Breaking News
8:52 amବାହାନଗା ଉଚ୍ଚ ବିଦ୍ୟାଳୟର ଭଙ୍ଗା କାମ ଆରମ୍ଭ, କରମଣ୍ଡଳ ଦୁର୍ଘଟଣାରେ ଅସ୍ଥାୟୀ ଶବାଗାର ପାଲଟିଥିବା ବାହାନଗା ହାଇସ୍କୁଲକୁ ନେଇ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ପ୍ରବଳ ଭୟ ପାଲଟି ଥିଲା,ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯିବ :- ବାଲେଶ୍ବର ଜିଲ୍ଲାପାଳ 8:09 amମାତ୍ର ଅଧଘଣ୍ଟାଏ କାଳବୈଶାଖୀରେ ରାଜଧାନୀରେ ବିଷମ ସ୍ଥିତି ସୃଷ୍ଟି,କିଛି ଅଞ୍ଚଳରେ ୩ ଘଣ୍ଟା ପରେ ବି ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳ ଏବେ ବି ଅନ୍ଧାରରେ 8:05 amନୂଆପଡ଼ା ଜିଲ୍ଲା ଖରିଆର୍‌ ରୋଡ୍‌ ରେଲୱେ ଷ୍ଟେସନରେ ଦୁର୍ଗ-ପୁରୀ ଇଣ୍ଟର୍‌ସିଟି ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ,ଅଗ୍ନିଶମ ବିଭାଗ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ କଲେ ଆୟତ୍ତ , 11:45 pmଆଶାଢ଼ରେ ୪୦ ଡିଗ୍ରି ଉପରେ ୨୬ ସହର: ସମ୍ବଲପୁର ଓ ସୋନପୁରରେ ତାପମାତ୍ରା ୪୪.୬ ଡିଗ୍ରି ରେକର୍ଡ 11:44 pmପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ‘ଗୁପ୍ତେଶ୍ୱର’ ନିକଟ ସାବେରୀ ନଦୀରେ ଗାଧୋଉଥିଲେ, ବୁଡ଼ିଗଲେ ମହିଳା

ବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

34 0

Related Post

ନବୀନଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଲେ ଯୋଗେଶ

Posted by - February 7, 2019 1,376
ପୂର୍ବତନ କଂଗ୍ରେସ ବିଧାୟକ ଯାେଗଶସିଂ ଆଜି ବିେଜଡିରେ ଯୋଗଦେଇଛନ୍ତି। ଭୁବନେଶ୍ବରରେ ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାେର ଅନୁଷ୍ଠିତ ମିଶ୍ରଣ ପର୍ବରେ…

ମମିତା ମେହେର କୁ ନ୍ୟାୟ, ଶକ୍ତି ଓ ଗୃହମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଙ୍କ ବରଖାସ୍ତ ଦାବିରେ ବିଜେପି ର ବନ୍ଦ ପାଳନ

Posted by - October 21, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)ସମଗ୍ରରାଜ୍ୟ ରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ଗୋଲାମୁଣ୍ଡା ସନ୍ ସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ରେ ସମ୍ପୃକ୍ତ ସମସ୍ତ ଅପରାଧି…