Breaking News
8:52 amବାହାନଗା ଉଚ୍ଚ ବିଦ୍ୟାଳୟର ଭଙ୍ଗା କାମ ଆରମ୍ଭ, କରମଣ୍ଡଳ ଦୁର୍ଘଟଣାରେ ଅସ୍ଥାୟୀ ଶବାଗାର ପାଲଟିଥିବା ବାହାନଗା ହାଇସ୍କୁଲକୁ ନେଇ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ପ୍ରବଳ ଭୟ ପାଲଟି ଥିଲା,ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯିବ :- ବାଲେଶ୍ବର ଜିଲ୍ଲାପାଳ 8:09 amମାତ୍ର ଅଧଘଣ୍ଟାଏ କାଳବୈଶାଖୀରେ ରାଜଧାନୀରେ ବିଷମ ସ୍ଥିତି ସୃଷ୍ଟି,କିଛି ଅଞ୍ଚଳରେ ୩ ଘଣ୍ଟା ପରେ ବି ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳ ଏବେ ବି ଅନ୍ଧାରରେ 8:05 amନୂଆପଡ଼ା ଜିଲ୍ଲା ଖରିଆର୍‌ ରୋଡ୍‌ ରେଲୱେ ଷ୍ଟେସନରେ ଦୁର୍ଗ-ପୁରୀ ଇଣ୍ଟର୍‌ସିଟି ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ,ଅଗ୍ନିଶମ ବିଭାଗ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ କଲେ ଆୟତ୍ତ , 11:45 pmଆଶାଢ଼ରେ ୪୦ ଡିଗ୍ରି ଉପରେ ୨୬ ସହର: ସମ୍ବଲପୁର ଓ ସୋନପୁରରେ ତାପମାତ୍ରା ୪୪.୬ ଡିଗ୍ରି ରେକର୍ଡ 11:44 pmପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ‘ଗୁପ୍ତେଶ୍ୱର’ ନିକଟ ସାବେରୀ ନଦୀରେ ଗାଧୋଉଥିଲେ, ବୁଡ଼ିଗଲେ ମହିଳା

ଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

69 0

Related Post