୨୦ କେଜି ରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ, ଦୁଇ ଜଣ ଅଭିଯୁକ୍ତ ଙ୍କୁ ଗିରଫ

109 0

ଯାଜପୁର:ଯାଜପୁର ଅବକାରୀ ବିଭାଗ ପକ୍ଷରୁ ଖଣ୍ଡରା ଅଞ୍ଚଳରେ ଚଢ଼ାଉ କରାଯାଇ ୨୦ କେଜି ରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ କରାଯାଇଛି। ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି। ଏହି ଘଟଣା ରେ ଦୁଇ ଜଣ ଅଭିଯୁକ୍ତ ଙ୍କୁ ଗିରଫ କରାଯାଇଛି। ଦୁଇ ଅଭିଯୁକ୍ତ ହେଲେ ରଞ୍ଜନ ସାହୁ ଏବଂ ଦୀପକ କୁମାର ସାହୁ। ଯାଜପୁର ଅବକାରୀ ଥାନା ପକ୍ଷରୁ ଦୁଇଟି ମାମଲା ରୁଜୁ କରି ଉଭୟ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରାଯାଇଛି।

Related Post

ରାସ୍ତା ରେ ଗୋଡ଼ାଇ ଗୋଡ଼ାଇ ହତ୍ୟା

Posted by - September 30, 2019 0
ଅନୁଗୁଳ:(ମହେଶ ଭୋମରାଜ)ଅନଗୁଳ ଜିଲ୍ଲା ଅନ୍ତୁଳିଆ ପଞ୍ଚାୟତ ର ୭ ନମ୍ବର ୱାର୍ଡ ମେମ୍ବରଙ୍କୁ ହତ୍ୟା। ବିଚ ରାସ୍ତା, ସର୍ବ ସଂମୁଖ ରେ ୱାର୍ଡ ମେମ୍ବର ଜଗବନ୍ଧୁ ବେହେରାଙ୍କୁ…

ଯୁବକଙ୍କୁ ଗିରଫ ଦାବିରେ ରାତି ସାରା ଧାରଣା ରେ ବସିଲେ ଗ୍ରାମବାସୀ

Posted by - April 10, 2021 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଗାଁ ରେ ଗଣ୍ଡଗୋଳ ସୃଷ୍ଟି କରୁଥିବା ଯୁବକଙ୍କୁ ଗିରଫ ଦାବିରେ ରାତି ସାରା ଧାରଣା ରେ ବସିଲେ ଗ୍ରାମବାସୀ। ଯାଜପୁର ଜିଲ୍ଲା…

ବଳିତା ଜଙ୍ଗଲରେ ବୃଦ୍ଧାଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ନିର୍ମମ ହତ୍ୟା,ସଂପର୍କୀୟା ପୁତୁରା ବୋହୁ ଗିରଫ୍‌,କଟୁରୀ ଜବତ୍

Posted by - May 13, 2020 183
ବଡ଼ବିଲ:(ସୀତାରାମ ଦୀକ୍ଷିତ) ଅନ୍ଧ ବିଶ୍ୱାସର କୁପରିଣତି ପୁଣି ସାମ୍ନାକୁ ଆସିଛି । ଗୁଣିଗାରେଡ଼ି ସନ୍ଦେହରେ ସଂପର୍କୀୟା ପୁତୁରା ବୋହୁର ଶାଶୁକୁ ବିଭତ୍ସ ହତ୍ୟା । ଗତ ଶନିବାର, ବଡ଼ବିଲ…

ଦୁଇ ବଜ୍ରକାପ୍ତା ଉଦ୍ଧାର ସହ ଦୁଇ ଶିକାରୀଙ୍କୁ ଗିରଫ କଲା ଏସ ଟି ଏଫ

Posted by - March 23, 2023 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବଜ୍ରକାପ୍ତା ବିକ୍ରି ଉଦ୍ୟମ ବେଳେ ବୌଦ୍ଧ ଜିଲା ଜାମୁଖୋଲ ଗ୍ରାମର ଦୁଇ ଶିକାରୀଙ୍କୁ ଗିରଫ କଲା ପୋଲିସ ର ସ୍ପେଶାଲ ଟାସ୍କ ଫୋର୍ସ l ବଜ୍ରକାପ୍ତା…

ନବରଙ୍ଗପୁର ପୋଲିସ କୁ ମିଳିଛି ବଡ଼ ସଫଳତା :୨୬ଟି ସ୍ମାର୍ଟ ଫୋନ ଉଦ୍ଧାର

Posted by - September 27, 2021 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ )ନବରଙ୍ଗପୁର ପୋଲିସ କୁ ମିଳିଛି ବଡ଼ ସଫଳତା ! 26ଟି ସ୍ମାର୍ଟ ଫୋନ କୁ ଉଦ୍ଧାର କରିଛି ନବରଙ୍ଗପୁର ପୋଲିସ !…