Breaking News
7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା 7:22 amକେନ୍ଦ୍ରାପଡ଼ା : ଜାଲ୍‌ ଦସ୍ତଖତରେ ସାଢ଼େ ୯ ଲକ୍ଷ ଟଙ୍କା ହଡ଼ପ, ପରିବାର ସହ ଅଭିଯୁକ୍ତ ମହିଳା ଫେରାର୍‌,ମିସନ ଶକ୍ତି ଏମ୍‌ବିକେ ବା ଦକ୍ଷ ନଥିପତ୍ର ପରିଚାଳିକା ଲୋପାମୁଦ୍ରା ବେହେରା(୩୬)ଙ୍କ ନାମରେ ଏତଲା

ଯଜ୍ଞପ୍ରଭା ଫେଡରେସନ ପକ୍ଷରୁ ଜଳଛତ୍ର

91 0

ଯାଜପୁର:ଯାଜପୁର ପୌରପାଳିକା ଅନ୍ତର୍ଗତ ବିରଜା ଉଚ୍ଚ ବିଦ୍ୟାଳୟ ନିକଟରେ ଯଜ୍ଞପ୍ରଭା ଫେଡରେସନ ପକ୍ଷରୁ ଜଳଛତ୍ର ର ଶୁଭାରମ୍ଭ କରାଯାଇଛି । ଯାଜପୁର ବିଧାୟକଙ୍କ ପ୍ରତିନିଧି ଭଵ ପ୍ରସାଦ ଦାସ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ଏହି ଅବସରରେ ଯାଜପୁର ପୌରାଧକ୍ଷା ରଞ୍ଜୁଲତା ହୋତା,ଉପାଧ୍ୟକ୍ଷ ସନ୍ତୋଷ ମଲ୍ଲିକ,ଫେଡରେସନ ସଂପାଦିକା ମିନତୀ ସେନାପତି ପ୍ରମୁଖ ଉପସ୍ଥିତ ରହି ପଥ ଚାରି ମାନଙ୍କୁ ଜଳ ବଣ୍ଟନ କରିଥିଲେ।

 

 

Related Post

ଭୀଷଣ ଅଗ୍ନି କାଣ୍ଡ ରେ ଦୁଇ ବଖରା ଘର ଭସ୍ମୀଭୂତ , ଲକ୍ଷାଧିକ ଟଙ୍କା ର ସମ୍ପତି ନଷ୍ଟ।

Posted by - March 15, 2021 0
ନୀଳଗିରି:(ସୌମ୍ୟାସାଇ ବାରିକ)ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାରା ରାଜ୍ୟରେ ପ୍ରବାହିତ ହେଉଛି। ତାର ପ୍ରଭାବ ରେ ଗାଆଁ ଗଣ୍ଡା ରେ ଅଗ୍ନି କାଣ୍ଡ ଘଟିବା ଏକ ନୀତି ଦିନିଆ…

SSD ଉଚ୍ଚବିଦ୍ୟାଳୟରେ ପାଳିତ ହେଲା ବାର୍ଷିକ ଉତ୍ସବ। ବାର୍ଷିକ ଉତ୍ସବରେ କମାଲ କଲେ ଛାତ୍ର ଛାତ୍ରୀ

Posted by - March 6, 2023 0
ରାୟଗଡା:(ରମାକାଂତ ପୋଦାଲ୍)ଅବସ୍ଥାପିତ ଦୁର୍ଗମ ଅଂଚଳର ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭାକୁ ଲୋକମୋଚନ କୁ ଆଣିବା ପାଇଁ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ପ୍ରୟାସ ଜାରିରହିଥିବା ବେଳେ ଏହା ରାୟଗଡା ଜିଲ୍ଲା…

ଶିକ୍ଷା ବିକାଶ ସମିତି କଳାହାଣ୍ଡି ପକ୍ଷରୁ ଆୟୋଜିତ ଜ୍ଞାନ ବିଜ୍ଞାନ ମେଳା ୨୦୨୨ ଉଦଯାପିତ

Posted by - September 10, 2022 0
ଭବାନୀପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ଓଡିଶା ଶିକ୍ଷା ବିକାଶ ସମିତି କଳାହାଣ୍ଡି ବିଭାଗ ପକ୍ଷରୁ ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ…

ବେଲଗୁଣ୍ଠାର ଛଅ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ମନିଟରିଂ ଟିମ୍

Posted by - February 22, 2022 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା )କୋଭିଡ କଟକଣା ପରେ ରାଜ୍ୟରେ ଅଷ୍ଟମ ଶ୍ରେଣୀରୁ ସମସ୍ତ ଉପର ଶ୍ରେଣୀରେ ଶ୍ରେଣୀ ଶିକ୍ଷାଦାନ ଆରମ୍ଭ ହୋଇଥିବା ବେଳେ ଆସନ୍ତା 28 ତାରିଖରୁ…