Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ସିଂହ ବାହିନୀର ବାର୍ଷିକ ଉତ୍ସବ ଅନୁଷ୍ଠିତ 

77 0

ଯାଜପୁର:ଯାଜପୁର ସହରର ଭିମକରପୁର ରେ ମା ସିଂହ ବାହିନୀର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛିIପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ସହିତ ଭୋଗ ନୈବେଦ୍ୟ ଅର୍ପଣ କରାଯାଇଛି।

 ମାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଙ୍କ ବିଶେଷ ଆଗ୍ରହ ପରିଲକ୍ଷିତ ହୋଇଛି । ଶ୍ରଦ୍ଧାଳୁ ମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ମା ମହିମା ସମ୍ପର୍କରେ ଜାଣିବା ପରେ ପ୍ରତିବର୍ଷ ବାର୍ଷିକ ଉତ୍ସବ ରେ ଶ୍ରଦ୍ଧାଳୁ ଙ୍କ ସଂଖ୍ୟା ବଢିବାରେ ଲାଗିଛି।

Related Post

କେସିଙ୍ଗା ସାମ୍ବାଦିକ ମହାସଂଘ ତରଫରୁ ସ୍ବର୍ଗତ ରୋହିତ ବିଶ୍ୱାଳଙ୍କ ଶୋକସଭା ପାଳିତ

Posted by - February 7, 2022 0
କେଶିଙ୍ଗା :(ପିତେସ ପଟେଲ)କଳାହାଣ୍ଡି ଜିଲ୍ଲା କେସିଙ୍ଗା  ସାମ୍ବାଦିକ ମହାସଂଘ ପକ୍ଷରୁ ସ୍ଥାନୀୟ ପାଠାଗାର ପରିସରରେ ସ୍ବର୍ଗତ ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳ ଙ୍କ ଏକ  ଶୋକ ସଭା…

ଭାରତୀୟ ଜନ ଔଷଧି ପରିଯୋଜନା ପକ୍ଷରୁ ଆୟୋଜିତ ହେଲା ସଚେତନତା ଶୋଭାଯାତ୍ରା

Posted by - March 1, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)କେନ୍ଦ୍ର ସରକାରଙ୍କ ଦ୍ୱାରା ଗରିବ ଜନସାଧାରଣଙ୍କ ହିତ ଉଦେଶ୍ୟରେ ଦେଶରେ ଭାରତୀୟ ଜନଓøଷଧି ପରିୟୋଜନା ମାଧ୍ୟମରେ ଶସ୍ତା ଦରରେ ଉଚ୍ଚମାନର ଓøଷଧ ଯୋଗାଇ ଦିଆଯାଉଅଛି…

ରାସ୍ତା ତଳକୁ ଖସିଲା ମାଲ ବୋଝେଇ ଟ୍ରକ,ଡ୍ରାଇଭର ଓ ହେଲ୍ପର ଆହତ

Posted by - March 15, 2023 0
ବୌଦ୍ଧ :୧୫/୦୩୬(ଚିତ୍ତ ରଞ୍ଜନ ସିଂ )ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ 57ନଂ ଜାତୀୟ ରାଜପଥ କଖାରୁ ଫlଳ ଠାରେ ଗତକାଲି ବିଳମ୍ବିତ ରାତ୍ରିରେ ଏକ ଟ୍ରକ ଦୁର୍ଘଟଣା…