ପ୍ରବାଦ ପୁରୁଷ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୬ ତମ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମନ୍ତ୍ରୀ ଟୁକୁନି ସାହୁ

77 0

ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଆଜି ହେଉଛି ଆଧୁନିକ ଓଡ଼ିଶାର ନିର୍ମାତା, ଲୋକପ୍ରିୟ ଜନନେତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ଟିଟିଲାଗଡ଼ ବିଜୁ ପଟ୍ଟନାୟକ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଟିଟିଲାଗଡ଼ର ବିଧାୟିକା ତଥା ବାଣିଜ୍ୟ ପରିବହନ ଓ ଜଳସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ।

ଏହି ସମୟରେ ମାନ୍ୟବର ମନ୍ତ୍ରୀଙ୍କ ସହିତ ଟିଟିଲାଗଡ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସଂଯୁକ୍ତା ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ରମାକାନ୍ତି ପଟେଲ, ଉମାଦେବି ଅଗ୍ରୱାଲ, ଅଞ୍ଜନା ବର୍ମା, ଜିଲ୍ଲା ପରିଷଦ ଶ୍ରୀମତି ଗୀତା ବିଶି, ପୂର୍ବତନ ନଗରପାଳ ଗୋବର୍ଦ୍ଧନ ନାଗ, ମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀ ଅରୁଣ କୁମାର ମିଶ୍ର, ବିଜେଡ଼ିର ସମସ୍ତ ନିର୍ବାଚିତ କାଉଁନସିଲର ମାନଙ୍କ ସହିତ ଟିଟିଲାଗଡ଼ ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ଜଗଦୀଶ ମହାଲିଙ୍ଗ, ରାଜେଶ ପ୍ରଧାନ, ରାଜୁ ପାତ୍ର, ମୁନା ବେହେରା, ସନ୍ଦିପ ତ୍ରିପାଠୀ, ଲାଲା ବର୍ମା,ବୈକୁଣ୍ଠ ନାଗ ଏବଂ ବିଜେଡିର ବହୁତ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଟିଟିଲାଗଡରୁ ସଞ୍ଜୟ କୁମାର ନାୟକଙ୍କ ରିପୋର୍ଟ।

Related Post

ଭୁବନେଶ୍ୱର ଉପକଣ୍ଠ କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ

Posted by - April 25, 2022 0
ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସ ଥିବା ବାବୁଲି ଚରଣ ପଢ଼ିଆରୀଙ୍କ ଘରେ ଆଜି ଭିଜିଲାନ୍ସ ରେଡ ହୋଇଛି | ଭିଜିଲାନ୍ସର ତିନି ଜଣ ଡ଼ିଏସପିଙ୍କ…

ଭୁଷୁଡିଲା ଇନ୍ଦ୍ରାବତୀ ବାମ କେନାଲ,ଜଳମଗ୍ନ ହେଲା ଶହଶହ ଏକର ଜମି

Posted by - September 4, 2022 0
ଧର୍ମଗଡ:(ହେମନ୍ତ କୁମାର ମାଝୀ) ଇନ୍ଦ୍ରାବତୀ ବାମ କେନାଲ ଭୁଷୁଡିବା ଫଳରେ ବଗାଡ ଗାଁର ଶହ ଶହ ଏକର ଜମି ଜଳମଗ୍ନ ହୋଇଛି। ନୂଆଁଖାଇକୁ ନେଇ କଳାହାଣ୍ଡି ସମେତ…

ହର୍ଡ ଇମ୍ୟୁନିଟି ବା ଗୋଷ୍ଠୀ ରୋଗ ପ୍ରତିରୋଧକ ବ୍ୟବସ୍ଥା କଣ ?ଆମେ କେତେ ପ୍ରସ୍ତୁତ। ଜାଣନ୍ତୁ

Posted by - May 25, 2020 95
ଭୁବନେଶ୍ବର: କରୋନା ସଂକ୍ରମଣ ସାରା ବିଶ୍ୱରେ ଆତଙ୍କ ଖେଳିଥିବା ବେଳେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସରକାରୀ…