Breaking News
8:52 amବାହାନଗା ଉଚ୍ଚ ବିଦ୍ୟାଳୟର ଭଙ୍ଗା କାମ ଆରମ୍ଭ, କରମଣ୍ଡଳ ଦୁର୍ଘଟଣାରେ ଅସ୍ଥାୟୀ ଶବାଗାର ପାଲଟିଥିବା ବାହାନଗା ହାଇସ୍କୁଲକୁ ନେଇ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ପ୍ରବଳ ଭୟ ପାଲଟି ଥିଲା,ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯିବ :- ବାଲେଶ୍ବର ଜିଲ୍ଲାପାଳ 8:09 amମାତ୍ର ଅଧଘଣ୍ଟାଏ କାଳବୈଶାଖୀରେ ରାଜଧାନୀରେ ବିଷମ ସ୍ଥିତି ସୃଷ୍ଟି,କିଛି ଅଞ୍ଚଳରେ ୩ ଘଣ୍ଟା ପରେ ବି ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳ ଏବେ ବି ଅନ୍ଧାରରେ 8:05 amନୂଆପଡ଼ା ଜିଲ୍ଲା ଖରିଆର୍‌ ରୋଡ୍‌ ରେଲୱେ ଷ୍ଟେସନରେ ଦୁର୍ଗ-ପୁରୀ ଇଣ୍ଟର୍‌ସିଟି ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ,ଅଗ୍ନିଶମ ବିଭାଗ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ କଲେ ଆୟତ୍ତ , 11:45 pmଆଶାଢ଼ରେ ୪୦ ଡିଗ୍ରି ଉପରେ ୨୬ ସହର: ସମ୍ବଲପୁର ଓ ସୋନପୁରରେ ତାପମାତ୍ରା ୪୪.୬ ଡିଗ୍ରି ରେକର୍ଡ 11:44 pmପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ‘ଗୁପ୍ତେଶ୍ୱର’ ନିକଟ ସାବେରୀ ନଦୀରେ ଗାଧୋଉଥିଲେ, ବୁଡ଼ିଗଲେ ମହିଳା

ଗଂଜେଇ ଜବତ

62 0

ସୁବର୍ଣ୍ଣପୁର :(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ରେ ପୁଣି ଗଞ୍ଜେଇ ଜବତ । ସୋନପୁର ସହର ବୁଢ଼ାରାଜା ଛକ ରୁ ଏକ କାର ରୁ ୬୦କେଜି ଗଞ୍ଜେଇ ଧରିଲା ଅବକାରୀ ବିଭାଗ । ଛତିଶଗଡ ରାଜ୍ୟ ରାଏଗଡ଼ ର ଉତ୍ତମ ଶ୍ରୀବାସ ନାମକ ଡ୍ରାଇଭର କୁ ଗିରଫ କରିଛି ଅବକାରୀ ବିଭାଗ ।

ବୌଧ ଜିଲ୍ଲା ରୁ ଛତିଶଗଡ କୁ ଗଂଜେଇ ଚୋରା ଚାଲାଣ ହେଉଥିବା ସୂଚନା ଦେବା ସହ ଆଜି ଡ୍ରାଇଭର କୁ କୋଟ ଚାଲାଣ କରାଯିବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

 

Related Post

ମହିଳାଙ୍କ ଠାରୁ ସୁନା ଚେନ ଲୁଟ

Posted by - December 17, 2022 0
ଯାଜପୁର :ଯାଜପୁର ଟାଉନ ଥାନା ଅନ୍ତର୍ଗତ ମାନସାପୋଲ ଠାରେ ମହିଳାଙ୍କ ଠାରୁ ସୁନା ଚେନ ଲୁଟ । ମହିଳା ଜଣକ ଯାଜପୁର ପୌରପାଳିକା କର୍ମଚାରୀ କୁନିଲତା ସାହୁ। …

ତୂର୍ଲା ଗାଁ ରେ ଅବକାରୀ ବିଭାଗର ଚଢ଼ାଉ ମଦ ଜବତ ୩ ଜଣ ଗିରଫ

Posted by - August 18, 2022 0
ଖପ୍ରାଖୋଲ:୧୮/୮(ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ୍ ଭାନପୁର୍ ପଞ୍ଚାୟତ ତୁର୍ଲା ଗାଁରେ ପାଟଣାଗଡ଼ ଅବକାରୀ ବିଭାଗ ଚଢ଼ଉ କରି ବୁଧବାର ୨୫୫ ଲିଟର ଦେଶୀ ମହୁଲି ମଦ…

ସରକାରୀ ନିୟମକୁ ବେଖାତିର ଜେସିବିରେ ଚାଲିଛି ମୋରମ ଚାଲାଣ

Posted by - December 10, 2019 0
ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାରେ ଲଘୁଖଣିଜ ଦ୍ରବ୍ୟର ବେଆଇନ ଉତ୍ତୋଳନ ସାଙ୍ଗକୁ ଚୋରା ଚାଲାଣ ପ୍ରଶାସନର ଜ୍ଞାତସାରରେ ବେଧଡକ ଚାଲିଛି। ଆଉ ବିପୁଳ ପରିମାଣର ରାଜସ୍ବ ହରାଉଛନ୍ତି ସରକାର।…

ପୁଣି ଲଜ୍ଜା। ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଥାନା ଅଂଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ।

Posted by - December 14, 2019 1,034
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଜଣେ ନିଖୋଜ ନାବାଳିକାଙ୍କ ମୃତଦେହ ଠାବ ଘଟଣା ସେହି ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ବି ହୋଇଛି।ଶନିବାର…

ଛାତ୍ରୀ ଙ୍କୁ ଅସଦାଚରଣ କରି ଫାର୍ମାସିଷ୍ଟ ଗିରଫ

Posted by - October 13, 2019 0
ବାରିପଦା:( ସିତାରାମ ଦୀକ୍ଷିତ) ମାଣତ୍ରୀ ଛକରେ ଥିବା ପ୍ରଧାନ ହେଲଥ୍‍ କେୟାର ପାଥୋଲ୍ୟାବର ଫାର୍ମାସିଷ୍ଟଙ୍କୁ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଗିରଫ ହୋଇ କୋର୍ଟ ଚାଲାଣ…