Breaking News
7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା 7:22 amକେନ୍ଦ୍ରାପଡ଼ା : ଜାଲ୍‌ ଦସ୍ତଖତରେ ସାଢ଼େ ୯ ଲକ୍ଷ ଟଙ୍କା ହଡ଼ପ, ପରିବାର ସହ ଅଭିଯୁକ୍ତ ମହିଳା ଫେରାର୍‌,ମିସନ ଶକ୍ତି ଏମ୍‌ବିକେ ବା ଦକ୍ଷ ନଥିପତ୍ର ପରିଚାଳିକା ଲୋପାମୁଦ୍ରା ବେହେରା(୩୬)ଙ୍କ ନାମରେ ଏତଲା

ବଜରଙ୍ଗ ଦଳ ପକ୍ଷରୁ ବୌଦ୍ଧ ବନ୍ଦ

66 0

ହରଭଙ୍ଗା:(ଚିତ୍ତରଞ୍ଜନ ସିଂହ)ବଜରଙ୍ଗ ଦଳ ଓ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ୧୨ ଘଣ୍ଟିଆ ବୌଦ୍ଧବନ୍ଦ ଡାକରା । ସକାଳୁ ସକାଳୁ ବନ୍ଦ ର ପ୍ରଭାବ ବୌଦ୍ଧ ସହର ସମେତ କଣ୍ଟାମାଳ,ମନମୁଣ୍ଡା,ମାଧପୁର,ଚାରିଛକ ରେ ଦେଖିବାକୁ ମିଳିଛି ।ପଲଶାଗୋରାରେ ଦୋକାନ ବଜାର ଖୋଲା ରହିଥିବା ଦେଖିବାକୁ ମିଳିଥିଲା l ଉଭୟ ପାର୍ଶ୍ୱ ରେ ଅଟକି ରହିଛି ଶହ ଶହ ଗାଡି ମଟର ।

ସୂଚନା ମୁତାବକ ସମ୍ବଲପୁର ରେ ଗତ ୧୨ତାରିଖ ରେ ହନୁମାନ ଜୟନ୍ତୀ ପାଇଁ ଚାଲିଥିବା ରାଲି ରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହି ଘଟଣା ମଧ୍ୟ ଜଣେ ଯୁବକ ଙ୍କ ମୃତୁ ଘଟିଛି । ଯାହାକୁ ନିନ୍ଦା କରିବା ସହ ବିଭିନ୍ନ ହିନ୍ଦୁ ସଂଗଠନ ପକ୍ଷରୁ ଆଜି ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।

ଯାହାର ପ୍ରଭାବ ବୌଦ୍ଧ ର ବିଭିନ୍ନ ଅଂଚଳରେ ଦେଖିବାକୁ ମିଳିଛି। ଅତି ଆଵଶ୍ୟକୀୟ ଗାଡି କୁ ଛାଡିଦେଲେ ଅନ୍ୟ ସମସ୍ତ ଗାଡି କୁ ଅଟକା ଯାଇଥିଲା ।ବନ୍ଦ କୁ ଦୃଷ୍ଟି ରେ ରଖି ବୌଦ୍ଧ ପୋଲିସ ପକ୍ଷରୁ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l ରିପୋର୍ଟ,, ହରଭଙ୍ଗା

Related Post

ଘର ମାଲିକ ଘରେ ବନ୍ଦି କରି ରଖି ଚିକିତ୍ସା ପାଇଁ ଛାଡୁ ନ ଥିବା ଅଭିଯୋଗ

Posted by - June 13, 2021 0
ସୋନପୁର:( ଅଜିତ କୁମାର ପୁଝାରୀ)ଦାଦନ ଖଟିବାକୁ ତାମିଲନାଡୁକୁ ଯାଇ ଅସୁସ୍ଥ ହେବାପରେ ଉଦ୍ଧାର ପାଇଁ ସାମାଜିକ ଗଣମାଧ୍ୟମରେ ଭିଡିଓ ମେସେଜ କରି ଗୁହାରୀ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବିନିକା…

ଅସଲି କନ୍ୟା କୁ ନକଲି ବର, ପହଁଚିଲେ ପୋଲସ,ମିଛ ପରିଚୟ, ନକଲି ଗହଣା ଓ ବରଯାତ୍ରୀ ନ ଆଣିବା କାଳ ହେଲା

Posted by - March 24, 2022 0
ବଙ୍ଗୋମୁଣ୍ଡା ତା୨୩/୩:(ଅଭିମନ୍ୟୁ ବହିଦାର) ନକଲି ବରକୁ ନକଲି ସୁନା ଗହଣା, ସବୁ କିଛି ନକଲି। ଆପଣ ଶୁଣି ଚକିତ ହେବେ। ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଉପଖଣ୍ଡ ଚାଉଳଶୁଖା…

ନବରଙ୍ଗପୁରରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

Posted by - August 17, 2021 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ )ପ୍ରତିବର୍ଷପରି ଚଳିତ ବର୍ଷ ମଧ୍ୟ ନବରଙ୍ଗପୁର ସ୍ଥିତ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି 1947 ମସିହା…

ଆରମ୍ଭ ହୋଇଛି ମାଟ୍ରିକ ପରିକ୍ଷା,ହାଇସ୍କୁଲ କର୍ତୁପକ୍ଷ ଙ୍କ ଅବହେଳା ଯୋଗୁଁ ଦୁଇ ଛାତ୍ର ପରିକ୍ଷା ଦେବାରୁ ବଂଚିତ

Posted by - February 19, 2020 0
ଯାଜପୁର:19/02(ଆନନ୍ଦ ଚନ୍ଦ୍ର ସାହୁ)ଆଜି ଠାରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ ପରିକ୍ଷା । ଏଥିପାଇଁ ପ୍ରତ୍ୟେକ ଛାତ୍ର ଛାତ୍ରୀ ଉତ୍କଣ୍ଠାର ସହିତ ପରିକ୍ଷା ଦେଉଥିବା ବେଳେ…