ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ସହକାରୀ ଜିଲ୍ଲାପାଳ ଶିବ ପ୍ରସାଦ ମହାପାତ୍ର ଓ ଜିଲ୍ଲା ମଗଂଳ ବିଭାଗ ର କର୍ମଚାରୀ ଦୁଃଶାସନ ବେହେରା ସରକାରୀ ଚାକିରୀ ରୁ ଅବସର ନେଇଥିବା ରୁ ଶନିବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଦାୟ କାଳୀନ ସମ୍ବର୍ଦ୍ଧିନା।
ଭାରପ୍ରାପ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ, ଡେପୁଟି କଲେକ୍ଟର କାଜଲ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ସହକାରୀ ଜିଲ୍ଲାପାଳ ତିଳୋତ୍ତମା ପୃଷ୍ଟି,ଅନୁପ ବେହେରା,ଶୁଭଦର୍ଶନ ମିଶ୍ର, ସ୍ୱଳ୍ପ ସଂଚୟ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ, କ୍ରୀଡା ଅଧିକାରୀ ଫକୀରମୋହନ ଟୁଡୁ, ସଂସ୍ଥା ବିଭାଗ ର ମୁଖ୍ୟ କିରାଣୀ ଅଲେଖ ମହାରଣା ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଯୋଗ ଦେଇ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ।
Facebook Notice for EU!
You need to login to view and post FB Comments!