Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଫୁ, ବିଦ୍ୟାଳୟରେ ଚାଲିଛି ପାଠ ପଢ଼ା ଓ ଖେଳ,ସଦର ମହକୁମା ମୋହନାଠାରେ ରହିଥିବା ସେଣ୍ଟ ପିଟର କନଭେଣ୍ଟ ସ୍କୁଲରେ ଚାଲିଛି ପାଠ ପଢ଼ା। ପଠା ପଢା ସହ ପ୍ରଚଣ୍ଡ ଖରାରେ ପିଲା ମାନେ ସ୍କୁଲ ପରିସର ପଡ଼ିଆରେ ଖେଳୁଥିବା ମଧ୍ୟ ଦେଖିବାକୁ ମିଳିଛି

59 0

Related Post