Breaking News
7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା 7:22 amକେନ୍ଦ୍ରାପଡ଼ା : ଜାଲ୍‌ ଦସ୍ତଖତରେ ସାଢ଼େ ୯ ଲକ୍ଷ ଟଙ୍କା ହଡ଼ପ, ପରିବାର ସହ ଅଭିଯୁକ୍ତ ମହିଳା ଫେରାର୍‌,ମିସନ ଶକ୍ତି ଏମ୍‌ବିକେ ବା ଦକ୍ଷ ନଥିପତ୍ର ପରିଚାଳିକା ଲୋପାମୁଦ୍ରା ବେହେରା(୩୬)ଙ୍କ ନାମରେ ଏତଲା

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର

37 0

ହରଭଙ୍ଗା :୧୭ /୦୪(ଚିତ୍ତରଞ୍ଜନ ସିଂହ)ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ମୃତକ ହେଲେ ପୁରୁଣାକଟକ ଥାନା ଚାରିଛକର ରିତିକା ପାତ୍ର । ଚାରିଛକ ସ୍ଥିତ ଘରୁ ମୃତଦେହ ଉଦ୍ଧାର କରି ମେଡିକାଲ ନେଇଥିଲେ ପରିବାର ଲୋକେ ।

ମୃତ୍ୟୁର କାରଣ ଅସ୍ପଷ୍ଟ । ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକର LIC ଏଜେଣ୍ଟ ଵାଲାଜି ପାତ୍ରଙ୍କ ପତ୍ନୀ ଆଜି ଦିନ ବେଳା ଶୋଇବା ଘରେ ଝୁଲନ୍ତା ଅବସ୍ଥାରେ ଦେଖି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପୁରୁଣାକଟକ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୁରୁଣା କଟକ ପୋଲିସ ପହଁଚି ମୃତଦେହ କୁ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ପଠାଇବା ସହ ମୃତ୍ୟୁର କାରଣ କୁ ନେଇ ତଦନ୍ତ କରୁଥିବା ସୂଚନା ମିଳିଛି ।

Related Post

ଅକ୍ଟୋବର ୧୬ ରେ ପଶ୍ଚିମାଞ୍ଚଳ ଏକତା ସମାବେଶ ପାଇଁ ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ଆହ୍ବାନ

Posted by - September 17, 2022 0
ସମ୍ବଲପୁର:  (ରମାକାନ୍ତ ବିଶ୍ବାଳ) ପଶ୍ଚିମଞ୍ଚଲ୍ ଏକତା ମଞ୍ଚ ଅଞ୍ଚଳର ଏକ ଅଗ୍ରଣୀ ସାମାଜିକ, ସାଂସ୍କୃତିକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ । ସମଗ୍ର ପଶ୍ଚିମଞ୍ଚଳ କୁ ଏକତା ର ବନ୍ଧନ…

ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ଙ୍କ ସ୍ମୃତି ଚାରଣ ସଭା

Posted by - June 3, 2021 0
ବରୀ:(ସ୍ନେହାଂଶୁ ଶେଖର ମହାନ୍ତି)ବରୀ ବ୍ଲକ ଅନ୍ତର୍ଗତ ବରୀ ପଂଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷା ଗଗନ ବିହାରୀ ଜେନାଙ୍କ ସ୍ମୃତି ଚାରଣ…

ହରଭଙ୍ଗା କଲେଜରେ ଆର୍ଥିକ ସାକ୍ଷରତା ଓ ବଜେଟ ସଚେତନତା କାର୍ଯ୍ୟକ୍ରମ

Posted by - October 13, 2022 0
ବୌଦ୍ଧ :(ଚିତ୍ତରଞ୍ଜନ ସିଂହ) ଗତକାଲି ସ୍ଥାନୀୟ ପଞ୍ଚାୟତ କଲେଜରେ ସ୍ବେଛାସେବୀ ଅନୁଷ୍ଠାନ OIBFED ଭୁବନେଶ୍ୱର ଦ୍ୱାରା ଏକ ଆର୍ଥିକ ସାକ୍ଷରତା ଓ ବଜେଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ପଂଚାୟତ ସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ

Posted by - March 30, 2023 0
ବୌଦ୍ଧ:( ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ବିଳାସପୁର ର ସ୍ଥାନୀୟ ଏମ. ଇ. ସ୍କୁଲ ଠାରେ ପଂଚାୟତ ସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ…