Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଡିସେମ୍ବର ୪ରୁ ୮ ତାରିଖ ପର୍ଯ୍ୟନ୍ତ କିଟ ବିଶ୍ୱବିଦ୍ୟାଳୟ ପରିସରରେ ୩ୟ ଟେବୁଲଟେନିସ ପ୍ରିିମିୟର ଲିଗ୍

278 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଆସନ୍ତା ଡିସେମ୍ବର ୪ରୁ ୮ ତାରିଖ ପର୍ଯ୍ୟନ୍ତ କିଟ ବିଶ୍ୱବିଦ୍ୟାଳୟ ପରିସରରେ ୩ୟ ଟେବୁଲଟେନିସ ପ୍ରିିମିୟର ଲିଗ୍ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରତିଯୋଗୀତାରେ ଯାଜପୁରର କଳିଙ୍ଗ ଗୃପ ଅପଂ ଇନଷ୍ଟିଚ୍ୟୁସନ ର ପକ୍ଷରୁ ଯାଜପୁର ସୁଟର ଟିମ୍ ଖେଳିବ । ଏହି ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦୀରରେ ଜର୍ସି ଉନ୍ମୋଚନ କରାଯାଇଥିଲା । ମାଙ୍କ ପାଖରେ ଜର୍ସିକୁ ପୂଜା କରିବା ପରେ ଦଳ ପାଇଁ ଶୁଭେଚ୍ଛା କାମନା କରିଥିଲେ । ଏଥିରେ ଯାଜପୁର ଭାରପ୍ରାପ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି,କେଜିଆଇ ଅଧ୍ୟକ୍ଷ ଆଲେକଜାଣ୍ଡାର ଦାସ,ଜିଲା କ୍ରିଡା ଅଧିକାରୀ ପଂକିର ମୋହନ ଟୁଡୁ,ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସନ୍ତୋଷ ସେଠୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

Facebook Notice for EU! You need to login to view and post FB Comments!

Related Post

ଶ୍ରୀଲଙ୍କାରେ ଆୟୋଜିତ ଅନ୍ତର୍ଜାତୀୟ ଆଇରନ ମ୍ୟାନ କାର୍ଯ୍ୟକ୍ରମରେ ଓଡିଆ ଯୁବକଙ୍କ ସଫଳତା

Posted by - February 27, 2019 0
ଲଙ୍କାରେ ଆୟୋଜିତ ଅନ୍ତର୍ଜାତୀୟ ଆଇରନ ମ୍ୟାନ କାର୍ଯ୍ୟକ୍ରମରେ ଓଡିଆ ଯୁବକଙ୍କ ସଫଳତା। ନୟାଗଡ଼ର ସୌଭାଗ୍ୟ କୁମାର ରଥଙ୍କୁ ମିଳିଛି ଏହି ସଫଳତା। ‘ଆଇରନ୍‌ ମ୍ୟାନ୍‌ ୭୦.୩’ କୁ…

ସିନ୍ଧେକେଲାତୃତୀୟ ଦିବସ ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ଝାରସୁଗୁଡା, ସେମି ଫାଇନାଲରେ

Posted by - November 10, 2021 0
ବଙ୍ଗୋମୁଣ୍ଡା:( ଅଭିମନ୍ୟୁ ବହିଦାର)ବଲାଙ୍ଗିର ଜିଲ୍ଲାବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପଲ୍ଲୀ ଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ସ୍ଥାନୀୟ ଡେଜଳିଙ୍ଗ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଚାଲିଥିବା…

ହାଟପଦା ପ୍ରିମିଅର ଲିଗ ସିଜନ ୩ ର ବିଜେତା ହେଲେ ପାୱାର ହିଟର

Posted by - January 9, 2022 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ) ଜାନୁଆରୀ ତିନ ତାରିଖରୁ ସ୍ଥାନୀୟ ଡିଏଭି ମହାବିଦ୍ୟାଳୟ ଖେଳ ପଡ଼ିଆରେ ହାଟପଦା ରୟାଲ କ୍ରିକେଟ କ୍ଳବ ତରଫରୁ ହାଟପଦା ପ୍ରୀମିଅର ଲିଗ ସିଜନ…

ଦଶମ ଅଶୋକ ଦାସ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Posted by - December 19, 2021 0
ଯାଜପୁର:(ଅବଦୁଲ ଗନି)ଯାଜପୁର ଜିଲ୍ଲାରେ ଅୟୋଜିତ ହେଵାକୁ ଥିବା ୧୦ ମ ଆନ୍ତରାଜ୍ୟ ଅଶୋକ ଦାସ ମେମୋରିଆଲ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସର୍କିଟ…

ସିନ୍ଧେକେଲା ନକଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଦିବସ ଖେଳରେ ରାୟଗଡ଼ା ସେମିଫାଇନାଲରେ

Posted by - November 11, 2021 0
ବଙ୍ଗୋମୁଣ୍ଡା:(ଅଭିମନ୍ୟୁ ବହିଦାର)ବଲାଙ୍ଗିର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପଲ୍ଲୀ ଶ୍ରୀନୋଡାଲ ହାଇସ୍କୁଲ ଖେଳ ପଡ଼ିଆରେ ସ୍ଥାନୀୟ ଡେଜଳିଙ୍ଗ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଗତ ୭…

There are 1 comments

Leave a comment

Your email address will not be published.