Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ପୌରପ୍ରଶାସନ ପକ୍ଷରୁ ଭେଣ୍ଡିଙ୍ଗ ଯୋନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

132 0

ଯାଜପୁର:ଯାଜପୁର ପୌରପାଳିକାର ସାନ ବଜାର ନିକଟରେ ପୌରପ୍ରଶାସନ ପକ୍ଷରୁ ଭେଣ୍ଡିଙ୍ଗ ଯୋନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି। ଯାଜପୁର ବିଧାୟକଙ୍କ ପ୍ରତିନିଧି ଭଵ ପ୍ରସାଦ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ।

ଏହି ଅବସରରେ ଯାଜପୁର ପୋୖରଅଧକ୍ଷ ରାଞ୍ଜୁଲତା ହୋତାଉପାଧ୍ୟକ୍ଷ ସନ୍ତୋଷ କୁମାର ମଲ୍ଲିକ ପୋୖର ପାଳିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟଯୋଶୀଙ୍କ ସମେତ କାଉନସିଲର ମାନେ ଉପସ୍ଥିତ ଥିଲେ। ଏହି ଭେଣ୍ଡିଙ୍ଗ ଯୋନରେ ୨୩ଟି ଦୋକାନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତୁର ସ୍ଥାପନ କରାଯାଇଥିଲା।

Related Post

ମଣ୍ଡିରେ କାର୍ଯ୍ୟ କରିଥିବା ଶ୍ରମିକ ପାଉଣା ପାଇବେ କେବେ ?

Posted by - July 5, 2022 0
ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ସରକାର ଶ୍ରମିକଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା କରିବା ସହ ଠିକ୍ ସମୟରେ ମଜୁରୀ ପ୍ରଦାନ କୁ ଗୁରୁତ୍ଵ ଦେଉଥିଲେ ହେଁ…

ଦୁର୍ଗମ ଅଞ୍ଚଳରେ ଜିଲାପ୍ରଶାସନ ପହଞ୍ଚି ଲୋକଙ୍କ ସମସ୍ୟା ସମାଧାନ ପାଇଁ ଉଦ୍ୟମ ଗ୍ରାମ ଚଟାଣରେ ବସି ଗ୍ରାମବାସୀଙ୍କ ସମସ୍ୟା ଶୁଣିଲେ ଜିଲ୍ଲାପାଳ

Posted by - December 17, 2022 0
ବୌଦ୍ଧ:୧୫ା୧୨(ଚିତ୍ତରଞ୍ଜନ ସିଂ)ବୌଦ୍ଧଜିଲ୍ଳାରେ ଜିଲା ପ୍ରଶାସନ ପକ୍ଷରୁ ଗ୍ରାମକୁ ଚାଲ ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନ ଅନୁଯାୟୀ ଜିଲାପାଳଙ୍କ ନେତୃତ୍ୱରେ ଜିଲାସ୍ତରୀୟ ଅଧିକାରୀମାନେ ଦୁର୍ଗମ ଅଞ୍ଚଳରେ…

ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବା ପାଇଁ ରକ୍ତ ଦାନ

Posted by - June 4, 2021 0
ଯାଜପୁର ଅଫିସ :ଓଡ଼ିଶାରେ କରୋନା ମହାମାରୀ ସମୟରେ ପ୍ରତିଟି ଜୀବନ ମୂଲ୍ୟବାନ ଯେଉଁ ବାର୍ତ୍ତା ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ ।  ତାହାକୁ ଅନୁସରଣ କରି ରକ୍ତ…

ଟିକେଟ କୁ ନେଇ ସବୁ ଦଳ ରେ ଅସନ୍ତୁଷ୍ଟ ଙ୍କ ବିଦ୍ରୋହ,ଅବସ୍ଥା ଅସମ୍ଭାଳ

Posted by - March 24, 2019 0
ଭୁବନେଶ୍ବର :୨୩/୩ ଦଳୀୟ ସଂଗଠନରେ ନ ଥାଇ ଟିକେଟ୍‌ ପାଇଥିବା ଲୋକଙ୍କୁ ତୁରନ୍ତ ପରିବର୍ତ୍ତନ କରିବାକୁ ସବୁ ଦଳର ନେତା ହାଇକମାଣ୍ଡଙ୍କୁ ଲିଖିତ ପତ୍ର ଦେଇଛନ୍ତି। ପ୍ରାର୍ଥୀ…

ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ପ୍ରେସ ଦିବସ ପାଳିତ 

Posted by - November 17, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ…