ପରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରବେଶ ଉତ୍ସବ ପାଳିତ

52 0

ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା କ୍ଲଷ୍ଟର ଅନ୍ତର୍ଗତ ପରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆଜି ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି l ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା l

ପ୍ରଥମ ଶ୍ରେଣୀ ର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପୁସ୍ତକ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା l ଏହି ପ୍ରବେଶ ଉତ୍ସବ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବୁଦ୍ଧରାମ ପଣ୍ଡା, ସହକାରୀ ଶିକ୍ଷକ ରମାକାନ୍ତ କର୍ଣ୍ଣ, ଶିକ୍ଷୟିତ୍ରୀ ଶ୍ରୀମତୀ ଭା୍ନୁପ୍ରିୟା ତ୍ରିପାଠୀ, ସ୍ବର୍ଣ୍ଣଲତା ପରିଡା ଓ ଗୀତାଞ୍ଜଳି ପ୍ରଧାନ ଯୋଗଦେଇ ଥିଲେ l

Related Post

ଦ୍ୱିତିୟ ପର୍ଯ୍ୟାୟ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର

Posted by - November 18, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଯାଜପୁର ପୌରପାଳିକା ପକ୍ଷରୁ ଦ୍ୱିତିୟ ପର୍ଯ୍ୟାୟ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ପୌରପାଳିକାର କାର‌୍ୟ୍ୟ ନିର୍ବାହୀ ଅଧିକାରୀ ଅଜୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ପରିମଳ ବିଶେଷଜ୍ଞ ଦେବାଶୀଷ ଭୂୟାଂ ଯୋଗ ଦେଇ ସହରକୁ କିପରି ସ୍ୱଚ୍ଛ ରଖାଯିବ ସେ ନେଇ ପରାମର୍ଶ ଦେଇଥିଲେ । ଧିରେ ଧିରେ ସହରରେ ପରିମଳ ବ୍ୟବସ୍ଥା ସୁଧୁରୁଥିବା ବେଳେ ଆଗକୁ ଏହା ରାଜ୍ୟର ୧ନଂ ସ୍ୱଚ୍ଛ ପୌରପାଳିକା କରିବାକୁ ସମସ୍ତେ ଉଦ୍ୟମ କରିବା ଆବଶ୍ୟକ ବୋଲି କାର‌୍ୟ୍ୟନିର୍ବାହୀ ଅଧିକାରୀ କହିଥିଲେ । ଆଗାମୀ ଦିନରେ ଏହିପରି ପ୍ରଶିକ୍ଷଣ ଶିବିର ଓ୍ୟାର୍ଡ ସ୍ତରୀୟ କରାଯିବ ବୋଲି ଅତିରିକ୍ତ ଜିଲାପାଳ ସୂଚନା ଦେଇଥିଲେ । ଏହି ପ୍ରଶିକ୍ଷଣ ଶିବିରରେ ପୌରପାଳିକା କର୍ମଚାରୀ ସମେତ ୧୫୦ରୁ ଉର୍ଦ୍ଧ ସଫେଇ କର୍ମଚାରୀ ଉପସ୍ଥିତ ଥିଲେ ।

ବୌଦ୍ଧ ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ଦ୍ୱାରା ସ୍ୱଚ୍ଛତା କାର୍ଯ୍ୟକ୍ରମ

Posted by - October 9, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ବୌଦ୍ଧ,ଭାରତ ସରକାର ଙ୍କ ଖେଳ ମନ୍ତ୍ରଣାଳୟ ଅଧିନସ୍ଥ୍ ନେହେରୁ ଯୁବ କେନ୍ଦ୍ର ତରଫରୁ clean india drive ଚାଲୁରହିଛି। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲ୍ଲା ନେହେରୁ ଯୁବ…

ଖପ୍ରାଖୋଲ ପୋଲିସ ର ଚଢାଉ ବେଆଇନ କଫ ସିରଫ୍ ରଖିବା ଅଭିଯୋଗ ରେ ପାଞ୍ଚ ଅଭିଯୁକ୍ତ ଗିରଫ

Posted by - May 4, 2023 0
ଖପ୍ରାଖୋଲ: ୩/୫(ତାପସ ରଞ୍ଜନ ବେହେରା) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ପୋଲିସ ବେଆଇନ କଫସିରଫ ରାକେଟ୍ସ ଉପରେ ଚଢାଉ କରି ୬୩୯ ବୋତଲ କଫ ଶିରଫ୍ ଜବତ କରିବା…

ଗୁଣୁପୁର ପୌର ନିର୍ବାହୀ ଅଧିକାରୀ ଭାବେ ରାମନାଗୁଡା ବିଡ଼ିଓଙ୍କ ଦାଇତ୍ୱ ଗ୍ରହଣ

Posted by - December 31, 2022 0
ଗୁଣୁପୁର:୩୦/୧୨(ରମା କାନ୍ତ ପଡାଲ) ରାୟଗଡା ଜିଲ୍ଲା ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ପ୍ରଭାତୀ ଝୋଡିଆ ଙ୍କୁ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ବିଭାଗ ପକ୍ଷରୁ ଚଳିତ ମାସ…

କୃଷି ବୀମା ରାଶି ପ୍ରଦାନ ଓ ଖପ୍ରାଖୋଲ ପଞ୍ଚାୟତ କୁ ସଂପୂର୍ଣ୍ଣ ମରୁଡ଼ି ଘୋଷଣା କରିବା ପାଇଁ ଦାବିପତ୍ର ଦେଲେ ଖପ୍ରାଖୋଲ ପଞ୍ଚାୟତ ଚାଷୀ

Posted by - July 5, 2022 0
ପାଟଣାଗଡ :(ତାପସ ରଞ୍ଜନ ବେହେରା) ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ସ୍ଥାନୀୟ ପଞ୍ଚାୟତ ର କୃଷି ବୀମା ରାଶି କୁ ବୀମା କମ୍ପାନୀ ସ୍ତଗୀତ ରଖିଛି ।…