Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ମହୁମାଛି ଆକ୍ରମଣରେ ଜଣେ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

38 0

ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବାଣୀଭୂଷଣପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦିଗସିରା ଗ୍ରାମର ଭଗବାନ ପ୍ରଧାନ ଆଜି ପ୍ରାତଃ ଭ୍ରମଣ ରେ ଯାଉଥିବା ସମୟରେ ମହୁମାଛି ଆକ୍ରମଣ କରିଥିବା ଜଣାପଡିଛି l ଆଜି ପ୍ରାତଃ ଭ୍ରମଣ ସମୟରେ ଆକ୍ରମଣ ହୋଇଥିବା ବେଳେ ତାଙ୍କୁ ଚାରିଛକ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ l ପରେ ତାଙ୍କୁ ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି l

Related Post

ଗଞ୍ଜାମ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

Posted by - November 2, 2020 0
ଛତ୍ରପୁର:ଗଞ୍ଜାମ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଗତ ମାସ ୨୭ ତାରିଖ ଠାରୁ ନଭେମ୍ବର ୨ ତାରିଖ ପର୍ୟ୍ୟନ୍ତ ପାଳନ ହୋଇ ଆସୁଅଛି ।…

ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ

Posted by - November 12, 2022 0
ସମ୍ବଲପୁର : (ରମାକାନ୍ତ ବିଶ୍ବାଳ) ହୀରାକୁଦର ଲରପଙ୍କ ଠାରେ ସହରାଂଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦ୍ଘାଟିତ ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ନଗର ସ୍ୱାସ୍ଥ୍ୟ ସମିତି…

ହରଭଙ୍ଗାରେ ମା ସରସ୍ବତୀ ପୂଜା ଅନୁଷ୍ଠିତ

Posted by - February 5, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଆଜି ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ସମଗ୍ର ହରଭଙ୍ଗା ବ୍ଲକର ବିଭିନ୍ନ ସ୍ଥାନରେ ମା’ସରସ୍ବତୀ ଦେଵୀ ଙ୍କୁ ପୂଜା ଅର୍ଚନା କରାଯାଇଥିଲା। କୋଭିଡ…

ଟିଟିଲାଗଡ଼ ସରକାରୀ ଡାକ୍ତରଖାନାରେ ୩ ଡାକ୍ତର ଆସିଲେ, ଆସିବାର ମାସେ ନ ପୁରୁଣୁ ଜଣେ ବଦଳି ଜଣେ ଛୁଟି ନ ନେ଼ଇ ପଳେଇଲେ

Posted by - October 20, 2022 0
ଟିଟିଲାଗଡ଼ : (ସଞ୍ଜୟ କୁମାର ନାୟକ)  ଟିଟିଲାଗଡ଼ ସରକାରୀ ଡାକ୍ତରଖାନାରେ ଡାକ୍ତରଙ୍କ ପଦବି ପୂରଣ ପାଇଁ ଆମ ଆଦମୀ ପାର୍ଟି ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା…

ଟିଟିଲାଗଡ଼ରେ ସୂର୍ଯ୍ୟଙ୍କ ରୌଦ୍ରରୂପ, ଗରମ ସାଙ୍ଗକୁ ବିଦ୍ୟୁତ କାଟ ସାଜିଛି ଜନସାଧାରଣଙ୍କ ମୁଣ୍ଡ ବ୍ୟଥାର କାରଣ

Posted by - April 29, 2022 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ)ସାରା ଓଡ଼ିଶାରେ ଟିଟିଲାଗଡ଼ ସହର ପ୍ରସିଦ୍ଧ ଗରମ ପାଇଁ। । ପ୍ରକୃତରେ ସୂର୍ଯ୍ୟ ଦେବଙ୍କ ଯେମିତି ହୃଦୟ ଭିତରେ ସ୍ଥାନ ନେଇ ପକେଇଛି ଟିଟିଲାଗଡ…