Breaking News
8:52 amବାହାନଗା ଉଚ୍ଚ ବିଦ୍ୟାଳୟର ଭଙ୍ଗା କାମ ଆରମ୍ଭ, କରମଣ୍ଡଳ ଦୁର୍ଘଟଣାରେ ଅସ୍ଥାୟୀ ଶବାଗାର ପାଲଟିଥିବା ବାହାନଗା ହାଇସ୍କୁଲକୁ ନେଇ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ପ୍ରବଳ ଭୟ ପାଲଟି ଥିଲା,ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯିବ :- ବାଲେଶ୍ବର ଜିଲ୍ଲାପାଳ 8:09 amମାତ୍ର ଅଧଘଣ୍ଟାଏ କାଳବୈଶାଖୀରେ ରାଜଧାନୀରେ ବିଷମ ସ୍ଥିତି ସୃଷ୍ଟି,କିଛି ଅଞ୍ଚଳରେ ୩ ଘଣ୍ଟା ପରେ ବି ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳ ଏବେ ବି ଅନ୍ଧାରରେ 8:05 amନୂଆପଡ଼ା ଜିଲ୍ଲା ଖରିଆର୍‌ ରୋଡ୍‌ ରେଲୱେ ଷ୍ଟେସନରେ ଦୁର୍ଗ-ପୁରୀ ଇଣ୍ଟର୍‌ସିଟି ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ,ଅଗ୍ନିଶମ ବିଭାଗ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ କଲେ ଆୟତ୍ତ , 11:45 pmଆଶାଢ଼ରେ ୪୦ ଡିଗ୍ରି ଉପରେ ୨୬ ସହର: ସମ୍ବଲପୁର ଓ ସୋନପୁରରେ ତାପମାତ୍ରା ୪୪.୬ ଡିଗ୍ରି ରେକର୍ଡ 11:44 pmପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ‘ଗୁପ୍ତେଶ୍ୱର’ ନିକଟ ସାବେରୀ ନଦୀରେ ଗାଧୋଉଥିଲେ, ବୁଡ଼ିଗଲେ ମହିଳା

ଶାନ୍ତିପୁର ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ରେ ବାର୍ଷିକ ଉତ୍ସବ, ଉତ୍ତମ ଚରିତ୍ର ଗଠନ ପାଇଁ ସଂକଳ୍ପ ନେବାକୁ ଆହ୍ବାନ

51 0

ଖପ୍ରାଖୋଲ: ୧୪/୪( ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଶାନ୍ତିପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରେ ଆୟୋଜିତ ବାର୍ଷିକ ଉତ୍ସବ ରେ ଶିକ୍ଷା କେନ୍ଦ୍ରର ପରିଚାଳନା ମୁଖ୍ୟ ଭରତ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷା କେନ୍ଦ୍ର ର ଅଧ୍ୟକ୍ଷା ମିନତି ସାହୁ ବିବରଣୀ ପଠନ କରିଥିଲେ

ମୁଖ୍ୟ ଅତିଥି ରୂପେ ପାଟଣାଗଡ ଉପଜିଲ୍ଲପାଳ ଡ଼ା ବିଜୟାନନ୍ଦ ସେଠି , ମୁଖ୍ୟ ବକ୍ତା ରୂପେ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ର ଅଧ୍ୟାପିକା ତାପିନି ପଣ୍ଡା , ସମ୍ମାନିତ ଅତିଥି ରୂପେ ଖପ୍ରାଖୋଲ ବିଡ଼ିଓ ରଶ୍ମିରଞ୍ଜନ ରାଉତ, ବ୍ଲକ ଅଧ୍ୟକ୍ଷା ନିରୁପମା ପଟେଲ, ଧଣ୍ଡାମୁଣ୍ଡା ସରପଞ୍ଚ ବୈଦ୍ୟନାଥ ମିଶ୍ର , ଅନୁଷ୍ଠାନ ର ଉପଦେଷ୍ଟା ଜଗଦା ନନ୍ଦ ବେହେରା ପ୍ରମୁଖ ଯୋଗ ଦେଇଥିଲେ।

ବିଦ୍ୟା ଅଧ୍ୟୟନ ସହ ଉତ୍ତମ ଚରିତ୍ର ଗଠନ ପାଇଁ ସଂକଳ୍ପ ନେବାକୁ ବକ୍ତାମାନେ ଛାତ୍ରୀ ଛାତ୍ର ଙ୍କୁ କହିଥିବା ବେଳେ ଦେଶ ସେବାରେ ମନ ନିବେଶ କରିବାକୁ କହିଥିଲେ । ଏହି ଅବସରରେ ଛାତ୍ରୀ ଛାତ୍ର ମାନେ ବିଭିନ୍ନ ଦେଶତ୍ମ ବୋଧକ ନାଚ ଗୀତ ପରିବେଷଣ କରିଥିଲେ । ଶେଷରେ ଦେବାକାନ୍ତ ପାଣିଗ୍ରାହୀ ଧନ୍ୟବାଦ୍ ଅର୍ପଣ କରିଥିଲେ।

Related Post

ଗାଁ ପୋଖରୀ ରୁ ଅଜଗର ଉଦ୍ଧାର

Posted by - May 28, 2023 0
ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ପାଣି ଭିତରୁ ବିରାଟ କାୟ ଅଜଗର ଉଦ୍ଧାର । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ସୁଲେଇ ଗାଁର ଏକ ପୋଖରିରୁ ଏକ ଅଜଗରକୁ ଉଦ୍ଧାର…

ବୈଷ୍ଣବ ଦତ୍ତ ହାଇସ୍କୁଲ ପରିସରରେ ବରିଷ୍ଠନାଗରିକ ଦିବସ ପାଳିତ 

Posted by - October 6, 2021 0
ଯାଜପୁର : (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବୈଷ୍ଣବ ଦତ୍ତ ହାଇସ୍କୁଲ ପରିସରରେ ବରିଷ୍ଠନାଗରିକ ଦିବସ ପାଳିତ ହୋଇଯାଇଛି I  ଅବସରପ୍ରାପ୍ତ ପ୍ରଶାସକ ନୃସିଂହ ଚରଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ମୁଖ୍ୟ ଅତିଥି,ପ୍ରବୋଦ କୁମାର ନାୟକ,ଗଦାଧର ରାଉତ ଏବଂ ବରିଷ୍ଠ ସାମ୍ବାଦିକ ଆନନ୍ଦ ଚନ୍ଦ୍ର ସାହୁ ଭାବେ ଯୋଗ ଦେଇ ସମାଜରେ ବରିଷ୍ଠ ନାଗରିକ ମାନଙ୍କର ଭୂମିକା ସଂପର୍କରେ ଆଲୋଚନା କରିବା ସହିତ ବିରଷ୍ଠ ନାଗରିକ ଦିବସର ତାତ୍ପର‌୍ୟ୍ୟ ବିଷୟରେ କହିଥିଲେ ।

ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ବନ୍ୟା ଆଶ୍ରୟ ସ୍ଥଳିଲେ ମକଡିଲ ଅନୁଷ୍ଠିତ

Posted by - June 20, 2022 0
ବୌଦ୍ଧ: (ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲାର ଚାରିଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ବହିରା, ଘଣ୍ଟାପଡା, କୁଳୁତାଜର ଏବଂ ଧର୍ମନଗର ରେ ସମ୍ଭାବୀୟ ବାତ୍ୟା ପରିସ୍ଥିତି…

ସେବା ପାଇଁ ଜଙ୍ଗଲ କୃଷି ଚାଷି, ବନ କର୍ମଚାରୀଙ୍କ ସମ୍ବର୍ଦ୍ଧିତ କଲେ ଜଙ୍ଗଲ ମନ୍ତ୍ରୀ ପ୍ରଦିପ କୁମାର ଅମାତ

Posted by - October 21, 2022 0
ବୌଦ୍ଧ : (ଚିତ୍ତରଞ୍ଜନ ସିଂ )ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବୀରନରସିଂହପୁର ସ୍ଥିତ ନର୍ସରୀ ଠାରେ ଜଙ୍ଗଲ କୃଷି ଚାଷିଙ୍କୁ ଅର୍ଥ ରାଶି ବନ ଏବଂ ବନ…

ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

Posted by - October 2, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୂଲ ପଞ୍ଚାୟତ ବାଲିଯୁରି ୟୁ.ଜି.ଏମ. ଇ. ସ୍କୁଲରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ…