଧଳ, ଓଡ଼ିଶାର କ୍ରୀଡା ନିର୍ଦେଶକ ଗଗନେନ୍ଦୁ ଦାସ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଟୁର୍ଣ୍ଣାମେଂଟରେ ବିଭିନ୍ନ ରାଜ୍ୟର ୬ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଫାଇନାଲରେ ଓଡ଼ିଶା ଟିମ ଝାଡ଼ଖଣ୍ଡ ଦଳକୁ ୨-୧ ସେଟରେ ପରାସ୍ତକରି ଚମ୍ପିୟାନ ଆଖ୍ୟା ଅର୍ଜନ କରିଛି । ମୁଖ୍ୟ ଅତିଥି ବିଜୟୀ ଦଳକୁ ଚମ୍ପିୟାନ ଟ୍ରଫି ସହ ନଗଦ ୨୫ହଜାର ଅର୍ଥରାଶି ଏବଂ ଝାରଖଣ୍ଡ ଦଳକୁ ରନର୍ସଅଫ ଟ୍ରଫି ସହ ନଗଦ ୧୫ହଜାର ଅର୍ଥରାଶି ପ୍ରଦାନ କରିଥିଲେ।

Related Post

ସର୍ବ ଭାରତୀୟ ଓପନ କରାଟେ ଚାମ୍ପିଅନସିପରେ ଟିଟିଲାଗଡକୁ ୪୬ ପଦକ

Posted by - December 1, 2021 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଓଡ଼ିଶାର ରାଜଧାନୀ ଭୁବନେଶ୍ବରର ଉତ୍କଳ କରାଟେ ସ୍କୁଲ ଠାରେ ସର୍ବ ଭାରତୀୟ କରାଟେ ଚାମ୍ପିୟନସିପ ତିନି ଦିନ ଧରି ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରତିଯୋଗିତା…

ଜାତୀୟ ସ୍ନୁକର ଖେଳିବେ ୩ ଓଡ଼ିଆ

Posted by - January 30, 2019 0
ଭୁବନେଶ୍ବର: ଇନ୍ଦୋରରେ ଚାଲିଥିବା ଜାତୀୟ ସ୍ନୁକର ପ୍ରତିଯୋଗିତାରେ ଓଡ଼ିଶାର ୩ ଶୀର୍ଷ ‌ଖେଳାଳି ଆକାଶ ମହାପାତ୍ର, ସୁବ୍ରତ କୁମାର ଦାସ ଏବଂ ଡକ୍ଟର ରାକେଶ ରୋଶନ ପ୍ରଧାନ…

ଆରମ୍ଭ ହୋଇଛି ୧୪ତମ ଅଶୋକଦାସ ମେମୋରିଆଲ ଅଲ ଇଣ୍ଡିଆ କ୍ରିକେଟ ଟୁର୍ଣ୍ଣାମେଂଟ

Posted by - December 30, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବ୍ଳକ ଚଇନିପୁରସ୍ଥିତ ସୁଦର୍ଶନପାଢ଼ୀ ଉଚ୍ଚବିଦ୍ୟାଳୟ ପଡିଆରେ ଆରମ୍ଭ ହୋଇଛି ୧୪ତମ ଅଶୋକଦାସ ମେମୋରିଆଲ ଅଲ ଇଣ୍ଡିଆ କ୍ରିକେଟ ଟୁର୍ଣ୍ଣାମେଂଟ। ମେଲବର୍ଣ…

ଉଦଘାଟିତ ହୋଇଯାଇଛି ଅଶୋକ ଦାସ ସ୍ମାରକୀ କ୍ରିକେଟ ପ୍ରତିଯୋଗୀତା

Posted by - January 30, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ଯାଜପୁର ବାଳାଶ୍ରମ ପଡିଆରେ ଉଦଘାଟିତ ହୋଇଯାଇଛି ଅଶୋକ ଦାସ ସ୍ମାରକୀ କ୍ରିକେଟ ପ୍ରତିଯୋଗୀତା । ଯାଜପୁର ଜିଲାପାଳ ରଂଜନ କୁମାର ଦାସ ଏହି…

ବୌଦ୍ଧ ଜିଲ୍ଲା କ୍ରିକେଟ ସଙ୍ଘର ନିର୍ବାଚନ ସଭାପତି ଭାବେ ନିରଞ୍ଜନ ମେହେର ଓ ସଂପାଦକ ଯୁଗଳ କିଶୋର ସାମଲ ନିର୍ବାଚିତ

Posted by - May 29, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଆଜି ବୌଦ୍ଧ ଜିଲ୍ଲା କ୍ରିକେଟ ସଙ୍ଘର ବାର୍ଷିକ ସାଧାରଣ ପରିଷଦ ବୈଠକ ଏବଂ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ସଭାପତି ଭାବେ ନିରଞ୍ଜନ…